-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ରାଜ୍ୟ

ଗ୍ରୀଷ୍ମପ୍ରବାହ ସହିତ ନିର୍ବାଚନୀ ତାତି, ସିଝୁଛି ଅସହାୟ କିନ୍ତୁ ଦିନରାତି; ଏମିତି ଜଣେ ଅସହାୟକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ

04-Apr-2024



ବଲାଙ୍ଗିର: ବଲାଙ୍ଗିର ସହରରେ ବର୍ତ୍ତମାନ ଖରାର ତାତି ସାଙ୍ଗକୁ ନିର୍ବାଚନୀ ତାତି ମୁଣ୍ଡ ଉପରେ। ଅସହାୟ କିନ୍ତୁ ସିଝୁଛି ନିଜ ଜୀବନ ସଂଗ୍ରାମରେ। ତା' ପାଇଁ ଦିନରାତି, ଖରା ବର୍ଷା ସବୁ ସମାନ। ଅଳିଏ ଖାଇବା, ଖଣ୍ଡିଏ ଶରୀର ଢାଙ୍କିବା କି ଛାୟାଟିଏ ମୁଣ୍ଡ ଗୁଞ୍ଜିବା ପାଇଁ ମଧ୍ୟ ତା' ଭାଗ୍ୟରେ ନାହିଁ।
ବଲାଙ୍ଗିର ରେଲୱେ ଷ୍ଟେସନ-ସାଲେପାଲି ରାସ୍ତାରେ ଥିବା ଏକ

ପରିତ୍ୟକ୍ତ ଘରେ ପଡି ରହିଥିଲା ଜଣେ ଅସହାୟ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ସେହି ଘରେ ପହଞ୍ଚିଥିଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ। ସେଠାରେ ଏକ ବନ୍ଦ କୋଠରୀରେ ନିର୍ବସ୍ତ୍ର ପଡି ରହିଥିଲା ସେହି ଅସହାୟ ଜଣକ। ତାକୁ ପ୍ରଥମେ ଖଣ୍ଡିଏ ବସ୍ତ୍ର ପରିଧାନ କରି କିଛି ଖାଇବାକୁ ଦେଲାପରେ ପଚରାଉଚରା କରିବାରୁ ସେଠାରେ ସେ ୫/୭ ଦିନ ହେଲା ଅଖିଆ ଅପିଆ ଅସହାୟ ଅବସ୍ଥାରେ ପଡି ରହିଥିବା କହିଥିଲା। ତାର କେହି ନାହାନ୍ତି ଏବଂ ସେ ଏକୁଟିଆ ନିରୁପାୟ ହୋଇ ଏଠାକୁ ଆସି ଆଶ୍ରୟ ନେଇଥିବା ଜଣାଇଥିଲା। ପ୍ରଥମେ ସେହି ଅସହାୟକୁ ସେଠାରୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନେଇଥିଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ। ସେଠାରେ ପ୍ରାଥମିକ ଚିକିତ୍ସା କରାଇବା ସହ ଡାକ୍ତରଙ୍କ ଦ୍ଵାରା ତାର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଆବଶ୍ୟକୀୟ ସାଲାଇନ, ଔଷଧ, ଇଂଜେକସନ ଦିଆଯାଇଥିଲା। ପରେ ତାକୁ ହସ୍ପିଟାଲରେ ଆଡମିଟ କରିଦେବା ପାଇଁ ଡାକ୍ତର ପରାମର୍ଶ କରିବାରୁ ପୁରୁଷ ଭେଷଜ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେହି ଅସହାୟ ବ୍ୟକ୍ତି ଜଣକ ହସ୍ପିଟାଲରେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛି। ବଲାଙ୍ଗିର

ସ୍ବେଚ୍ଛାସେବୀ ସଂଗଠନ ହସ୍ପିଟାଲରେ ସେହି ଅସହାୟ ବ୍ୟକ୍ତିର ଚିକିତ୍ସା ସୁବ୍ୟବସ୍ଥା ତଦାରଖ କରିବା ସହିତ ଆଶୁ ଆରୋଗ୍ୟ କାମନା କରି ସୁସ୍ଥ ହେବା ପରେ ତାର ଆଶ୍ରୟ ଦାୟିତ୍ୱ ମଧ୍ୟ ନିଜ ହାତକୁ ନେଇଛି।ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସୁମିତ ମିଶ୍ର ଏବଂ ନିଜେ ଅସୁସ୍ଥ ଥିବା ଗୋବିନ୍ଦ ଚନ୍ଦ୍ର ଶତପଥୀ ନିଜ ଶରୀର କଥା ଚିନ୍ତା ନ କରି ତ୍ରିପଣ୍ଡ ଖରାରେ ଏହି ଅସହାୟ ବ୍ୟକ୍ତିକୁ ଉଦ୍ଧାର କରିବା ସହିତ ହସ୍ପିଟାଲରେ ଭର୍ତ୍ତି କରି ସୁଚିକିତ୍ସା ବ୍ୟବସ୍ଥା କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like