-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ରାଜ୍ୟ

୫ କେଜି ଗଂଜେଇଓ ବାଇକ ଜବତ

06-Apr-2024



ତରଭା/ ତରଭା ପୋଲିସ ପେଟ୍ରୋଲିଙ୍ଗ କରୁଥିବା ବେଳେ ବାହ୍ୟ ଜିଲ୍ଲା କୁ ଗଂଜେଇ ଚୋର ଚାଲାଣ କରୁଥିବା ବେଳେ  ବନ୍ଧକେଡା-ବ୍ରାହ୍ମଣୀ ଛକ ରେ ଦୁଇ ଜଣ ବୃଦ୍ଧାଙ୍କ ଠାରୁ ତରଭା ପୋଲିସ ୫କେଜି ଗଂଜେଇ ଜବତ କରି କୋର୍ଟ ଚାଲାଣ କରାଯାଇଥିବା ତରଭା ଥାନା ଆଇ ଆଇ ସି ସୂଚନା ଦେଇଛନ୍ତି I ସୂଚନା ମୁତାବକ ଶୁକ୍ରବାର ଦିନ ବେଳା ତରଭା ପୋଲିସ ଟିମ ବନ୍ଧ କେଡ଼ା-ବ୍ରାହ୍ମଣୀ ଛକ ରେ ପେଟ୍ରୋଲିଙ୍ଗ କରୁଥିବା ବେଳେ କଣ୍ଟାମାଲ ଅଞ୍ଚଳ ରୁ ଆସୁଥିବା ହିରୋ ସ୍ପେଲେଣ୍ଡର ଓ ଡି୨୭ ସି ୨୧୧୫ ବାଇକ କୁ ଅଟକାଇ ତଦନ୍ତ କରିବାରୁ ତାଙ୍କ ପାଖରୁ ଗଂଜେଇ ଜବତ କରିଥିଲେ  I ଅଧିକ ତଦନ୍ତ କରିବା ସହ 5କେଜି ଏକ ଶହ ଗ୍ରାମ ଗଂଜେଇ ଜବତ କରି ତରଭା ଥାନା କେଶ ନମ୍ବର ୧୩୨/୫.୪.୨୦୨୪ରେ ଏକ ମାମଲା ରୁଜୁ କରିଗୁଣ୍ଡୁଳିଅ ଗ୍ରାମର  ପୂର୍ଣ୍ଣ ଚନ୍ଦ୍ର ସିଂ(୬୦)ଓ ମନୁ ମୁଣ୍ଡା ଅଞ୍ଚଳ ର ଡାଙ୍ଗ ମୁଣ୍ଡା ଗ୍ରାମର ଶ୍ରଦ୍ଧାକର ଖେତୀ (୮୦)ଙ୍କୁ ଗିରଫ କରି ଆଜି ବିଚାର ପାଇଁ କୋର୍ଟ ଚାଲାଣ କରାଯାଇଛି  I ଗଂଜେଇ  ସହ ବାଇକ କୁ ମଧ୍ୟ୍ୟ ପୋଲିସ ଜବତ କରିଛି  I ଏହି ପେଟ୍ରୋଲିଙ୍ଗ ସମୟରେ ଏସ ଆଇ ଲମୋଦର ଡାଙ୍ଗ, ହାବିଲଦାର କରୁଣା କର ମାଝି ଓ ନାରାୟଣ ଭୋଇ ସାମିଲ ଥିଲେ  ବୋଲି ଆଇ ଆଇ ସି. ଅନିତା କିଡୋ ସୂଚନା ଦେଇଛନ୍ତି  I ଯଦି ଏହି ପରି ପରିଣତ ବୟସରେ ନିଶା ବେପାର କରୁଥିବାର ନେଇ ଅଞ୍ଚଳ ରେ ଏକ ଚର୍ଚ୍ଚା ର ବିଷୟ ହୋଇ ପଡିଛି  I 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like