-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ସ୍ୱାସ୍ଥ୍ୟ ବିଭାଗ ଏକ ବୈଠକ ଅନୁଷ୍ଠିତ ଅଲଟ୍ରା ସାଉଣ୍ଡ କ୍ଲିନିକ ଗୁଡିକୁ ନିୟମିତ ଯାଞ୍ଚ ପାଇଁ ପରାମର୍ଶ :

03-Apr-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲାପାଳଙ୍କ ସମ୍ମିଳ୍ଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗର ପି.ସି.ପି.ଏନ.ଡି.ଟି. ଆଇନ , ଡି.କ୍ଯୁ .ଏ .ସି , ଡି. ଏଲ .ଏମ . ସି ,  ସିକିଲ ସେଲ ଏନେମିଆ ରୋଗ ତଥା ଡି.ଟି .ଏଫ . ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା I ଉକ୍ତ ବୈଠକରେ ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟI ଦାସ ଅଧ୍ୟକ୍ଷତା କରିଥିଲେ I ପି.ସି.ପି.ଏନ.ଡି.ଟି. ଆଇନକୁ କଡାକଡି ପାଳନ କରିବା ପାଇଁ ତଦାରଖ କମିଟି ମାଧ୍ୟମରେ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ର ଗୁଡିକର ନିୟମିତ ଯାଞ୍ଚ କରିବା ପାଇଁ ପରାମର୍ଶ ଦେଇଛନ୍ତି I ପୁନଶ୍ଚ ଜିଲ୍ଲାରେ ଲିଙ୍ଗ ଅନୁପାତକୁ ବଜାୟ ରଖିବା ପାଇଁ ବିଭିନ୍ନ ବିଭାଗ ର ସମନ୍ୱୟ ରେ ବ୍ୟାପକ ଜନ ସଚେତନତା  ଗ୍ରହଣ କରିବା ପାଇଁ ଆଲୋଚନା ହୋଇଥିଲା I ସମସ୍ତ ବ୍ଲକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଅଲ୍ଟ୍ରାସାଉଣ୍ଡ ର ବ୍ୟବସ୍ଥା ହେବ ସେଥିପାଇଁ ବ୍ଲକ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ଯଥା ଵିଧି ଅତିଶୀଘ୍ର ପଦକ୍ଷେପ ନେବା ପାଇଁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଦାସ l କାୟାକଳ୍ପ ପାଇଁ ଶତ ପ୍ରତିଶତ ତଥା  ଇନକ୍ୱାସ ସାର୍ଟିଫିକେସନ ପାଇଁ ରାଜ୍ୟରୁ ଦେଇଥିବା ଲକ୍ଷ୍ୟ ଧାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରି ଧାର୍ଯ୍ୟ ଲକ୍ଷ୍ୟ କୁ ହାସଲ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ I ସ୍ତ୍ରୀ ବନ୍ଧ୍ୟାକରଣ ପାଇଁ ଡାକ୍ତର ମାନଙ୍କର ମୂଲ୍ୟାୟନ କରି ସଂଖ୍ୟା ବଢାଇବା ପାଇଁ ନିର୍ଦେଶ ଦେଇଥିଲେ I ଜୈବିକ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଆଲୋଚନା କରି ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଗୁଡିକୁ ପ୍ରଦୂଷଣ ବିଭାଗରୁ ପ୍ରମାଣୀକିକରଣ କରାଇବା ପାଇଁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ I ଏହା ସହିତ ଜିଲ୍ଲାରେ ରକ୍ତ ଶିକୁଳି ରୋଗର ସ୍ଥିତି ତଥା ପ୍ରତିକାର ନିମନ୍ତେ ଟୀକାକରଣ ଉପରେ ଆଲୋଚନା ହୋଇଥିଲା I ଅନୁଷ୍ଠିତ ବୈଠକରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ , ଉପଜିଲ୍ଲାପାଳ ସୋନପୁର,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) , ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ , ଅଧିକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ , ଜିଲ୍ଲା ମଙ୍ଗଳ ଅଧିକାରୀ , ଡ଼ିସିପିଓ , ସାମ୍ବାଦିକ ସ୍ୱାଧୀନ ମେହେର, ଡି.ଆଇ.ପି.ଆର.ଓ, ନିର୍ବାହୀ ଅଧିକାରୀ ପୌର ପରିଷଦ ତଥା ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like