-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବିଭିନ୍ନ ପଞ୍ଚାୟତ ରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ଯୋଗଦାନ.....

04-Apr-2024



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ର ବିଭିନ୍ନ ପଞ୍ଚାୟତ ରେ ବୁଧବାର ନୂତନ ଭାବେ ନିଯୁକ୍ତି ପାଇଥିବା ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀମାନେ  ଯୋଗ ଦେଇଥିବା ଜଣାପଡିଛି।ଏହି ଅବସରରେ ବ୍ଳକ ର ରିଂଜା ଗ୍ରାମ୍ୟ ପଞ୍ଚାୟତ ରେ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ  ଜୀତୁ ଜାନୀ କାର୍ଯ୍ୟ ରେ ଯୋଗ ଦେଇଥିବା ବେଳେ ସରପଞ୍ଚ ପଞ୍ଚାନନ ବାଗ ,ଏକଉଟାଣ୍ଟ କମ ଡିଇଓ ଶିଵ କୁମାର ଭୋଇ ସ୍ୱାଗତ ଜଣେଇ ପଞ୍ଚାୟତ ରେ ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ପରସ୍ପର ପ୍ରତି ସହଯୋଗ କରିବାକୁ ଆଲୋଚନା କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ପଂଚାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଠିକ ସେହିପରି ନୂତନ  ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ୱ ରଞ୍ଜନ ରଣା ସ. ମାଲପଡା ପଞ୍ଚାୟତ ଓ ଚନ୍ଦ୍ର କାନ୍ତ ଭୋଇ ରେଗଡା ପଞ୍ଚାୟତ ରେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି।ଅନ୍ୟ ପଟେ ଏହି  ବ୍ଲକ ର ପୁରୁଣା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କୁ ଅନ୍ୟ ଅନ୍ୟ  ପଞ୍ଚାୟତ ରେ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି ।ବ୍ଲକ ର ପତ୍ର ସଂଖ୍ୟା ୧୫୫୯,୨/୪/୨୦୨୪ ଅନୁସାରେ ପରମାନନ୍ଦ ମାଝୀ ଙ୍କୁ ବୋରପଦର ,ଦେବରାଜ ରଣା ଙ୍କୁ ପୌରକେଲା ଓ ରିଷିଡା,ବସନ୍ତ ମିଶ୍ର ଙ୍କୁ ଜୋରଡ଼ବରା ,ରମେଶ ମହଲା ଙ୍କୁ ସାପଲହରା,ସୁବାଷ ସାହୁ ଙ୍କୁ ଗଜବାହାଲ ଓ ତେରେସିଙ୍ଗା, ଟିକେରାମ ଛତ୍ରୀଆ ଙ୍କୁ ରାଜପୁର ଓ   କର୍ଲାମୁଣ୍ଡା  ପଞ୍ଚାୟତ ରେ ଯୋଗ ଦେବାକୁ ନିର୍ଦ୍ଦେଶ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like