-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ଅଦିତି କଲେଜ ର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ

04-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଦ୍ୱିତୀୟ *ସାମ୍ବତ୍ସରିକ ଉତ୍ସବ ଆତ୍ମ ବିସ୍ତାର* ମହସମା ରୋହ ରେ ପାଳିତ ହୋଇଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ବରିଷ୍ଠ ଇଂରାଜୀ ପ୍ରାଧ୍ୟାପକ ଭବାନୀ ଶଙ୍କର ରାଉତ ଯୋଗ ଦେଇ ପାଠ ପଢା ସହିତ ଛାତ୍ର ଛାତ୍ରୀ ମାନଙ୍କ ଅନ୍ତର୍ନିହିତ କଳା ର ବିକାଶ ଲାଗି ଉଦ୍ୟମ ଆବଶ୍ୟକ ବୋଲି ମତ ରଖିଥିଲେ l ମୂଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ବରିଷ୍ଠ ଓଡ଼ିଆ ପ୍ରାଧ୍ୟାପକ ବାସୁଦେବ ପାତ୍ର ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ ନିଜ ଅଞ୍ଚଳ ର ସଂସ୍କୃତି ସହିତ ଜଡ଼ିତ ହେବା ଉଚିତ ବୋଲି ମତ ରଖିଥିଲେ l ଅଦିତି କଲେଜ ର  ଚେୟlରମେନ ଡଃ ଜ୍ୟୋତି ରଞ୍ଜନ ବହିଦାର ସଭାରେ ସଭାପତିତ୍ବ କରି ଅନ ଲାଇନ ନୁହେଁ ନିଜ ର ପିଲା ଛୁଆ ର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ପାଇଁ ମାଆ ମାନଙ୍କୁ ଅପ୍ ଲାଇନ୍ ହେବାକୁ ପଡିବ ବୋଲି ମତ ଦେଇଥିଲେ l ଅଧ୍ୟାପିକା ଲଭଲୀ ଶ୍ରୀ ମିଶ୍ର ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାlପକ ନିଶାନ୍ତ ମହାନ୍ତି ବାର୍ଷିକ ବୀବରଣୀ ପଠନ କରିଥିଲେ 

କଲେଜ ଅଧ୍ୟକ୍ଷା ଶ୍ରୀମତି ଲିଖିତା ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ଵେଳେ ଅର୍ଥନୀତି ବିଭାଗ ଅଧ୍ୟାପିକା ଚିନ୍ମୟl ନନ୍ଦ ପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l କ୍ରିଡ଼ା, ସାଂସ୍କୃତିକ ତଥା ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରଯାଇଥିଲା l ଶୁଭଶ୍ରୀ ପୃଷେଠ , ସ୍ଵଂୟ ସୌମ୍ୟା ବଡ଼ ପଣ୍ଡା, ଗୁଣୀତା ସାହୁ ପ୍ରମୁଖ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା l ଆର୍ଟ ଏଣ୍ଡ ପେଣ୍ଟିଂ ରେ ରାଜ୍ୟ ସ୍ତରୀୟ କୃତୀ ପ୍ରତିଯୋଗୀତା ର ଶ୍ରେଷ୍ଠ ଛାତ୍ରୀ ପ୍ରଂଶସା ପ୍ରିୟ ଦର୍ଶିନି ଜେନା, ଯୁକ୍ତ ଦୁଇ ଟପ୍ପର ଛାତ୍ର ତିଲସ୍ମି ବାରିକ୍, ବେଷ୍ଟ ଷ୍ଟୁଡେଣ୍ଟ୍ ଭାବେ କରିନା ମହାକୁଡ଼, ଚଳିତ ବର୍ଷ ର ଶ୍ରେଷ୍ଠ କ୍ରୀଡାବିତ ଶକ୍ତି ମେହେର, ଓ ସ୍ୱାଗତିକା ଜାଲ ଙ୍କୁ ସମ୍ବର୍ଧିତ କରାଯାଇଥିଲା l ସହର ର ତଥା ପାଖ ଆଖ ଅଞ୍ଚଳ ର ବିଭିନ୍ନ କଲେଜ ର ଅଧ୍ୟାପକ, ବୁଦ୍ଧିଜିବୀ, ସଚେତନ ନାଗରିକ, ଗଣ ମାଧ୍ୟମ ପ୍ରତିନିଧି ଯୋଗ ଦେଇ ଉତ୍ସବ କୁ ଉପଭୋଗ କରି ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like