-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||     

HOME   ରାଜନୀତି

ମତଦାତାଙ୍କ ପ୍ରତି ସ୍ଵତନ୍ତ୍ର ଯତ୍ନବାନ ହେଲେ ମତଦାନ ପରିମାଣ ବୃଦ୍ଧି ହେବ 

04-Apr-2024



ବଲାଙ୍ଗିର(ପ୍ରେରଣା ଖବର ): ଚଳିତ ସାଧାରଣ ନିର୍ବାଚନରେ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ମତଦାତା ମାନେ ସେମାନଙ୍କ ର ମତାଧିକାର ସାବ୍ୟସ୍ତ କରି ପାରିବେ ସେନେଇ ବଲାଙ୍ଗିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନତା ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ଶିବିରରେ ବରିଷ୍ଠ ନାଗରିକ ସଂଘର କର୍ମକର୍ତ୍ତା, ଦିବ୍ୟାଙ୍ଗ ସଂଘ ଓ ତୃତୀୟଲିଙ୍ଗୀ ସଂଘ ର କର୍ମ କର୍ତ୍ତା ମାନେ ଯୋଗ ଦେଇ ବ୍ୟବସ୍ଥିତ ଭୋଟରଙ୍କ ଶିକ୍ଷା ଏବଂ ନିର୍ବାଚନରେ ଅଂଶଗ୍ରହଣ କାର୍ଯ୍ୟକ୍ରମ (ସ୍ପିଭିପ)ବିଷୟରେ ଜାଣିଥିଲେ । ବୈଠକରେ ମୁଖ୍ୟତଃ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମତଦାତା ମାନଙ୍କୁ ମତଦାନ କେନ୍ଦ୍ର କୁ ନେବା ଆଣିବା ସାଙ୍ଗକୁ ଏହି ମତଦାତା ମାନଙ୍କୁ ପ୍ରାଥମିକତା ଭିତ୍ତି ରେ ମତଦାନ କରିବା ସୁଯୋଗ ଦିଆଯିବା ଉପରେ ଗୁରୁତ୍ଵ ଦିଆଯାଇଥିଲା । ହୋମ ଭୋଟିଂ , ପୋଷ୍ଟାଲ ବାଲାଟ, ସ୍ଵତନ୍ତ୍ର ଗାଡି ଦ୍ଵାରା ମତଦାନ କେନ୍ଦ୍ର କୁ ଯିବା, ରାମ୍ପ ବ୍ୟବସ୍ତା ସହ ହୁଇଲଚେୟାର ଆଦି ଉପଲବ୍ଧ କରାଯିବାକୁ ନେଇ ସେମାନଙ୍କୁ ଜଣା ଯାଇଥିଲା । ନିୟୋଜିତ ବିଏଲଓ ମାନେ ଘରକୁ ଘର ଯାଇ ଏହି ସମସ୍ତ ଭୋଟର ମାନଙ୍କ ତଥ୍ୟ ସଂଗ୍ରହ କରିବା ସହ ରିଟର୍ନିଗ ଅଧିକାରୀଙ୍କ ନିକଟରେ ଏହାକୁ ଦାଖଲ କରିବେ । ଦୃଷ୍ଟି ବାଧିତ ଭୋଟରମାନେ ନିଜସହ ଜଣକୁ ଭୋଟ ଦେବାକୁ କେନ୍ଦ୍ରକୁ  ନେଇପାରିବେ । ଏହା ସହ ଇଭିଏମରେ ବ୍ରେଲି ସଲଘ୍ନ ସୁବିଧା ଯୋଗୁଁ ସେମାନଙ୍କୁ ଭୋଟ ଦେବାକୁ ସୁବିଧା ହେବ ବୋଲି

ସୂଚନା ଦିଆ ଯାଇଥିଲା । ସମସ୍ତ ମତଦାନ କେନ୍ଦ୍ର ରେ ଓଆରଏସ , ପାଣି, ସେଡ, ଶୌଚାଳୟ ସୁବିଧା ଆଦି ଯୋଗାଇ ଦିଆଯିବ । ଏହା ଫଳରେ କେହି ଯେମିତି କୌଣସି ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ସେ ଦିଗରେ ପ୍ରଶାସନ ଧ୍ୟାନ ଦେବ ବୋଲି ସମବେତ ଭୋଟରଙ୍କୁ ସୂଚନା ଦେଇଥିଲେ ଶ୍ରୀ ମହାପାତ୍ର । ସେହିପରି ସମସ୍ତ ମତଦାନ କେନ୍ଦ୍ରର ପ୍ରିଜାଇଡିଙ୍ଗ ଅଧିକାରୀ ମେଡିକାଲ କିଟ ସହ ପାରାମେଡିକାଲ ଷ୍ଟାଫ ମଧ୍ୟ ଉପସ୍ଥିତ ରହିବେ । ପୋଷ୍ଟାଲ ବାଲାଟ ଭୋଟିଂ, ଆପ ବ୍ୟବହାର ଦ୍ୱାରା ଭୋଟ ପ୍ରକ୍ରିୟା ସରଳୀକରଣ ହେବା ଦ୍ଵାରା ମତଦାନ ଲୋକାଭିମୁଖୀ ହେବ ବୋଲି ସୂଚନା ଦେଇଥିଲେ । ମତଦାତାଙ୍କ ପ୍ରତି ସ୍ଵତନ୍ତ୍ର ଯତ୍ନବାନ ହେଲେ ମତଦାନ ପରିମାଣ ବୃଦ୍ଧି ହେବା ସହ ଏକ ରାଷ୍ଟ୍ର ଗଠନରେ ସମସ୍ତଙ୍କ ଭୂମିକା ରହିବା ବୋଲି ସେ କହିଥିଲେ । ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ଶ୍ରୀ ତରଣୀ ସୁନା, ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସରୋଜ କୁମାର ସାହୁ, ଆସିଷ୍ଟାନ୍ଟ କଲେକ୍ଟର ସୋନିଆଶ୍ରୀ ମଲିକ୍କ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026

You Might Also Like