-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ଜଗନ୍ନାଥ ମନ୍ଦିରର ୭ମ ସ୍ୱନକ୍ଷତ୍ର ଉତ୍ସବ:ଅଷ୍ଟପ୍ରହରୀ ନାମଯଜ୍ଞ

02-Apr-2024



 

ସମ୍ବଲପୁର :-( ସଂଜୀବପାଣିଗ୍ରାହୀ) : ଯୁଯୋମୁରା ବ୍ଲକ୍ ଡଙ୍ଗରପଡା ଠାରେ ଥିବା ଜଗନ୍ନାଥ ମନ୍ଦିରର ୭ମ ସ୍ୱନକ୍ଷତ୍ର ଉତ୍ସବ ଆଜି ପାଳିତ ହୋଇ ଅଷ୍ଟପ୍ରହରୀ ମହାମନ୍ତ୍ର  ଏବଂ ଜଗନ୍ନାଥ ମନ୍ଦିରରେ ସତ୍ୟନାରାୟଣ ପୂଜା ଅନୁଷ୍ଠିତ ହୋଇଛି।ଏହି ଅବସରରେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇ ଆସନ୍ତାକାଲି ପୂର୍ଣ୍ଣାହୁତି,ନଗର ଭ୍ରମଣ ଓପ୍ରସାଦ ସେବନ କାର୍ଯ୍ୟକ୍ରମ ରହିଛି।ଏଥିପାଇଁ ଗତକାଲି ଅଧିବାସ ଓ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା।ସତ୍ୟନାରାୟଣ ପୂଜାରେ ସଞ୍ଜିବ କୁମାର ପଣ୍ଡା ଓ ସଙ୍ଗୀତା ପଣ୍ଡା କର୍ତ୍ତା ଦାୟିତ୍ୱ ବହନ କରିଥିବା ବେଳେ ନାମଯଜ୍ଞରେ ଅଶ୍ୱିନୀ ପ୍ରଧାନ ଓ ମିନୁ ପ୍ରଧାନ କର୍ତ୍ତା ଦାୟିତ୍ୱ ସଂପାଦନ କରୁଛନ୍ତି। ଉଭୟ ପୂଜାରେ ପଣ୍ଡିତ ଶାସ୍ୱତ କୁମାର ପଣ୍ଡା(ରାଜା)ପୌରହିତ୍ୟ କରିଥିଲେ।ଡଙ୍ଗରପଡାର ବ୍ରାହ୍ମଣପଡା ଓ କନ୍ଧପଡାରେ ଚାଲିଥିବା ଏହି ୩ ଦିନ ଧରି ଚାଲିଥିବା କାର୍ଯ୍ୟକ୍ରମକୁ କମିଟିର କାର୍ଯ୍ୟକାରୀ ସଭାପତି ତଥା ଡଙ୍ଗରପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡାଙ୍କ ତତ୍ତ୍ୱାବଧାନରେ ସଂପାଦକ ବିଶ୍ୱଜିତ ମାଝୀ,ଦିଲ୍ଲିପ କୁମାର ପଣ୍ଡା,ଉମେଶ ବଡପଣ୍ଡା,ରାଜେଶ ପଣ୍ଡା,ଶ୍ରୀମତ୍ ପ୍ରଧାନ,ବଂଶିଧର ବେହେରା,ହରିହର ଭୋଇ,ପୀତବାସ ମାଝୀ ଓ ଶଶୀ ଭୂଷଣ ବେହେରା ପରିଚାଳନା କରୁଛନ୍ତି।ପ୍ରଥମ ଦିବସରେ ଡା.ରାଜାରାମ ଷଡଙ୍ଗୀ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇ ନାମ ସଂକୀର୍ତ୍ତନରେ ଅଂଶ ଗ୍ରହଣ କରିଥିଲେ।
    ଏଠାରେ ସୂଚନା ଯୋଗ୍ୟଯେ,ପ୍ରତିବର୍ଷ ପରି ଚଳି ଆସୁଥିବା ପାରମ୍ପାରିକ ପଖାଳ ଉତ୍ସବ ଆସନ୍ତା ୩ ତାରିଖ ଦିନ ଅପରାହ୍ନରେ ପାଳନ କରାଯିବ।ଏହି ପଖାଳ ଉତ୍ସବରେ ସମସ୍ତ ଗ୍ରାମବାସୀ ଓ ଭକ୍ତଜନଙ୍କ ପଖାଳ ଭାତରେ ଶାଗ,ଭଜା ଭଳି ବିଭିନ୍ନ ସୁସ୍ୱାଦ ଖାଦ୍ୟରେ ଏକ କାଳିନ ବସି ଆପ୍ୟାୟିତ କରାଯାଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like