-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ମହୋତ୍ସବ ମହାମଂଚରେ କବିତା ଆସର

03-Apr-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ ): ନିମାଇଁ ସାହିତ୍ୟ ସଂସଦର ଏକ ବର୍ଣ୍ଣାଢ୍ୟ ସାରସ୍ୱତ ସଭା ସହ କବିତା ଆସର ଅନୁଷ୍ଠିତ ହୋଇଯାଇଛି ପ୍ରସିଦ୍ଧ ପଂଚୁଦୋଳ ମେଳନ ମହୋତ୍ସବ  ମହାମଂଚରେ ଶିକ୍ଷାବିତ୍‌ ତଥା ଗବେଷକ ପ୍ରସନ୍ନ କୁମାର ମହାରଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଧ୍ୟତ୍ମିକ ସାହିତ୍ୟ ମହୋତ୍ସବରେ ଡ. ଚନ୍ଦ୍ର ଶେଖର ଦାଶ ମୁଖ୍ୟଅତିଥି ରୂପେ ଆସନ ଅଳଙ୍କୃତ କରିଥିବା ବେଳେ ମୁଖ୍ୟବକ୍ତା ଭାବେ  ଡ଼. ବିଦ୍ୟୁତ ପ୍ରଭା ମିଶ୍ର ଓ ସମ୍ମାନିତ ଅତିଥି ଭାବେ 

ମଞ୍ଚାସୀନ ଥିଲେ । ବରିଷ୍ଠ ସାମ୍ବାଦିକ ଲୋହିତ କୁମାର ମହାପାତ୍ର ଯୋଗ ଦେଇ ହରିରାଜପୁର ମେଳନ ଉତ୍ସବର ମହାତ୍ମା ବିଷୟରେ ଅତିଥିମାନେ ଉଦ୍‌ବୋଧନ ଦେଇଥିଲେ। ଓଡିଶା ବିଭିନ୍ନ ଅଂଚଳର ପ୍ରାୟ ୮୦ରୁ ଉର୍ଦ୍ଧ୍ୱ କବି କବୟିତ୍ରୀ ଯୋଗ ଦେଇ ସ୍ବରଚିତ ଆଧ୍ୟତ୍ମିକ କବିତା ପାଠ କରିଥିଲେ ! ସାରସ୍ୱତ ସାଧିକା ଚମକ ଚାନ୍ଦିନୀ ଦାଶ ଓ ସନ୍ଧ୍ୟା ପୃଷ୍ଟି କବିତା ସଂଯୋଜନା କରିଥିଲେ । ମହୋତ୍ସବ ମଂଚ ତରଫରୁ ଉପସ୍ଥିତ ଥିବା ସମସ୍ତ କବି କବୟିତ୍ରୀ ମାନଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ 

 ୭ ଜଣ କବୟିତ୍ରୀଙ୍କୁ ନିମାଇଁ ସାହିତ୍ୟ ସଂସଦ  ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ମେଳଣ ପରିଚାଳନା ପରିଷଦର କର୍ମକର୍ତ୍ତା ପପୁ ମହାରଥୀ,ଦୀପିକ ମହାରଥୀ ଓ ସାହିତ୍ୟ ସଂସଦର ବିଶ୍ବ ରଂଜନ ମହାନ୍ତି,ବାଉରୀ ବନ୍ଧୁ ପ୍ରଧାନ ଓ ଦାଶରଥି ମହାନ୍ତି ସହଯୋଗ କରିଥିବା ବେଳେ ସମ୍ପାଦନା ଓ ମଂଚ ପରିଚାଳନା କରିଥିଲେ ମାନସ ରଞ୍ଜନ ପଟ୍ଟନାୟକ।ଶେଷରେ ସାମ୍ବାଦିକ ଦିଲ୍ଲିପ କୁମାର ଧାଉଡିଆ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like