-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

*୮୯ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ*-- ସମର୍ପିତ ଓ ସମ ଦୃଷ୍ଟି ରେ ଜନତା ଙ୍କୁ ସେବା ଓ ସହଯୋଗ ପାଈଁ ସୁବର୍ଣ୍ଣପୁର ଏସପି ଙ୍କ ଆହ୍ବାନ

01-Apr-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )  ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ୮୯ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି । ସ୍ଥାନୀୟ ନୀଉଁ ରିଜର୍ଭ ପୋଲିସ ପଡିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଓଡ଼ିଶା ର ମହାମହିମ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ପଠନ କରିଥିଲେ ଏବଂ  ଜିଲ୍ଲାରେ ଥିବା ପୋଲିସ ମାନଙ୍କୁ ଦେଶ ଓ ଜାତି ସକାଶେ ସମର୍ପିତ ହୋଇ କାର୍ଯ୍ୟ କରିବାକୁ କହିଥିଲେ ।  ସମ ଦୃଷ୍ଟିରେ ଜନତା ଙ୍କ ସେବା ଓ ସହଯୋଗ କରିବା ସହିତ ସିଷ୍ଟlଚାର,  ଚରିତ୍ର ବାନ, ଏକ ଆଦର୍ଶ ହେବାକୁ କହି ସର୍ଵ ନିମ୍ନ ବଳ ପ୍ରୟୋଗ କରି ଆଇନ୍ କୁ ମଧ୍ୟ ସମ୍ମାନ ଦେବାକୁ ଅଭିଭାଷଣ ରେ ଏସପି ଶ୍ରିମାଲ ପୋଲିସ୍ ବାହିନୀ ଙ୍କୁ ପରାମର୍ଶ କରିଥିଲେ l ଉତ୍ତମ ସେବା ପ୍ରଦାନ କରିଥିବା ଜିଲ୍ଲାର  ରାମପୁର ଥାନା ର ବେଷ୍ଟ ପୋଲିସ ଅଫିସର  ଏସ ଆଇ ଅବିନାଶ ପଧାନ, ଜିଲ୍ଲା  ପୋଲିସ୍ ର ଏ ଏସ ଆଇ ଶୁକଦେବ ଚାନ୍ଦ, କ୍ରାଇମ୍ ହାବିଲଦାର ବୃନ୍ଦାବନ ପଞ୍ଚବିହାର , କନଷ୍ଟେବଳ ପ୍ରଦୀପ ସାହୁ, ଟ୍ରାଫିକ କନେଷ୍ଟବଳ ପ୍ରତିମା ବଗର୍ତ୍ତି, ଏ ପି ଆର୍ କନେଷ୍ଟବଳ ସୁମିତ ରଥ ଙ୍କୁ ଆଜିର ମୁଖ୍ୟ ଅତିଥି ଏସପି ଶ୍ରୀ ଶ୍ରିମାଲ ଙ୍କ ଦ୍ବାରା ମାନପତ୍ର ଫୁଲ ତୋଡା ଓ ଉପ ଢୌକାନ ପ୍ରଦାନ୍ ପୂର୍ବକ ସମ୍ବର୍ଦ୍ଧିତ  କରା ଯାଇଥିଲା ।

ଜିଲ୍ଲା ଆରକ୍ଷୀ ନିରୀକ୍ଷକ ସରୋଜ ବେହେରା ଜିଲ୍ଲା ପୋଲିସ୍ ର ପ୍ୟାରେଡ କମାଣ୍ଡର ଭାବେ ପ୍ୟାରେଡ ର ପରିଚାଳନା କରିଥିବା ବେଳେ  ଜିଲ୍ଲା ପୋଲିସର ପାଞ୍ଚ ପ୍ଲାଟୁନ ଆରକ୍ଷୀ ବାହିନୀ ର ମିଳିତ ପ୍ୟାରେଡ ରେ ଭାଗ ନେଇଥିଲେ। ଡି ଏସ ପି ଚନ୍ଦ୍ର ଶେଖର ଶବର ସମ୍ବର୍ଦ୍ଧନା ସଭା ପରିଚାଳନl କରିଥିଲେ l ସମ୍ମାନିତ ଅତିଥି ଭାବରେ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସପି ବିରେନ୍ଦ୍ର ନାୟକ,  ଡି ଏସ ପି ଚନ୍ଦ୍ର ଶେଖର ଶବର, ରେଣୁକା ସୁନା, ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ବି ଏମ୍ ପୂର ଏସ ଡି ପି ଓ ବାସୁଦେବ ଛତ୍ରିଆ, ସୋନପୁର ଥାନା ଅଧିକାରୀ ଲୋକ ନାଥ ସାହୁ ଙ୍କ ସମେତ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ଓ ପୋଲିସ କର୍ମଚାରୀମାନେ ଯୋଗଦେଇଥିଲେ । ଏହି ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଓଡ଼ିଶା ପୋଲିସ କଡ଼ା ପରିଶ୍ରମ କରିବା ସହିତ ଆପଣ ମାନଙ୍କ ଖୁବ୍ ଗୁରୁତ୍ବ ପୂର୍ଣ୍ଣ ଭୂମିକା ରହିଛି ବୋଲି  ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like