-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଡିଗ୍ରୀ କଲେଜରେ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

03-Apr-2024



ଘଣ୍ଟାପଡ଼ା/କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ାସ୍ଥିତ ଆଞ୍ଚଳିକ ଗ୍ରାମପଞ୍ଚାୟତ ଡିଗ୍ରୀ କଲେଜରେ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କଲେଜର ଅଧ୍ୟାପକ ସୁନିଲ ଗୁରୁଙ୍କ ତତ୍ତ୍ଵାବଧାନରେ ଏବଂ ପ୍ରଥମ ବର୍ଷର ଛାତ୍ରୀ ନିକିତା ଦାସଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ କଲେଜର ସଭାପତି କାର୍ତ୍ତିକେଶ୍ଵର ବେହେରା ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର କୃତିତ୍ଵ ହିଁ ମହା ବିଦ୍ୟାଳୟର ପ୍ରକୃଷ୍ଟ ବିଦାୟ । ସେହିପରି ମୂଖ୍ୟ ବକ୍ତା ଭାବେ ସ୍ଥାନୀୟ କଲେଜର ପ୍ରତିଷ୍ଠାତା ସଦସ୍ୟ ପ୍ରଭାତ କୁମାର ସାହୁ ଯୋଗଦେଇ ସମୟର ସଠିକ ଚିନ୍ତାଧାରା ହିଁ ଛାତ୍ରଛାତ୍ରୀଙ୍କ ଲକ୍ଷ୍ୟକୁ ହିଁ ଉଚ୍ଚାକାଂକ୍ଷୀ କରିଥାଏ। ସେହିପରି ସମ୍ମାନୀତ ଅତିଥି ଭାବେ ଫିରିଙ୍ଗିଆ ବ୍ଳକ ଉପାଧ୍ୟକ୍ଷ ଅଜିତ ସାହୁ, କଲେଜ ଅଧ୍ୟକ୍ଷ ଗିରିଧର ଦେହୁରୀ, ଅଧ୍ୟାପକ

ରିଚପାଲ ବଗର୍ତ୍ତୀ, ହୃଷିକେଶ ଭୋଇ, ଅଧ୍ୟାପିକା ମଧୁସ୍ମିତା ଭୋଇ, ଗିତାଞ୍ଜଳି ରଣା, ସଙ୍ଗୀତା ଭୋଇ, କବିତା ସାହୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ । ପୂର୍ବରୁ ବିଦାୟୀ ଛାତ୍ରଛାତ୍ରୀ ନିଜ ନିଜର ଅନୁଭୂତି ବଖାଣିଥିଲେ। ପୂର୍ବରୁ ପ୍ରଥମ ଓ ଦ୍ୱିତୀୟ ଛାତ୍ରଛାତ୍ରୀମାନେ ସଜାତନ ସଂସ୍କୃତି ଅନୁସାରେ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ଵାଗତ କରିଥିଲେ ଓ ପରେ ନାନାପ୍ରକାର ଉପହାର ଦେଇ ବିଦାୟ ଦେଇଥିଲେ। ବିଦାୟୀ ଛାତ୍ରଛାତ୍ରୀଙ୍କ ତରଫରୁ ଏକ ସ୍ମତି ଉଦ୍ଦେଶ୍ୟରେ କଲେଜକୁ ୫୦ ହଜାର ଟଙ୍କା କଲେଜ ପରିଚାଳନା କମିଟୀର ସଭାପତିଙ୍କୁ ପ୍ରଦାନ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ଦ୍ଵାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମସ୍ତ କାର୍ଯ୍ୟକ୍ରମରେ କଲେଜର କର୍ମଚାରୀ ଦେବେନ୍ଦ୍ର ରଣା, ଶ୍ରୀକାନ୍ତ ରଣା, କୁଶ ସାହୁ, ନରେନ୍ଦ୍ର ମଲିକ, ସୁଦର୍ଶନ ନାଏକ, କ୍ଷୀର ଧର ରଣା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like