-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବିଶ୍ୱାସେ ଦଳ ସମାଜ ଆଞ୍ଚଳିକ କେନ୍ଦ୍ର ରେ ନୂତନ କର୍ମକର୍ତ୍ତା ଚୟନ

05-Apr-2024



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ ):ବଲାଙ୍ଗିର ଜିଲ୍ଲାରେ ପ୍ରତି ପାଞ୍ଚ ବର୍ଷ ରେ ଥରେ  ବିଶ୍ବାସେ ଦଳ ସମାଜ ର କର୍ମକର୍ତ୍ତା ଚୟନ କରାଯାଉଥିବାବେଳେ ପ୍ରଥମେ ଗ୍ରାମ ସ୍ତରରେ କମିଟି ଗଠିତ ହୋଇଥାଏ ପରେ ଆଞ୍ଚଳିକ କେନ୍ଦ୍ର ରେ କମିଟି ଗଠନ କରାଯାଏ ତାପରେ ଗାଦି ମାନଙ୍କର କର୍ମକର୍ତ୍ତା ଚୟନ କରାଯାଇଥାଏ ଏବଂ ପରିବେଶରେ ଜିଲ୍ଲା ସ୍ତରୀୟ କମିଟିର କର୍ମକର୍ତ୍ତା ଚୟନ କରାଯାଇଥାଏ। ସୂଚନା ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ସଲଣ୍ଡି ପଞ୍ଚାୟତ ଅଧିନସ୍ଥ ଲଥାକେନ୍ଦ ଠାରେ ଦଳ ସମାଜ ର ଆଞ୍ଚଳିକ କେନ୍ଦ୍ର କର୍ମକର୍ତ୍ତା ଚୟନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଦିନବନ୍ଧୁ ଥନାପତି ଯୋଗଦାନ କରିଥିବା ବେଳେ ଶ୍ରୀ ଗଦାଧର ଭୋଇ ମଞ୍ଚ ପରିଚାଳନା କରିଥିଲେ। ସମ୍ମାନୀତ ଅତିଥି ଭାବେ ଆଦିବାସୀ ସଂଘ ସମ୍ପାଦକ ପ୍ରତିସିଂ ମଲ୍ଳିକ,ପାହାର ଗାଦି ଭାଲୁଖାଇ ସମ୍ପାଦକ ଶ୍ରୀ ରାଜକୁମାର ମାଝୀ, କୋଷାଧ୍ୟକ୍ଷ ହେମନ୍ତ ମଲ୍ଲିକ,ରବିଧର ମଲ୍ଳିକ,ସୁରୁ ଝାଙ୍କର, ହରେକୃଷ୍ଣ ଯାନୀ, ନକୁଳ ମାଝୀ, ପବିିତ୍ର କୁଅଁର ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆଞ୍ଚଳିକ କେନ୍ଦ୍ର ସାତୋଟି ଗ୍ରାମ ଲଥାକେନ୍ଦ,ଉଡିଙ୍ଗ,ଅଏଁଲାପରା,ଭିର୍କାପରା, ଡୁଙ୍ଗୁରିପାଲି,କାନୁଟ,ବାହାବଲ ର ସାମାଜିକ ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ଥିଲେ। ସମସ୍ତ ଙ୍କ ସମର୍ଥନ ରେ ନୂତନ କମିଟି ଗଠନ କରାଯାଇଛି। ଆଞ୍ଚଳିକ କେନ୍ଦ୍ର ସଭାପତି ଭାବେ ଚତୃ ମାଝୀ, ସମ୍ପାଦକ ମନୋଜ କୁଅଁର, ଉପସଭାପତି ବୃଷଭ ଭୋଇ,ସହ ସମ୍ପାଦକ ଭୋଲାନାଥ ମଲ୍ଳିକ, କୋଷାଧ୍ୟକ୍ଷ ଲକ୍ଷ୍ମଣ ମାଝୀ ଙ୍କୁ ରଖାଯାଇଛି।ବିଶ୍ୱାସେ ଦଳ ସମାଜ ରେ ଭଲ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ସମାଜ ପକ୍ଷରୁ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା। ଏବଂ ନୂତନ କାର୍ଯ୍ୟକର୍ତ୍ତା ମାନେ ନୃସିଂହନାଥ ବାବା ଓ ହରିଶଙ୍କର ବାବାଙ୍କ ଆଶିର୍ବାଦ ନେଇ ଶପଥଗ୍ରହଣ କରିଥିଲେ ଓ ଆଗାମୀ ଦିନରେ ସମାଜ ର ଅଗ୍ରଗତି ନିମନ୍ତେ କାର୍ଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like