-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||     

HOME   ରାଜନୀତି

ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ୪୫ ତମ ପ୍ରତିଷ୍ଠା ଦିବସ ପାଳିତ

06-Apr-2024



ବୌଦ୍ଧ(ଜୟାନନ୍ଦ ମିଶ୍ର ): ଜିଲ୍ଲା ବିଜେପି ତରଫରୁ ଆୟୋଜିତ  ୪୫ ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ  ଜିଲ୍ଲା ରେ ପାଳିତ କରାଯାଇଥିଲା।  ଜିଲ୍ଲା ର ୧୦ ଗୋଟି ମଣ୍ଡଳ , ୪୧୧ ବୁଥ ସ୍ତରୀୟ ସହିତ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରାମେଶ୍ବର ବିହାର ଠାରେ ଓ କଣ୍ଟାମାଳ ବିଧାନସଭା ସ୍ତରୀୟ  ଦଳର ପ୍ରତିଷ୍ଠା ଦିବସ ପାଳିତ କରାଯାଇଥିଲା।  ଆଜିର ଏହି କାର୍ଯ୍ୟକ୍ରମ ସ୍ଥାପନ ଦିବସ ରେ ଜିଲ୍ଲା ବିଜେପି ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ରାଷ୍ଟ୍ର ସେବା, ଅନ୍ତୋଦୟ ଏବଂ ବିଚାରଧାରା କୁ ସମର୍ପିତ, ସବୁଠୁ ବଡ଼ ରାଜନୈତିକ ଦଳ , ପାର୍ଟି ର ବିଚାରଧାରା ପ୍ରତି ସଙ୍କଳ୍ପିତ  ହୋଇ କାର୍ଯ୍ୟ କରନ୍ତି ବୋଲି ତାଙ୍କ ଅଭଭାଷଣରେ ରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହା ସହିତ ଫିର ଏକବାର ମୋଦୀ ସରକାର, ଅବକିବ।ର ୪୦୦ ପାର , ବିକଶିତ ଭାରତ - ବିକଶିତ ଓଡ଼ିଶା,  ଓଡ଼ିଶା କୁ ଦରକାର ଡବଲ୍ ଇଞ୍ଜିନ ସରକାର ଆହ୍ବାନ ସହ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ଯୁକ୍ତ ନରେନ୍ଦ୍ର ମୋଦୀ ଜି ଙ୍କୁ ତୃତୀୟ ଥର ପ୍ରଧାନ ମନ୍ତ୍ରୀ କରିବାର ସଂକଳ୍ପ  ସାକାର କରିବା ପାଇଁ ସମସ୍ତଙ୍କୁ  ନିବେଦନ କରିଥିଲେ । ଆଜି ବୁଥ ସ୍ତରୀୟ ସମସ୍ତ କାର୍ଯ୍ୟକର୍ତ୍ତା ଙ୍କ ସହିତ ଅନ୍ୟ ମାନେ ନିଜ ଘର ରେ ଦଳୀୟ ବିଜେପି ପତାକା ଲଗାଇବା ସହିତ ଦଳୀୟ କାର୍ଯ୍ୟ କ୍ରମ କୁ ସମ୍ପନ୍ନ କରି ଥିଲେ । ଆଜିର ଏହି କାର୍ଯ୍ୟକ୍ରମ ରେ ଦଳର ନେତୃବୃନ୍ଦ ପ୍ରମୁଖ ସର୍ବଶ୍ରୀ ଶ୍ୟାମ ସୁନ୍ଦର ପୁରୋହିତ ,ତାପସ କୁମାର ପଟ୍ଟନାୟକ , ପ୍ରେମାନନ୍ଦ ମିଶ୍ର , ମନ୍ ରଞ୍ଜନ ଦାସ , ବିଶି କେସନ  ପ୍ରଧାନ ,  ସୁଦାମ  ମେଣ୍ଡିଲି ନବୀନ ହୋତା, ଶମ୍ଭୁ ପ୍ରଧାନ, ରାଜ କୁମାର ମେହେର, ନିରଞ୍ଜନ ଦାନୀ  , ନିହାର ରଞ୍ଜନ ମହାନନ୍ଦିଆ, ପ୍ରମୁଖ ଙ୍କ ସହିତ  ଜନ ସାଧାରଣ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026

You Might Also Like