-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ଭେକ୍ସିନ୍ ବଣ୍ଟନ ପାଇଁ କେତେ ପ୍ରସ୍ତୁତ ରାଜ୍ୟ ସରକାର?

24-Dec-2020



ଭୁବନେଶର, (ପ୍ରେରଣା ଖବର) - ଟିକାକରଣ ପାଇଁ ରାଜ୍ୟର ୮ ହଜାର ୨୬୭ଟି ସ୍ଥାନ ଚିହ୍ନଟ ହୋଇଛି। ଏହାସହ ଏହି ସବୁ ଅଞ୍ଚଳରେ ବ୍ୟବସ୍ଥା କରାଯିବା ନେଇ ରୋଡ୍ ମ୍ୟାପ୍ ବି ପ୍ରସ୍ତୁତ ହୋଇଛି। କେଉଁଠି କି ପ୍ରକାର ବ୍ୟବସ୍ଥା ହେବ ସେ ନେଇ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସମସ୍ତ ତଥ୍ୟ ଅପଲୋଡ୍ ହେବ। ଓଡ଼ିଶାରେ ଭ୍ୟାକସିନ୍ ପହଞ୍ଚିବା ପରେ ଏହାକୁ ସୁରକ୍ଷିତ ଭାବେ ରଖିବା ପାଇଁ ହଜାରେ ୨୨୨ଟି କେନ୍ଦ୍ରକୁ ଚିହ୍ନଟ କରାଯାଇଛି। ରାଜ୍ୟରେ ଗୋଟିଏ ଭ୍ୟାକସିନ୍ ଷ୍ଟୋର୍ ଓ ୯ଟି ଆଞ୍ଚଳିକ କେନ୍ଦ୍ର ରହିବ। ଏହାସହ ୩୦ ଜିଲ୍ଲାର ୩୨ଟି କେନ୍ଦ୍ରରେ ଭ୍ୟାକସିନ୍ ସେଣ୍ଟର ରହିବ। ଟିକାକରଣ ପାଇଁ ରାଜ୍ୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। ଏହାସହ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଟାସ୍କ ଫୋର୍ସ ଗଠନ ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହାଛଡ଼ା ଟିକାକରଣ ପାଇଁ ତାଲିମ ବି ପ୍ରଦାନ ସରିଥିବା ସେ ଦୋହରାଇଛନ୍ତି। ସେପଟେ କରୋନା ଟିକା ନେବା ଇଚ୍ଛାଧୀନ ବ୍ୟାପାର। ଦେଶରେ କରୋନା ଟିକା ଉପଲବ୍ଧ ହେବା ପରେ ଯେଉଁ ବ୍ୟକ୍ତି ନିଜ ତରଫରୁ ଚାହିଁବେ, ସେମାନେ ନେଇ ପାରିବେ। ଏବଂ ଏହା ବାଧ୍ୟତାମୂଳକ ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର। ଟିକା ଇଚ୍ଛାଧୀନ ହୋଇଥିଲେ ବି ଗ୍ରହଣ କରିବା ଭଲ ବୋଲି ପରାମର୍ଶ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। କୋଭିଡ୍ ଟିକା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କି ନୁହେଁ, ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ରଖି ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like