-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବିଜୁ ଯୁବ ଜନତା ଦଳ ପକ୍ଷରୁ ଏନ୍ଏଚ୍ ୫୩ ର ମରାମତି ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଦାବି

24-Dec-2020



ସମ୍ବଲପୁର(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ବିଜୁ ଯୁବ ଜନତା ଦଳ, ସମ୍ବଲପୁର ପକ୍ଷରୁ ଏନ୍ଏଚଏଆଇ କାର୍ଯ୍ୟାଳୟରେ ଦାବି ପତ୍ର ପ୍ରଦାନ କରାଯାଇ ଏନ୍ ଏଚ କର୍ତ୍ତୃପକ୍ଷ କରୁଥିବା ଅବହେଳା ଏବଂ ଧୀର ମନ୍ଥର କାର୍ଯ୍ୟର ପ୍ରତିବାଦ କରାଯାଇଛି I ବିଭିନ୍ନ ଦାବି ନେଇ ଦିଆ ଯାଇଥିବା ଦାବିପତ୍ରରେ ଏନ୍ ଏଚ଼ ୫୩ ର ମରାମତି, ଆଲୋକିକରଣ , ରାସ୍ତା ପାର୍ଶ୍ବରେ ବୃକ୍ଷ ରୋପଣ,  ଲକ୍ଷ୍ମୀ ଦୁଙ୍ଗୁରୀରେ ଖସୁଥିବା ମାଟି ଅତଡାର ସ୍ଥାୟୀ ପ୍ରତିକାର ସହ ଟୋଲ ଗେଟ୍ ରେ ହେଉଥିବା ଅତ୍ୟଧିକ ଟେକ୍ସ କୁ କମ୍ କରିବା ପାଇଁ ସମ୍ବଲପୁର  ଯୁବ ଜନତା ଦଳ ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ସାଧାରଣ ସମ୍ପାଦକ ଅନୁଜ ଜେନା, ସମ୍ପାଦକ ମଞ୍ଜୁ ଓରାମ, ଜିଲ୍ଲା ଆଇ.ଟି ସଂଯୋଜକ ଚିତ୍ତ ରଞ୍ଜନ ରାଉଳ, ଜିଲ୍ଲା ଛାତ୍ର ସାଧାରଣ ସମ୍ପାଦକ ସୌରଭ ସେନ୍, ଯୁବ ନେତା ମହେଶ୍ବର ଗର୍ଡିଆ, ଉତ୍ତମ ବାଗ ପ୍ରମୁଖ  ଦାବି କରିଛନ୍ତି I ସହକାରୀ ମ୍ୟାନେଜର ନିତିନ୍ ଗୁପ୍ତା ଙ୍କୁ ଦାବି ଜଣାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦିଗରେ ଶୀଘ୍ର ପଦକ୍ଷେପ ନେବା ପାଇଁ ହୋଇଥିବା ଦାବି କୁ ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀ ଗୁପ୍ତା ପ୍ରତିଶ୍ରୁତି ପ୍ରଦାନ କରିଥିବା ବିଜୁ ଯୁବ ଜନତା ଦଳ ଜ଼ିଲ୍ଲା ସଭାପତି ଲଷ୍ମୀ ପ୍ରସାଦ ମହାପାତ୍ର ଜଣାଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like