-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

କୁଣ୍ଡାବୁଟୁଲା  ଛେଳିଆ ସାହୁ ହାଇସ୍କୁଲ ର ୩୬ ତମ ପ୍ରତିଷ୍ଠା ଦିବସ ସମାରୋହ

02-Apr-2024



ସିନ୍ଧେକେଲା(ଦୀନେଶ ଜୈନ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କୁଣ୍ଡାବୁଟୁଲା  ଛେଳିଆ ସାହୁ ହାଇସ୍କୁଲ ର ୩୬ ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରେ ପ୍ରଥମେ ଉତ୍କଳ ଦିବସ ଅବସରରେ ପୂଜା ମଣ୍ଡପ ଓ ଭଗବାନ ଶ୍ରୀ ଗଣେଶ ଓ ବାଗଦେବୀ ସରସ୍ୱତୀ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା । ଜାତିର ପିତା ମହାତ୍ମା ଗାନ୍ଧୀ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ପ୍ରତିମୂର୍ତ୍ତି କୁ ଅତିଥି ମାନଙ୍କ ଦ୍ୱାରା ଶୁଭ ଉଦଘାଟନ କରିଥିଲେ । ଛେଳିଆ ସାହୁ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ସୁଧୀର କୁମାର ସାହୁ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଳକ ଶିକ୍ଷାଧିକାରୀ ବୈକୁଣ୍ଠ ନାଥ ଶବର ,ମୁଖ୍ୟବକ୍ତା ଭାବେ ଖଇରା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର ତ୍ୟାଗୀ, ସମ୍ମାନୀୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା,ଅବସରପ୍ରାପ୍ତ ଶିକ୍ଷକ ଗୟାପ୍ରସାଦ ସାହୁ,ସ୍କୁଲ ର ଆଜୀବନ ସଦସ୍ୟ ହଂସରାଜ ସାହୁ,ସତ୍ୟବାନ ସାହୁ, ସ୍କୁଲ ର ସମ୍ପାଦିକା ବାସନ୍ତୀ ସାହୁ,ଧନିରାମ ବିଶ୍ୱାଳ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସ୍କୁଲ ର ଉନ୍ନତି କରିବା  ପାଇଁ ସମସ୍ତେ  ଆଗେଇ ଆସିବା ପାଇଁ ଅତିଥି ମାନେ ମତବ୍ୟକ୍ତ କରିଥିଲେ ଏଥିରେ ସହକାରୀ ଶିକ୍ଷକ ବୃନ୍ଦାବନ ସାହୁ, ନିର୍ମଳା ସିଂ, ପ୍ରତାପ କୁମାର ସାହୁ, ସୁରେଶନ ବେହେରା, ଭୀଷ୍ମରାଜ ସାହୁ, ପିଅନ ସୁବଳ ପୁଞ୍ଜି, ସୁଦର୍ଶନ ବେହେରା, ଦେବରାଜ ସାହୁ,ନନ୍ଦି କିଶୋର ବିଶ୍ୱାଳ, ଭଗବାନ ଭୋଇ ପ୍ରମୁଖ ଙ୍କ ସହ ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ମାନେ ପୂର୍ଣ୍ଣ ମାତ୍ରା ରେ ସହଯୋଗ କରିଥିଲେ । ବିଭିନ୍ନ କାର୍ଯ୍ୟକ୍ରମ ରେ କୃତୀ ପ୍ରତିଯୋଗୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପରିବେଷଣ ହୋଇଥିଲା । ଲୋକ ମାନେ ଅନେକ ସମୟ ଧରି କାର୍ଯ୍ୟକ୍ରମ ରେ ସାମିଲ ହୋଇ ଉପଭୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like