-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ରାଜନୀତି

ବିଜେଡିଦଳରେ ସାମିଲହେଲେ ଓକିଲସଂଘର ସଭାପତି,ସଂପାଦକ ଓ ସମର୍ଥକ

04-Apr-2024



ବାଲାଙ୍ଗୀର, -ଆଜି ବଲାଙ୍ଗୀର ଜିଲ୍ଲା ବିଜେଡିର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶୈଳଶ୍ରୀ ପ୍ୟାଲେସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲସଂଘର ସଭାପତି ଅମ୍ବରୀଶ ତ୍ରୀପାଠୀ ଓ ସଂପାଦକ ପ୍ରମୋଦ ବହିଦାରଙ୍କ ନେତୃତ୍ୱରେ ପ୍ରାୟ ୩୦ଜଣ ସମର୍ଥକ ବିଜେଡିଦଳରେ ଆନୁଷ୍ଠାନିକ ଭାବରେ ଯୋଗଦେଇଥିଲେ । ବିଜେଡିଦଳର ସୁପ୍ରୀମୋ ନବୀନ ପଟ୍ଟନାୟକ,୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ନୀତିଆଦର୍ଶ ଓ କଳିକେଶନାରାୟଣ ସିଂଦେଓଙ୍କ ବିକାଶବିଚାରାଧାରାରେ ପ୍ରଭାବିତ ହୋଇ ବିଜୁଜନତାଦଳରେ ସାମିଲ ହୋଇଥିବା ଓକିଲସଂଘର ସଭାପତି ଅମ୍ବରୀଶ ତ୍ରୀପାଠୀ ଗଣମାଧ୍ୟମ ଆଗରେ କହିଛନ୍ତି । ଜିଲ୍ଲାର ବିକାଶରେ ବିଜେଡି ସରକାରଙ୍କ ପ୍ରମୁଖ ଭୂମୀକା ରହିଛି । ସେହି ବିକାଶ ଧାରାରେ ନିଜେ ସହଭାଗୀ ହେବେ ବୋଲି ଶ୍ରୀ ତ୍ରୀପାଠୀ କହିଛନ୍ତି ।ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠ ନେତା ଅନଙ୍ଗଉଦୟ ସିଂଦେଓ, ରାଜ୍ୟ ସାଧାରଣସଂପାଦକ କଳିକେଶନାରାୟଣ ସିଂଦେଓ ଓ ଯୁବନେତା ମନ୍ମଥନାରାୟଣ ସିଂଦେଓ ସମସ୍ତଙ୍କ ବିଜେଡି ଉତ୍ତରିୟ ଓ ଫୁଲମାଳ ଦେଇ ସ୍ୱାଗତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବିଜୁମହିଳା ସଭାନେତ୍ରୀ ଦମୟନ୍ତି ବାଘ,ପୌରାଧ୍ୟକ୍ଷା ଲିକା ସାହୁ,ବିଜେଡିଦଳର ଜିଲ୍ଲାକାର୍ଯ୍ୟକାରୀ ସଭାପତି ଅଶୋକ ମହାନ୍ତି,ନଗର ସଭାପତି ଶମ୍ଭୁ ନାଗ,ବରିଷ୍ଠ ଆଇନଜୀବି ପ୍ରବୀଣ ମିଶ୍ର,ଓଁକାର ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ । 

ବିଜେଡିଦଳରେ ଯୋଗଦେଲେ ୨୫ରୁ ଉର୍ଦ୍ଧ୍ୱ ଯୁବକ
ବାଲାଙ୍ଗୀର-ଆଜି ଶୈଳଶ୍ରୀ ପ୍ୟାଲେସରେ ଆୟୋଜିତ ଏକ ମିଶ୍ରଣପର୍ବରେ ବଲାଙ୍ଗୀର ସହର ଓ ଆଖପାଖର ପ୍ରାୟ ୨୫ରୁ ଉର୍ଦ୍ଧ୍ୱ ଯୁବକ ବିଜୁଜନତାଦଳରେ ସାମିଲ ହୋଇଛନ୍ତି । ବିଜେଡି ରାଜ୍ୟସଂପାଦକ ପ୍ରଦ୍ୟୁତ ମିଶ୍ରଙ୍କ ସହ ପରାମର୍ଶ କରି ଏହି ଯୁବକମାନେ ଆସି ବିଜେଡିରେ ଯୋଗଦେଇଛନ୍ତି । ବିଜେଡିର ରାଜ୍ୟସାଧାରଣ ସଂପାଦକ କଳିକେଶନାରାୟଣ ସିଂଦେଓ ସେମାନଙ୍କୁ ସମସ୍ତଙ୍କୁ ବିଜେଡିଉତ୍ତରିୟ ଦେଇ ଦଳରେ ଯୋଗଦାନ କରାଇଥିଲେ । ଏମାନଙ୍କ ମଧ୍ୟରେ ଅର୍ଡାର କାଲିଆ,ସାନ୍ତମୁଣ୍ଡାର ହେମନ୍ତ, ଦେବ, ଜଗମୋହନ, ପଲେସଲାଇନର ସୋନୁ, ଝିକେରମାଲର ଡୋଳେଶ୍ୱର, ସାଗର, ଶୌମ୍ୟ, ଭିଷ୍ମ,ଶିବୁ,ବୀରକିଶୋର ପ୍ରମୁଖଙ୍କ ସହ ଅନ୍ୟାନ୍ୟ ୨୫ଜଣ ଯୁବକ ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like