-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର  ପୋଲିସ୍ ପକ୍ଷ ରୁ ୭ କ୍ଵିଣ୍ଟାଲ ୫୦  କେଜି ଗଂଜେଇ ଜବତ

03-Apr-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସକାଳ ୯ ଘଣ୍ଟା ସମୟରେ ସୋନପୁର ପୋଲିସ୍ ର ପେଟ୍ରୋଲିଂ ବେଳେ କୌଣସି ସୁତ୍ର ରୁ ଖବର ପାଈ ବୌଦ୍ଧ ଜିଲ୍ଲା ରୁ ଉତ୍ତର ପ୍ରଦେଶ କୁ ଚାଲାଣ ହେଉଥିବା ସି ଜି ୦୪- ଜେ ସି ୯୦୮୫  ନମ୍ବର ର ଏକ କଣ୍ଟେନର କୁ ଯାଞ୍ଚ କରି ଅତି କୌଶଳ ରେ ଲୋଡ଼ିଂ  ହୋଇ ଥିବା ୭ କ୍ଵିଣ୍ଟାଲ ୫୦ କେଜି ଗଞ୍ଜେଇ  ଜବତ କରିଛି l  ଯାହାର କି ମୂଲ୍ୟ ୭୫ ଲକ୍ଷରୁ ଅଧିକ ହେବ ବୋଲି ସୂଚନା ମିଳିଛି l ଏବଂ ସୋନପୁର ପୋଲିସ୍ ଟିମ ର ଜିଲ୍ଳାରେ ଏହା ଏକ  ରେକର୍ଡ ପରିମାଣ ର ଗଞ୍ଜେଇ ଜବତ ହୋଇଥିବା  ଜିଲ୍ଲା ପୋଲିସ୍ ଅଫିସ୍ ରେ ଅନୁଷ୍ଟିତ ଏକ ସାମ୍ବାଦିକ ସମ୍ମିଳନୀରେ ଏସପି ଶ୍ରୀ ୟସ ପ୍ରତାପ ଶ୍ରିମାଲ ଙ୍କ ଠାରୁ ସୁଚନା ମିଳିଛି l ସୋନପୁର ଥାନା ଭାରପ୍ରାପ୍ତ ଅଧିକାରୀ ଲୋକନାଥ ସାହୁଙ୍କ ନେତୃତ୍ୱ ରେ ଏକ ସ୍ପେଶlଲ୍ ସ୍କ୍ୱlର୍ଡ ଆଜି ଅର୍ଜ୍ଜୁନ ପୁର ଛକ ରୁ ପିଛା କରି ମଲ୍ଲିକମୁଣ୍ଡା ଚାରି ଛକ ଠାରେ ଏଇ  କଣ୍ଟେନର ସହ ଗଞ୍ଜେଇ ଜବତ କରି ଥିବା ସୂଚନା ମିଳିଛି l ଏଵଂ ଅଭିଯୁକ୍ତ  ରାୟପୁର ଅଞ୍ଚଳ ର ଶୈଳେଶ କୁମାର ମିଶ୍ର, (୪୦) ଓ ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ବମେଲl ଗାଁ ର ଉମାଶଙ୍କର ପାଣ୍ଡେ

(୫୪) କୁ  ଗିରଫ କରି ୨ ଗୋଟି ମୋବାଇଲ ମଧ୍ୟ ଜବତ ହୋଇଥିବା  ଏସପି ସୁଚନା ଦେଇଛନ୍ତି l  ସୋନପୁର ପି ଏସ କେଶ ନମ୍ୱର୍ ୧୨୯  ତାରିଖ ୦୩-୦୪- ୨୪  (ଦଫା-୨୦ ) ବି ଆଇ ଆଇ ସି ୨୫/୨୯ ଧାରା ରେ ଗିରଫ କରିଛି l  ଆଜି ଏ ଘଟଣା ନେଇ ସୋନପୁର ପୋଲିସ ଷ୍ଟେସନ ରେ ସୁବର୍ଣ୍ଣପୁର ଏସପି ଶ୍ରୀ ୟସ୍ ପ୍ରତାପ ଶ୍ରୀମାଲ ଙ୍କ ନେତୃତ୍ୱ ରେ ଏସଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଆଇ ଆଇ ସି ଲୋକ ନାଥ ସାହୁ ଙ୍କ ଉପସ୍ଥିତି ରେ  ଏକ ସାମ୍ୱାଦିକ ସମ୍ମିଳନୀ ଅୟୋଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like