-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ମଦ, ଖଜୁରୀ ତାଡି ଜବତ, ଜଣେ ଗିରଫ

06-Apr-2024



ବୌଦ୍ଧ (ଜୟାନନ୍ଦ ମିଶ୍ର ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ପୃଥକ ପୃଥକ ତିନୋଟି ସ୍ଥାନରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିଦେଶୀ , ଦେଶୀ ମହୁଲି ମଦ ଜବତ ସହ ଖଜୁରୀ ତାଡି ଜବତ କରାଯାଇଥିବା ଜଣାପଡିଛି। ସୂଚନା ଅନୁସାରେ ଆଜି ହରଭଙ୍ଗା ଥାନା ଅନ୍ତର୍ଗତ ଉଆଁଳ ଗ୍ରାମରେ ଅବକାରୀ ବିଭାଗ ପ୍ରଥମେ ଚଢ଼ାଉ କରି ୧୩ଲିଟର୬୫୦ମିଲି ପରିମାଣର ବିଦେଶୀ ମଦ ଜବତ କରିଥିଲା । ଏହି ଘଟଣାରେ ବେଣୁଧର ମହାଲିକ (୫୮)ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଦ୍ୱିତୀୟ ଦଫାରେ ପୁରୁଣା କଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ଗ୍ରାମରେ ଚଢ଼ାଉ କରାଯାଇ ଅନୁସୟା ବେହେରା (୨୭)ଙ୍କ ଠାରୁ ୧୦ଲିଟର ଦେଶୀ ମହୁଲି ମଦ ଜବତ କରାଯାଇଛି। ତାଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଥିବା ଜଣାପଡିଛି। ଶେଷରେ ପୁରୁଣା କଟକ ଥାନା ଅନ୍ତର୍ଗତ କୀଟାଙ୍ଗପଡା ଗ୍ରାମରେ ଚଢ଼ାଉ କରାଯାଇ ଯମ୍ବେଶ୍ୱର ବେହେରା (୫୨)ଙ୍କ ଠାରୁ ୧୫ଲିଟର ଖଜୁରୀ ତାଡି ଜବତ କରାଯାଇଥିବା ଜଣାପଡିଛି। ଏ ନେଇ ହରଭଙ୍ଗା  ଅବକାରୀ ଥାନା ପକ୍ଷରୁ ତିନୋଟି ପୃଥକ ପୃଥକ ମାମଲା ରୁଜୁକରାଯାଇଥିବା ଏ. ଏସ. ଆଈ ପ୍ରିୟଜନ କହଁର ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like