-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ବରିଷ୍ଟ ରାଜସ୍ବ ସହାୟକଙ୍କ ସେବାରୁ ନିବୃତ ସମ୍ୱର୍ଦ୍ଧନା ପ୍ରଦାନ

02-Apr-2024



 ତରଭା(କପିଳାସ ସେଠ): ତରଭା ତହସିଲ କାର୍ଯ୍ୟାଳୟ ରେ ବିଭାଗୀୟ  ଅଧିକାରୀ ବୀରେନ୍ଦ୍ର କୁମାର ରଥ ଙ୍କ ଅଧ୍ୟକ୍ଷତାରେ ଅବସର କାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି I ତରଭା ତହସିଲ ର ବରିଷ୍ଠ ରାଜସ୍ବ ସହାୟକ  ବିଜୟ କୁମାର ସାହୁ ସେବାରୁ ନିବୃତ ସମ୍ବର୍ଦ୍ଧନା ସଭାରେ ତହସିଲଦାର  ତୁଳା ମୁଦୁଲି ମୁଖ୍ୟ ଅତିଥିଭାବେ ଯୋଗଦାନକରି ଥିବା ବେଳେ ସାମ୍ମନ୍ୱିତ ଅତିଥିଭାବେ  ଅତିରିକ୍ତ ତହସିଲଦାର ଦୀପ୍ତି ମୟୀ ଭୁଏ, ଯୋଗ ଦେଇ ଶ୍ରୀସାହୁ ଙ୍କ ଚାକିରୀ ଜୀବନ ର ଅଭୁଲା କାର୍ଯ୍ୟ ନେଇ ମତ ରଖି ଥିଲେ  l ରାଜସ୍ୱ ସହାୟକ  ଶିବାନନ୍ଦ ବାଘ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଏହି ଅବସରରେ ରାଜସ୍ବ  ସହାୟକ ପ୍ରେମା ନନ୍ଦ କୁଆଁର,ରାଜସ୍ୱ ନିରୀକ୍ଷକଚାନ୍ଦନୀ ତାଣ୍ଡି, ଯାଜ୍ଞସେନୀ ଛତ୍ରିଆ, ଦୀପ୍ତି ଶିଖା ବେହେରା,ସୁଶାନ୍ତ ସାହୁ, ରଂଜିତା ମେହେର ପ୍ରମୁଖ ଶ୍ରୀ ସାହୁ ଜଣେ କର୍ତ୍ତବ୍ୟ ନିଷ୍ଠ,ବ୍ୟକ୍ତି ଥିଲେ ବୋଲି ମତ ଦେଇ ଥିଲେ  I ତରଭା ତହସିଲ ପରିବାର ପକ୍ଷରୁ ଶ୍ରୀ ସାହୁ ଙ୍କ ଦୀର୍ଘା ୟୁ ତଥା ସୁସ୍ଥ ଜୀବନ ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଥିଲେ l ଶ୍ରୀ ସାହୁ ଜିଲ୍ଲା ର ବିଭିନ୍ନ ବିଭାଗ ର କାlର୍ଯ୍ୟା ଳୟ ମାନଙ୍କରେ ନିଷ୍ଠା ସହିତ କାର୍ଯ୍ୟ କରି ଲୋକଙ୍କ ପ୍ରିୟ ଭାଜନ ହୋଇଥିଲେ l ପ୍ରଥମେ ସୋନପୁର ତହସିଲ ରେ ଚାକିରୀ ଆରମ୍ଭ କରି ବୀରମହାରାଜପୁର, ଉଲୁଣ୍ଡା ଶେଷରେ ତରଭା ତହସିଲ ରେ ସେବା ଯୋଗାଇ ଚାକିରୀ ନିବୃତ  ହୋଇଥିଲେ I ସେବାରୁ  ନିବୃତ ସମ୍ୱର୍ଦ୍ଧନା ପତ୍ର ପ୍ରଦାନ ବେଳେ ଏକ ଭା ବବୀହ୍ୱଳ ପରିବେଶ ସୃଷ୍ଟି ହୋଇଥିଲା l ଅବସରପ୍ରାପ୍ତ ବରିଷ୍ଟରାଜସ୍ବ ସହାୟକବିଜୟ କୁମାର ସାହୁଙ୍କୁ    ଅତିଥି ମାନେ ପୁଷ୍ପଗୁଚ୍ଛ, ଉପଢୌକନ ଓ ସେଵା ରୁ ନିବୃତ  ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l ଶେଷରେ ଶିବାନନ୍ଦ ବାଘ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like