-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଜ଼ିଲ୍ଲାସ୍ତରୀୟ ଓଡିଶା ଦିବସ ସମାରୋହ

02-Apr-2024



ବୌଦ୍ଧ ଠାରେ  ଓଡିଶା ପ୍ରଦେଶ ଗଠନ  ର 89 ତମ  ବର୍ଷ ପୂର୍ତ୍ତି ଉପଲକ୍ଷେ     ବୌଦ୍ଧ ଜ଼ିଲ୍ଲା ସ୍ତରୀୟ ଓଡିଶା ଦିବସ ସମାରୋହ-୨୦୨୪ ଅନୁଷ୍ଠିତ ହୋଇଯାଇଛି l ଏହି ଉପଲକ୍ଷେ ପ୍ରାତଃ ୫ଘଟିକା ସମୟରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ, ବୌଦ୍ଧ ଶାଖା  ପକ୍ଷ ରୁ  ଡାକବାଜି ଯନ୍ତ୍ର ଯୋଗେ ବୌଦ୍ଧ ସହର ସାରା  ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା l ପରେ ପରେ  ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଭାତଫେରି  ଅନୁଷ୍ଠିତ ହୋଇଥିଲା l ସକାଳ  ଘ.୮.୩୦ ମି ସମୟରେ  ଜାତିର ଜନକ ମହାତ୍ମାଗାନ୍ଧୀ, ଉତ୍କଳମଣି  ପଣ୍ଡିତ ଗୋପବନ୍ଧୁ  ଦାସ,, ସ୍ଵଭାଵ କବି  ଗଙ୍ଗାଧର  ମେହେର, ମଧୁସୂଦନ ଦାସ, ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ସହବୌଦ୍ଧ  ସହର ସ୍ଥିତ ଓଡିଶା ର ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ  ଅନୁଷ୍ଠିତ ହୋଇଥିଲା l  ଏହି ସାମୁହିକ ମାଲ୍ୟାର୍ପଣ ସମୟରେ ଅତିରିକ୍ତ ଜ଼ିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ  ତଥା  ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ   ଅନିରୁଦ୍ଧ ପ୍ରଧାନ, ଉପ ଜ଼ିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,  ବରିଷ୍ଠ ସଂସ୍କୃତ ଅଧ୍ୟାପକ   ପ୍ରତାପ କୁମାର ରଥ, ବୌଦ୍ଧଗଡ଼ ଏନ. ଏ. ସି ର କର୍ମଚାରୀ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ  କାର୍ଯ୍ୟାଳୟ ର କର୍ମଚାରୀ ମାନେ ଯୋଗ ଦେଇଥିଲେ l ଓଡିଶାର ବରପୁତ୍ରଙ୍କୁ ମାଲ୍ୟାର୍ପଣ ସମୟରେ ଓଡିଶା ସଂଗୀତ ନାଟକ ଏକାଡେମୀ, ଭୁବନେଶ୍ୱର ଙ୍କ ଦ୍ୱାରା ନିର୍ଧାରିତ ୧୨ ଘଟିକା ସମୟରେ ଗୀତ ଡାକବାଜି ଯନ୍ତ୍ର ମାଧ୍ୟମରେ  ପରିବେଷଣ କରାଯାଇଥିଲା l  ଅପରାହ୍ନ 5 ଘଟିକା ସମୟରେ ଦେଶାତ୍ମବୋଧକ  ସଂଗୀତ ରେ ନୃତ୍ୟ ଏବଂ ଓଡିଶୀ  ନୃତ୍ୟ (ଏକକ ) ପ୍ରତିଯୋଗିତା ଟାଉନହଲ ଠାରେ  ଅନୁଷ୍ଠିତ ହୋଇଥିଲା l  ପରେ ପରେ  ସନ୍ଧ୍ୟା ୭ ଘଣ୍ଟା  ସମୟରେ ୮୯ ତମ  ଜ଼ିଲ୍ଲା ସ୍ତରୀୟ ଓଡିଶା ଦିବସ  ସମାରୋହ ୨୦୨୪ ଟାଉନହଲ  ଠାରେ  ଅନୁଷ୍ଠିତ ହୋଇଯାଇଛି l ଏହି ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି  ଭାବେ  ଅତିରିକ୍ତ ଜ଼ିଲ୍ଲାପାଳ ଦାରିଦ୍ର୍ୟ ଭଂଜନ  ମଦନ ମୋହନ  ପାତ୍ର, ସମ୍ମାନିତ ଅତିଥି  ଭାବେ  ଡ଼. ଇଂ ସଞ୍ଜୟ କୁମାର ପଣ୍ଡା, ମୁଖ୍ୟ ଜ଼ିଲ୍ଲା କୃଷି  ଅଧିକାରୀ  ବସନ୍ତ  କୁମାର ପାଣିଗ୍ରାହୀ, ଜ଼ିଲ୍ଲା ମସ୍ୟ ଅଧିକାରୀ  ଲିପ୍ସା ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ବରିଷ୍ଠ ସଂସ୍କୃତ ଅଧ୍ୟାପକ, ବୌଦ୍ଧ ପଂଚାୟତ ମହାବିଦ୍ୟାଳୟ ପ୍ରତାପ କୁମାର ରଥ  ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଓଡିଶା ର ବରପୁତ୍ର ମାନଙ୍କ ଫଟୋ ଚିତ୍ର ରେ ମାଲ୍ୟାର୍ପଣ କରି  ନିଜ ନିଜ ବକ୍ତବ୍ୟ ରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ରେ ଓଡିଶା ର ବରପୁତ୍ର ମାନଙ୍କ ଅବଦାନ ଏବଂ ତାର ପୃଷ୍ଠଭୂମି  ବିଷୟରେ ବକ୍ତବ୍ୟ ରଖିଥିଲେ l ତତ ସହିତ  ଓଡ଼ିଆ ଭାଷାର  ସମୃଦ୍ଧି, ପୂର୍ବ ସୁରୀ ତଥା  ଓଡିଶା ର ବରପୁତ୍ର ମାନଙ୍କ ସ୍ମୃତିଚାରଣ  ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଥିଲେ l ସଭା ଆରମ୍ଭ ରେ ବନ୍ଦେ ଉତ୍କଳ ଜନନୀ  ସଂଗୀତ  ବାଦନ  କରାଯାଇଥିଲା l ପରେ ପରେ  ଓଡିଶା ଦିବସ ଉପଲକ୍ଷେ ଅନୁଷ୍ଠିତ ଓଡ଼ିଆ ବକ୍ତୃତା, ଦେଶାତ୍ମବୋଧକ ସଂଗୀତ, ଦେଶାତ୍ମବୋଧକ  ସଂଗୀତ ରେ ନୃତ୍ୟ, ଚିତ୍ରାଙ୍କନ ପ୍ରତିଯୋଗିତା ର କୃତୀ  ପ୍ରତିଯୋଗୀ ଏବଂ ଅଂଶଗ୍ରହଣ କରିଥିବା ୫୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ, ସହଯୋଗ କରିଥିବା କର୍ମଚାରୀ, ସଂଯୋଜକ, ବିଚାରକ  ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l  ନୃତ୍ୟ ପ୍ରତିଯୋଗିତା ର ବିଚାରକ  ଭାବେ  ଭୁବନେଶ୍ୱର ମିଶ୍ର, ଦେବାଙ୍ଗନ  ମେହେର, ସ୍ୱରୂପ ପଟ୍ଟନାୟକ ଯୋଗ ଦେଇଥିଲେ l ସନ୍ଧ୍ୟାରେ ଅନୁଷ୍ଠିତ ସଭାକୁ  ସଂସ୍କୃତ ଶିକ୍ଷକ, ମେଂଢ଼ୀମାଲ  ପ୍ରମୋଦ କୁମାର ପ୍ରଧାନ ପରିଚାଳନା କରିଥିଲେ  ଏବଂ  ନୃତ୍ୟ ପ୍ରତିଯୋଗିତା ତଥା  ସାଂସ୍କୃତିକ କାର୍ଯ୍ୟକ୍ରମକୁ ରୁଦ୍ର ଭୈରବୀ କ୍ଳବ ପ୍ରେମଜିତ ଝାଙ୍କର ପରିଚାଳନା କରିଥିଲେ l ପୁରସ୍କାର ବିତରଣୀ  କାର୍ଯ୍ୟକ୍ରମ କୁ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ରିତାକାନ୍ତି ବଳିୟାର ସିଂହ ପରିଚାଳନା କରି କାର୍ଯ୍ୟକ୍ରମ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଗ୍ରନ୍ଥାଗାରିକ ଅକ୍ଷୟ କୁମାର ମହାକୁଡ଼, ଜିତେନ୍ଦ୍ର ମହାନ୍ତି, ବୀର କିଶୋର କର୍ମୀ, ମିକୁନ ଘିବେଳା, ଅମରେଶ ମିଶ୍ର, ବୌଦ୍ଧଗଡ଼ ଏନ. ଏ. ସି ର ସ୍ୱଚ୍ଛ ସାଥି  ସହଯୋଗ  କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସହକାରୀ  ନିବନ୍ଧକ ହାଡ଼ିବନ୍ଧୁ  ମହାକୁଡ଼, ଅନ୍ୟାନ୍ୟ ଅଧିକାରୀ, କର୍ମଚାରୀ, ବୁଦ୍ଧିଜୀବୀ, ସାହିତ୍ୟିକ, ବିଭିନ୍ନ ଶିକ୍ଷା ନୁଷ୍ଠାନ ର ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ, ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତିନିଧି, ଉଭୟ ପ୍ରିଣ୍ଟ ଏବଂ ଇଲେକ୍ଟ୍ରୋନିକ୍ସ ପ୍ରତିନିଧି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like