-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଦଶମ ଶ୍ରେଣୀ ପରୀକ୍ଷାର ଆଡମିଟ କାର୍ଡ ଦେବା ସମୟରେ ପଇସା ନେବା ଭିଡିଓ ଭାଇରଲ

08-Apr-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର,) ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡା ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟତିକ୍ରମ ଦେଖା ଦେଇଛି। ବିଦ୍ୟାଳୟ ରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବା ପାଇଁ ଆଡମିଟ କାର୍ଡ ଦେବା ସମୟରେ ଛାତ୍ର ଛତ୍ରୀ ଙ୍କ ଠାରୁ ପଇସା ଆଦାୟ କରାଯାଇଥିବା ଏକ ବିଡିଓ ଭାଇରେଲ ହଇଛି।ବିଦ୍ୟାଳୟରେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଆଡମିଟ କାର୍ଡ ନେଉଥିବା ସମୟରେ ବିଦ୍ୟାଳୟର ଶିକ୍ଷକ ପିଲାଙ୍କୁ ଟଙ୍କା ମାଗୁଛନ୍ତି ପିଲାମାନେ ଟଙ୍କା ଦେଇ ଆଡମିଟ କାର୍ଡ ନେଉଛନ୍ତି। ତେବେ ଟଙ୍କା କଣ ପାଇଁ ମଗା ଯାଇଛି ପିଲାମାନେ ଜାଣିନଥିବା ବେଳେ 100ଟଙ୍କା ଦେଇ ଆଡମିଟ କାର୍ଡ ନେଇଥିବା କହିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ କୁମାର ମାଝୀଙ୍କୁ ପଚାରିବାରୁ ଜାଣି ନଥିବା କହିଥିବା ବେଳେ ଏକ ଭୋଜି ସମୟରେ ପିଲାମାନେ ଫୋଟ ଉଠାଇଥିବା ବାବଦ ରେ ଶିକ୍ଷକ ମାନେ ଟଙ୍କା ମାଗି ଥିବେ ବୋଲି କହିବା ସହ ତଦନ୍ତ କରିବେ ବୋଲି କହିଛନ୍ତି। ସେହିପରି ଚନ୍ଦାହାଣ୍ଡି ଗୋଷ୍ଟି ଶିକ୍ଷା ଅଧିକାରୀଙ୍କୁ ପାଖରେ ଏହାର କଣସି ଖବର ନାହିଁ।ନବରଙ୍ଗପୁର ଜିଲ୍ଲା ରେ ପାନାବେଡା ପ୍ରାଥମିକ ଉଚ୍ଚ ବିଦ୍ୟାଳୟ ନବରଙ୍ଗପୁର ସାଂସଦ ଏଵଂ ଝରୀଗାଁ ବିଧାୟକଙ୍କ ଗ୍ରାମରେ ଥିବା ଏକ ସର୍ବ ପୁରାତନ ବିଦ୍ୟାଳୟ ଅଟେ।ଏହି ବିଦ୍ୟାଳୟ ରେ ପଢି ସାଂସଦ, ବିଧାୟକ ମଧ୍ୟ ପାଠ ପଡିଛନ୍ତି। ତେବେ ଛାତ୍ର ଛାତ୍ରୀ ଙ୍କ ଠାରୁ ଆଡମିଡ଼ କାର୍ଡ ଦେବା ସମୟରେ ଟଙ୍କା ମାଗିବା କୁ ଅଞ୍ଚଳ ନାପସନ୍ଦ କରିବା ସହ ସମ୍ପୃକ୍ତ ଶିକ୍ଷକ ମାନଙ୍କୁ  କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like