-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ଅବକାରୀ ବିଭାଗର ଚଢାଉ ବାର୍ଲି ଗ୍ରାମର ଜଣେ ଗିରଫ

07-Apr-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,) ଜିଲ୍ଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ତରଫରୁ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ରବିବାର ପେଟ୍ରୋଲିଂ କରି ଚଢାଉ କରାଯାଇଥିଲା | ଏହି ପେଟ୍ରୋଲିଂ ସମୟରେ ବାନୁଆଗୁଡା ଗ୍ରାମ ରାସ୍ତାରେ ଏକ ମୋଟର ସାଇକେଲ ନଂ ଓଡି ୨୪ ବି ୯୩୨୨ ଯୋଗେ ଯାଉଥିବା ବେଳେ ଅବକାରୀ କର୍ମଚାରୀ ମାନେ ଉକ୍ତ ମୋଟର ସାଇକେଲ କୁ ଅଟକାଇ ଯାଞ୍ଚ କରିଥିଲେ | ଯାଞ୍ଚ କରିବାରୁ ଉକ୍ତ ମୋଟର ସାଇକେଲ ରେ ଏକ ପ୍ଲାଷ୍ଟିକ ଡବାରେ ୩୦ ଲିଟର ସଲଫି ରସ ଜବତ କରଯାଇଥିଲା | ଏହା ସହ ମୋଟର ସାଇକେଲ ଆରୋହି ବାର୍ଲି ଗ୍ରାମର ସନ୍ତୋଷ ଜାନୀ (୨୨) କୁ ଗିରଫ କରାଯାଇଛି | ଏହି ଚଢାଉରେ ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ ଙ୍କ ତତ୍ଵାବଧାନ ରେ ଡାବୁଗାଁ ଅବକାରୀ ଇଉପିଏ ନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ  ଏସ. କେ ପଣ୍ଡା, କର୍ମଚାରୀ ସୁରେଖା ଭତ୍ରା ଓ ଶ୍ରୀକାନ୍ତ ବିଶୋୟୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୫/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026

You Might Also Like