-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

01-Apr-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ନିଉଁ ଟାଉନ୍ ହଲ୍ ଠାରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ତଥା ୩୧ ତମ ଜିଲ୍ଲା ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି l ଏହି  ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର  ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ,  ସମ୍ମାନିତ ଅତିଥି ଭାବରେ ଏସପି ଶ୍ରୀ ୟସ ପ୍ରତାପ ଶ୍ରୀମାଲ, ଉପ ଜିଲ୍ଲାପାଳ ଶ୍ରୀ ସୁରଜ୍ କୁମାର ପଟ୍ଟନାୟକ , ବରିଷ୍ଠ ଆଇନ ଜୀବୀ ଵ୍ୟୋମ କେଶ ଦାଶ, ଏବଂ ମୁଖ୍ୟ ବକ୍ତା ଭାବେ ଡଃ ଜ୍ୟୋତି ରଂଜନ ବହିଦାର ଯୋଗ ଦେଇ  ଜିଲ୍ଲା ଗଠନ ପରେ ଏଠାକାର କଳା, ସଂସ୍କୃତି, ପର୍ଯ୍ୟଟନ ର ଦ୍ରୁତ ବିକାଶ ବିଷୟ ସୁବର୍ଣ୍ଣପୁର ପାଈଁ ଶୁଭ ସଙ୍କେତ ବୋଲି ମତ ରଖିଥିଲେ ଏବଂ ଏହାର ସୁରକ୍ଷା ଓ ସଂରକ୍ଷଣ ସମସ୍ତ ଙ୍କ ଦାୟିତ୍ଵ କର୍ତ୍ତବ୍ୟ ବୋଲି ମତ ରଖିଥିଲେ l

ନିଜ ଜିଲ୍ଲା, ରାଜ୍ଯ ଓ ଦେଶ କୁ ସମୃଦ୍ଧ  କରିବାକୁ ହେଲେ ଆଗେ ନିଜ ମାତୃଭାଷା ଓ ଶିକ୍ଷା ର ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ହେବ ବୋଲି ମତ ରଖିଥିଲେ l ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ l ଶେଷରେ ସୁବର୍ଣ୍ଣପୁର ସଙ୍ଗୀତ ମହା ବିଦ୍ୟାଳୟ , ସାହାରା ହାଇସ୍କୁଲ, କୋଶଳ ହାଇସ୍କୁଲ ର ଛାତ୍ର ଛାତ୍ରୀ ଙ୍କ ଦ୍ବାରା ଆକର୍ଷଣୀୟ ଦେଶାତ୍ମବୋଧକ ନୃତ୍ୟ ପରିବେଷଣ କରଯାଇଥିଲା l ଏହି ଉପଲକ୍ଷେ ଅନୁଷ୍ଟିତ ବିଭିନ୍ନ ପ୍ରତିଯୋଗୀତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like