-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||     

HOME   ଜିଲ୍ଲା

ଋତୁ କାଳୀନ ଆବାସିକ କେନ୍ଦ୍ର ରେ ଅସୁରକ୍ଷିତ ଅନ୍ତୋବାସି

03-Apr-2024



(ଡୋଲେଶ୍ଵର ଭାଗ )
ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଧରଣୀମାଲ ଗ୍ରାମ ର୍ ଜଣେ ଗରିବ ନିରୀହ ଖଟିଖିଆ ନିଜ ପରିବାର ପ୍ରତିପୋଷଣ ପାଇଁ ଗାଁ ସହର ପରିବାର ବର୍ଗଙ୍କୁ ଦୁର କରି କିଛି ଅର୍ଥ ପାଇଁ ଅନ୍ୟ ରାଜ୍ୟକୁ ଦାଦନ ଶ୍ରମିକ ହୋଇ ବିଦେଶର ଇଟା ଭାଟିକୁ କାମ କରିବା ପାଇଁ ଯାଆନ୍ତି। ଯେଉଁ ମାନେ ଆର୍ଥିକ ଅନାଟନ ଯୋଗୁଁ ପ୍ରାୟ ବିଦେଶ ଗସ୍ତ କରିଥାନ୍ତି। ସେ ମାନଙ୍କ କହିବା ଅନୁଯାୟୀ ପ୍ରାୟ ତ ୧୮ ବର୍ଷରୁ କମ୍ ବୟସର ଛାତ୍ର ଛାତ୍ରୀ ମାନଙ୍କୁ ଗ୍ରହଣ କରନ୍ତି ନାହିଁ,କିମ୍ବା ତାଙ୍କୁ କୌଣସି ମୁଲ୍ୟ ଦିଅନ୍ତି ନାହିଁ ଯାହ ଫଳରେ  ଗାଁରେ ରହିଥିବା ଦାଦା ଆଇ କିମ୍ବା ଅନ୍ୟ ସମ୍ପର୍କୀୟଙ୍କ ଘରେ ରଖି ମାଁ ବାପା ଦାଦନ ଖଟିବାକୁ ଯାଇଥାନ୍ତି। ହେଲେ ସେଥିରେ ମଧ୍ୟ ଖାଦ୍ୟ ଅଭାବ ଲାଳନ ପାଳନର ଅଭାବ ଯୋଗୁଁ ରାଜ୍ୟ ସରକାରଙ୍କ ପକ୍ଷରୁ ରହିଥିବା ଯୋଜନା ଶିଯିନାଲ ହଷ୍ଟେଲ ବ୍ୟବସ୍ଥା ରହିଛି ଯାହାର ଉଦ୍ଦେଶ୍ୟ ହେଉଛି ଯେଉଁ ଗରିବ ନିରୀହ ଶ୍ରେଣୀର ଶ୍ରମିକ ମାନେ ଅର୍ଥ ଅଭାବ ରୁ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯିବେ ତାଙ୍କ କମ୍ ବୟସର ପିଲାମାନଙ୍କ ପାଠପଢ଼ା ସହିତ ରହିବା ଖାଇବା ଏବଂ ତାଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରିଛନ୍ତି। ଯାହା ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କିଛି ସ୍କୁଲ ମାନଙ୍କରେ ଏହି ବ୍ୟବସ୍ଥା କରାଯାଇ ଅଛି। ହେଲେ ଏଠାରେ ଦୁଃଖର ବିଷୟ ହେଉଛି ସେହି ଦାୟିତ୍ୱରେ ଯେଉଁ ସିକ୍ଷକ ମାନେ ରହିଛନ୍ତି ସେମାନେ ଆବାସିକ କେନ୍ଦ୍ରରେ ନ ରହିବା ସହିତ ଦାୟିତ୍ଵରେ ଅବହେଳା କରୁଛନ୍ତି। ଓ ତାକୁ ତଦାରଖ କରିବା ପାଇଁ ଯେଉଁ ବିଭାଗୀୟ ଅଧିକାରୀ ଅଛନ୍ତି। ସେ ମାନଙ୍କ ଅବହେଳା ଯୋଗୁଁ ଆଜି ଅନେକ ସମସ୍ୟା ଦେଖିବାକୁ ମିଳୁଛି। ଯାହା ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ବୋଡ଼େନ ଗୋଷ୍ଟି ଶିକ୍ଷା ଅଧିନରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଧରଣୀମାଲରେ ଏହି ବିଦ୍ୟାଳୟରେ ଜିଲ୍ଲା ପ୍ରଶାସନର ଅନୁମତି କ୍ରମ ଛଅ ମାସ ପାଇଁ ଆବାସିକ କେନ୍ଦ୍ର କରାଯାଇଛି। ହେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ବାବେବିର କ୍ଲଷ୍ଟର ସିଆରସିସି ଚଣ୍ଡିରାମ ବାଗଙ୍କ ତାଙ୍କ ସ୍କୁଲରେ ହିଁ ଶିବା ସତନାମି ଶ୍ରେଣୀ (ସପ୍ତମ )ପିତା ରାକେଶ ସତନାମି ଙ୍କୁ ଏକ ବିଷାକ୍ତ ସାତ କାମୁଡିବା ଯୋଗୁଁ ଛାତ୍ରର ସ୍ୱାସ୍ଥ୍ୟ ଗୁରୁତର ହୋଇଥିଲା ପରେ ସଙ୍ଗେ ସଙ୍ଗେ ସ୍ଥାନୀୟ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ସିନାପାଲିରେ ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରର ସ୍ୱାସ୍ଥ୍ୟ ଅବସ୍ଥା ଠିକ ଆସିଥିବା ଜଣା ପଡିଥିଲା। ଉକ୍ତ ଘଟଣା ଘଟିବାର ଆଜିକୁ ପାଖା ପାଖି ୨୦ ଦିନ ବିତି ଯାଇଥିଲେ ମଧ୍ୟ ନିଜ ଦାୟିତ୍ୱରେ ଅବହେଳା କରିଥିବା ଶିକ୍ଷକ ଙ୍କବିରୋଧରେ ଜିଲ୍ଲା ଶିକ୍ଷା ବିଭାଗ କିମ୍ବା ବ୍ଲକ ଶିକ୍ଷା ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରି ନାହାନ୍ତି। ଏଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼ୁଛି ନିଜ ଭୁଲକୁ ଲୁଚାଇବା ପାଇଁ ଶିକ୍ଷକଙ୍କ କେତେ ପ୍ରୟାସ ଓ ନିଜ କର୍ମଚାରୀକୁ ସୁରକ୍ଷା ଦେବା ପାଇଁ ଶିକ୍ଷା ଅଧିକାରୀଙ୍କ କେତେ ପ୍ରାୟାସ,ଏବେ ଦେଖିବାକୁ ବାକି ରହିଲା ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ କି ପଦକ୍ଷେପ ଗ୍ରହଣ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026

You Might Also Like