-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ନେପାଳ କାଠମାଣ୍ଡୁ ରେ ଚମକିଲେ ସୁବର୍ଣ୍ଣପୁର ଜିଲ୍ଲା ର ତିନି ହୀରା

06-Apr-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )
ଝିଅ ଜନମ ଆଉ ଚୁଲି ମୁଣ୍ଡକୁ ନୁହେଁ, ଝିଅ ଜନମ ଅନ୍ତର୍ଜାତୀୟ ସ୍ତରରେ ନିଜ ର ଖ୍ୟାତି ବଢାଇବାକୁ l ଏବେ ବିଭିନ୍ନ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦନ କରି ଝିଅ ମାନେ କନ୍ୟା ରତ୍ନ ସାଜୁଛନ୍ତି ସବୁଠି l ଏଭଳି ସୋନପୁର ମାଟିର ତିନି କନ୍ୟା ରତ୍ନ ହୀରା ମୋତି ମାଣିକ ଭଳି ବିଦେଶ ମାଟିରେ ନିଜ କଳା କୁ ଚମକାଇଛନ୍ତି l  କେବଳ ଯେ ଜିଲ୍ଲା ନୁହେଁ ରାଜ୍ୟ ଏବଂ ଦେଶ ପାଇଁ ସୁନାମ ଆଣିଛନ୍ତି । ନେପାଳର ରାଜଧାନୀ କାଠମାଣ୍ଡୁ ଠାରେ ଅନୁଷ୍ଠିତ ମଡେଲିଂ ପ୍ରତିଯୋଗିତାରେ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରି ସୋନପୁରର ତିନି ଝିଅ ବିଭିନ୍ନ ବିଭାଗରେ କୃତିତ୍ଵ ଅର୍ଜନ କରିଛନ୍ତି ।ଏପ୍ରିଲ ୧ ତାରିଖରେ କାଠମାଣ୍ଡୁର ପାଲାଜୋ ହଟେଲ୍‌ରେ ଉକ୍ତ ପ୍ରତିଯୋଗିତାର ଫାଇନାଲ୍ ରାଉଣ୍ଡ ଅନୁଷ୍ଠିତ ହୋଇଥିଲା । ଏହି ମେଗା ଇଭେଣ୍ଟରେ ୧୦ଟି ଦେଶର ୩୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ବିଭିନ୍ନ ସ୍ତରରେ ଉତ୍ତମ ପ୍ରଦର୍ଶନ କରି ମୋଟ ୯ଟି ବିଭାଗ ମଧ୍ୟରୁ ୩ଟି ବିଭାଗରେ ସୋନପୁରର ଉକ୍ତ ତିନି ଝିଅ ବିଜେତା ହୋଇଛନ୍ତି ।

ସୋନପୁର ପଟାଭାଡି ନିବାସୀ ବିଶ୍ୱବିଜୟିନୀ ମିଶ୍ରଙ୍କୁ ମିସ୍ ଟିନ୍ ଗ୍ଲୋବାଲ୍ ଇଣ୍ଟରନେସନାଲ୍ ତାଜ୍ ମିଳିଛି । ସେହିପରି ମାଣିକେଶ୍ୱରୀ ପ୍ଲଟ୍ ନିବାସୀ ସୁଚିସ୍ମିତା ବେହେରା ମିସ୍ ପ୍ରିଟିନ୍ ଗ୍ଲୋବାଲ୍ ଇଣ୍ଟରନେସନାଲ୍ ୨୦୨୪ ଘୋଷିତ ହୋଇଛନ୍ତି । କନିଷ୍ଠ ବିଭାଗରେ ବଡବଜାରର ହର୍ଷିତା ରଞ୍ଜନଙ୍କୁ ଲିଟିଲ୍ ମିସ୍ ଗ୍ଲୋବାଲ୍ ଇଣ୍ଟରନେସନାଲ୍ ମଡେଲ୍ ମିଳିଛି l ଅନ୍ତର୍ଜାତୀୟ ସ୍ତରର ଖ୍ୟାତନାମା ମଡେଲ୍ ମାନେ ଯୋଗଦେଇ ବିଜେତା ପ୍ରତିଯୋଗୀଙ୍କୁ ତାଜ୍   ଆୱାର୍ଡ ପ୍ରଦାନ କରିଥିଲେ । ସୋନପୁରର ଝିଅ ବିଦେଶ ମାଟିରେ ନିଜର ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଥିବାରୁ ଏହି ପ୍ରତିଯୋଗୀ ମାନଙ୍କୁ  ବିଭିନ୍ନ ମହଲରୁ ଶୁଭେଚ୍ଛାର ସୂଅ ଛୁଟୁଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like