-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବିଜେଡି ର ବଲାଙ୍ଗିର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା. ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପଦଯାତ୍ରା

06-Apr-2024



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଠାରେ ବିଜୁ ଜନତା ଦଳ ର ବଲାଙ୍ଗିର ଲୋକ ସଭା ପ୍ରାର୍ଥୀ ଶ୍ରୀ ସୁରେନ୍ଦ୍ର ସିଂ ଭୋଇ ଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରଯାଇଛି l ସୋନପୁର ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଙ୍କ ନେତୃତ୍ୱ ରେ ଆଜି ସଂଧ୍ୟାରେ  ଜିଲ୍ଲା ବିଜେଡି ଦଳ ପକ୍ଷରୁ  ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି l ଶ୍ରୀ ଭୋଇ ନବୀନ ନିବାସ ରେ ମୂଖ୍ୟ ମନ୍ତ୍ରୀ ଙ୍କୁ ଭେଟି କୃତଜ୍ଞତା ଜଣାଇ ନିଜ ଲୋକ ସଭା ନିର୍ବାଚନ ମଣ୍ଡଳୀ କୁ ଫେରିବା ପରେ ଆଜି ପ୍ରଥମେ ମନମୁଣ୍ଡା ତେଲ ନଦୀ ବ୍ରିଜ ଠାରୁ ଦଳ ପକ୍ଷରୁ ଏକ ବିରାଟ ବାଇକ୍ ଶୋଭାଯାତ୍ରା ରେ ପ୍ରଥମେ  ସ୍ଥାନୀୟ ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ଯାଏ ପାଛୋଟି ନିଆ ଯାଇଥିଲା l ଶ୍ରୀ ଭୋଇ ପ୍ରଥମେ ମା ସୁରେଶ୍ଵରୀ ଙ୍କ ଦର୍ଶନ ଲାଭ କରି ଆଶୀର୍ବାଦ ଭିକ୍ଷା କରି ଥିଲେ l ଏବଂ ଆଗାମୀ ଦିନରେ ସୁବର୍ଣ୍ଣପୁର ଓ ବଲାଙ୍ଗିର ଅଞ୍ଚଳ ତଥା ରାଜ୍ୟ ର ସାମୂହିକ ବିକାଶ ଲାଗି  ମେହେର ପାର୍କ ଠାରେ ଆୟୋଜିତ ବିରାଟ ସ୍ୱାଗତ ସମ୍ବର୍ଦ୍ଧନା ସଭା ରେ ସଂକଳ୍ପ ନେଇଥିଲେ l ପରେ ପରେ ଉପସ୍ଥିତ ହଜାର ଦଳୀୟ ନେତା ଓ କର୍ମୀ , ମହିଳା କର୍ମୀ ଙ୍କ ସହିତ ଆଲୋଚନା କରି ଆଗାମୀ ନିର୍ବାଚନ ର ରଣ ନୀତି ପ୍ରସ୍ତୁତ କରିବାକୁ ଓ ରାଜ୍ୟ ସରକାର ଶ୍ରୀ ନବୀନ ପଟ୍ଟନାୟକ ଙ୍କ ସୂ- ଶାସନ ଓ ସଧାରଣ ବର୍ଗ ଲୋକ ଙ୍କ ବିକାଶ ଲାଗି ଲାଗୁ ହୋଇଥିବା ବିଭିନ୍ନ ଯୋଜନା ସବୁ କୁ ପ୍ରଚାର ପ୍ରସାର କରିବlକୁ ଆହ୍ବାନ କରିବା ସହିତ ପରିବାର ସମ୍ପର୍କ ଅଭିଯାନ ଓ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପହଞ୍ଚାଇବାକୁ ଶ୍ରୀ ସିଂ ଭୋଇ ଆହ୍ବାନ ଦେଇଥିଲେ l

ଆଜିର ସ୍ବାଗତ ସମ୍ୱର୍ଦ୍ଧନା ସଭା ରେ ସୋନପୁର ବିଧାୟକ ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଅଭିଭାଷଣ ବେଳେ ସୋନପୁର ନିର୍ବାଚନ ମଣ୍ଡଳୀ ର ସମସ୍ତ ଜିଲ୍ଲା ପରିଷଦ ସଭ୍ୟ, , ସରପଞ୍ଚ, ବ୍ଲକ୍ ଓ ପୌର ପରିଷଦ, ଏନ୍ ଏ ସି ର ଅଧ୍ୟକ୍ଷ, ଅଧ୍ୟକ୍ଷା, ସମିତି ସଭ୍ୟ ଙ୍କୁ ଲୋକ ସଭା ପ୍ରାର୍ଥୀ ଶ୍ରୀ ସୁରେନ୍ଦ୍ର ସିଂ ଭୋଇ ଙ୍କ ସହିତ ପରିଚୟ ପ୍ରଦାନ କରିଥିଲେ l ଓ ତାଙ୍କୁ ବିପୁଳ ଭୋଟ ରେ ବିଜୟ କରାଇବାକୁ ଦୃଢ଼ ପ୍ରତିଶୁତି ଦେଇଥିଲେ l ଶ୍ରୀ ଭୋଇ ଓ ଶ୍ରୀ ପୂଜାରୀ ଦଳୀୟ ନେତା କର୍ମୀ ଙ୍କ ସହିତ ମା ସୁରେଶ୍ଵରୀ ଙ୍କ ମନ୍ଦିର ରୁ ଏକ ପଦଯାତ୍ରା କରି ଥନାପତି ପଡ଼ା, ଦୁର୍ଗା ମଣ୍ଡପ ଦେଇ ବିଜୁ ପଟ୍ଟନାୟକ ଛକ ଯାଏ ପଦଯାତ୍ରା କରି ଜନ ସମ୍ପର୍କ ,ପରିବାର ସମ୍ପର୍କ ଅଭିଯାନ ଆରମ୍ଭ କରି ସହର ବାସୀ ଙ୍କୁ ଭୋଟ ଭିକ୍ଷା କରି ଥିଲେ l ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ରେ ସାଂସଦ ଓ ବିଧାୟକ ପ୍ରାର୍ଥୀ ଉଭୟେ ପୁଷ୍ପ ମାଲ୍ୟ ଅର୍ପଣ କରି ପରେ ପରେ ମେହେର ପାର୍କ ଠାରେ ସ୍ବାଗତ ସମ୍ୱର୍ଦ୍ଧନା ସଭା ରେ ଯୋଗ ଦେଇ ଥିଲେ l ବିଜେଡି ଦଳ ପକ୍ଷ ରୁ, ବିଭିନ୍ନ ବ୍ଲକ ବିଜେଡି ପକ୍ଷ ରୁ, ଓଡ଼ିଶା ସାମ୍ୱାଦିକ ସଂଘ ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶ୍ରୀ ଭୋଇ ଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସ୍ବାଗତ ସମ୍ବର୍ଦ୍ଧନ ଦିଆ ଯାଇଥିଲା  ସାଂସଦ ପ୍ରାର୍ଥୀ ଶ୍ରୀ ସୁରେନ୍ଦ୍ର ସିଂ ଭୋଇ ଓ ନିରଂଜନ ପୂଜାରୀ ଙ୍କ ସମେତ ବିଜେଡି ଜିଲ୍ଲା ସଭାପତି ସରୋଜ କମ୍ପ, ଉପ ସଭାପତି ରମେଶ ପୂଜାରୀ, ସୋନପୁର ବ୍ଲକ୍ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତl ନାୟକ, ବିଜେଡି କାର୍ଯକାରୀ ସଭାପତି ଅଭିମନ୍ୟୁ କୁଶଳ, ଜିଲ୍ଲା ପରିଷଦ ସଭ୍ୟ ମଧୁ ସୁଦନ ହୋତା, ହିମାଂଶୁ ବିଶ୍ଵାଳ, ସରପଂଚ ଅଶ୍ଵିନୀ ବିଶି ସଭାରେ ମଞ୍ଚlସିନ ଥିଲେ l ବରିଷ୍ଠ ବିଜେଡି ନେତା ମାନ ଭଞ୍ଜନ ମିଶ୍ର ସଭା ସଂଯୋଜନା କରିଥିବା ବେଳେ  ନଗର ସଭାପତି ଜନ୍ମଞ୍ଜୟ ପାତ୍ର , ମନୋରଞ୍ଜନ ତ୍ରୀପାଠୀ , ମାନଭଞ୍ଜନ ବେଦବାକ , ଆନନ୍ଦ ପାତ୍ର ପ୍ରମୁଖ ସମସ୍ତ ସକ୍ରିୟ ନେତା ସହଯୋଗ କରିଥିଲେ l ବିଜେଡି ନେତା ସୁବାଷ ସେଠି, ପ୍ରକାଶ ସାହୁ, ପୌର ଉପାଧ୍ୟକ୍ଷl ମଲ୍ଲିକା ଦାନି, ତରଭା ଏନ୍ ଏ ସି ଅଧ୍ୟକ୍ଷ ଗଗନ ଅଗ୍ରୱାଲ, , ସତ୍ୟ ନାରାୟଣ ତ୍ରିପାଠି, ଶାଶ୍ଵତ ମିଶ୍ର, ଗୋପାଳ ବାରାଇ, , ପ୍ରମୁଖ ଜିଲ୍ଲା ର ସମସ୍ତ ଅଞ୍ଚଳ ର ବ୍ଲକ , ଓ ଏନ୍ ଏ ସି ଅଧ୍ୟକ୍ଷ , ସରପଂଚ, ସମିତି ସଭ୍ୟ ନେତା କର୍ମୀ, ମହିଳା କର୍ମୀ, ଏଥିରେ ସାମିଲ ରହି ଶ୍ରୀ ଭୋଇ ଓ ପୂଜାରୀ ଙ୍କୁ ସ୍ବାଗତ ଶୁଭେଚ୍ଛା ଜଣାଇ ବିଜୟ ପାଇଁ ସଫଳ କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like