-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ରାଜନୀତି

ଲକ୍ଷ୍ମଣ ମେହେରଙ୍କୁ ମିଳିଲା ବିଜେଡି ରାଜ୍ୟସମ୍ପାଦକ ପଦବୀ

07-Apr-2024



ବାଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀରର ବରିଷ୍ଠ ରାଜନେତା ,ବିଡିସିସି ବ୍ୟାଙ୍କର ପୂର୍ବତନ ସଭାପତି, ପୂର୍ବତନ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କୁ ବିଜେଡିଦଳରେ ରାଜ୍ୟସଂପାଦକ ପଦବୀ ଦିଆଯାଇଛି । ଆଜି ବିଜେଡିପକ୍ଷରୁ ରାଜ୍ୟସାଂଗଠନିକ ସଂପାଦକ ପ୍ରଣବପ୍ରକାଶ ଦାସ ୪ଜଣଙ୍କୁ ରାଜ୍ୟ ସଂପାଦକ ପଦବୀରେ ନିଯୁକ୍ତି ଦିଆଯାଇଥିବା ଘୋଷଣା କରିଛନ୍ତି । ସେଥିରେ ବଲାଙ୍ଗୀରର ଲକ୍ଷ୍ମଣକୁମାର ମେହେର ରହିଛନ୍ତି । ଆଜିର ଏହି ଘୋଷଣା ପରେ ବିଭିନ୍ନ ମହଲରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ଆଜିର ଏହି ନିଯୁକ୍ତି ନେଇ ଲକ୍ଷ୍ମଣ ମେହେର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ,୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ,ରାଜ୍ୟ ସାଂଗଠନିକ ସଂପାଦକ ପ୍ରଣବପ୍ରକାଶ ଦାସ(ବବି),ବଲାଙ୍ଗୀର ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂ,ପୂର୍ବତନ ସାଂସଦ ତଥା ରାଜ୍ୟ ହାଉସିଂବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓଙ୍କୁ କୃତଜ୍ଞତା ଜଣାଇଛନ୍ତି । ଗତ ୫ବର୍ଷ ହେଲା ସେ ବିଜେଡିଦଳର ସଂଗଠନ ପାଇଁ କାମ କରିଆସୁଛନ୍ତି ଓ ମୁଖ୍ୟମନ୍ତ୍ରୀଙ୍କ ବିକାଶମୁଖି କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବାରେ ସହାୟକ ହୋଇଛୁ ବୋଲି ଲକ୍ଷ୍ମଣ କହିଛନ୍ତି । ଏହା ସହିତ ଆଗକୁ ବିଜେଡିର ସଂଗଠନକୁ ମଜବୁତ କରି ବିଜେଡିଦଳର ପ୍ରାର୍ଥିଙ୍କୁ ବିପୁଳ ଭୋଟରେ ଜିଣାଇବୁ ବୋଲି ଲକ୍ଷ୍ମଣ ତାଙ୍କ ପ୍ରତିକ୍ରୀୟାରେ କହିଛନ୍ତି । ପ୍ରକାଶ ଯେ,ଲକ୍ଷ୍ମଣ ଗତ ୧୯୮୪ ମସିହାରେ ପ୍ରଥମଥର ପାଇଁ ବ୍ଲକ ଅଧ୍ୟକ୍ଷ ହୋଇଥିଲେ । ଏହା ପରେ ସେ ଦେଓଗାଁ ବ୍ଲକର ଅଧ୍ୟକ୍ଷ(୨ଥର),ଜିଲ୍ଲାପରିଷଦ ସଭ୍ୟ,ବିଡିସିସି ବ୍ୟାଙ୍କର ସଭାପତି(୩ଥର) ରହିଆସିଥିଲେ ଓ ବଲାଙ୍ଗୀର ସମେତ ସୋନପୁର ଜିଲ୍ଲାରେ ଲୋକସମ୍ପର୍କ ରଖିଆସିଛନ୍ତି । ଗତ ୨୦୧୯ ମସିହାରେ ସେ କଂଗ୍ରେସଦଳ ତ୍ୟାଗ କରି ବିଜେଡିଦଳରେ ଯୋଗଦେଇଥିଲେ ଓ ୫ବର୍ଷ ହେଲା ସାଂଗଠାନିକ କାମ କରୁଥିଲେ । ଏବେ ବିଜେଡିଦଳ ତାଙ୍କୁ ନୂଆ ଦାୟୀତ୍ୱ ଦେଇଥିବାରୁ ଜିଲ୍ଲା ବିଜେଡିରେ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like