-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

କବୟତ୍ରୀ ସଂଯୁକ୍ତା ତ୍ରିପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

08-Apr-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର   ଭାଗୀରଥି ପାତ୍ର ସ୍ମୃତି ସଂସଦ ଓ ଅଇଲି ବୋଲା ସାଂସ୍କୃତିକ ପରିଷଦ ର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ କବୟତ୍ରୀ ସଂଯୁକ୍ତା ତ୍ରିପାଠୀଙ୍କ ବିୟୋଗରେ ସ୍ଥାନୀୟ ସାଇ କେୟାର ଶିକ୍ଷାନୁଷ୍ଠାନ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା। ବରିଷ୍ଠ କବି ନାରାୟଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଦୁର୍ଗା ପ୍ରସାଦ ପାଢ଼ୀ ମଞ୍ଚ ପରିଚାଳନା କରିଥିଲେ । ରାମ ପ୍ରସାଦ ପାତ୍ର ପ୍ରାକ୍ ସୂଚନା ଦେଇଥିଲେ। ସୁଶ୍ରୀ ସଂଯୁକ୍ତା ଶକୁନ୍ତଳା ଓ ଶରତ ଚନ୍ଦ୍ର ତ୍ରିପାଠୀ ଙ୍କ ସନ୍ତାନ ଥିଲେ ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ବଡ଼ ନାତୁଣୀ ଥିଲେ। ସେ' ଜଣେ ଆଦର୍ଶ ଶିକ୍ଷୟିତ୍ରୀ, ଆକାଶବାଣୀ ଜୟପୁର ର ପ୍ରଥମ ମହିଳା ଗୀତିକାର, ଲେଖିକା ତଥା ଜଣେ ଜ୍ୟୋତିର୍ବିଦ୍ୟା ବିଶାରଦ ଥିଲେ। ଏହି ଅବସରରେ ସଂଯୁକ୍ତା ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା ଓ ଅମର ଆତ୍ମାଙ୍କ ସଦଗତି କାମନା କରି ନୀରବ ପ୍ରାର୍ଥନା କରାଯାଇଥିଲା। ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ ଙ୍କ ନିଜସ୍ଵ ରଚିତ ଗୀତିକବିତା ସଂକଳନ "ସ୍ୱର୍ଗାଦପି ଗରୀୟସୀ" ଲୋକାର୍ପିତ ହୋଇଥିଲା। ସଂଯୁକ୍ତା ଙ୍କ ପରିବାରର ସଦସ୍ୟ ଆଦିତ୍ୟ ବିକ୍ରମ ତ୍ରିପାଠୀ ମଞ୍ଚାସୀନ ଥିଲେ । ଉପସ୍ଥିତ ସମସ୍ତ କବି, କବୟତ୍ରୀ, ସଜ୍ଜନ ଓ ସଂଯୁକ୍ତା ତ୍ରିପାଠୀଙ୍କ ଆତ୍ମୀୟ ମାନଙ୍କୁ ସଂଯୁକ୍ତାଙ୍କ ପରିବାର ତରଫରୁ ଉତ୍ତରୀୟ ପ୍ରଦାନ କରାଯାଇଥିଲା। ସଂଯୁକ୍ତାଙ୍କ ରଚନାରୁ ଶ୍ରୀ ଗଣେଶ ବନ୍ଦନା କଣ୍ଠଶିଳ୍ପୀ ଟି. ନିବେଦିତା ଓ ଶ୍ରୀ କୃଷ୍ଣ ଭଜନ କଣ୍ଠଶିଳ୍ପୀ କସ୍ତୁରୀ ରଥ ପରିବେଷଣ କରିଥିଲେ । ମୁନ୍ନା ତ୍ରିପାଠୀ, ଡଃ ଵିଜୟ କୁମାର ମିଶ୍ର, ହର ପ୍ରସାଦ ଦାଶ, ନିରଞ୍ଜନ ମିଶ୍ର, ବିଜୟ ଚୌଧୁରୀ, ଜଗଦୀଶ ଚନ୍ଦ୍ର ତ୍ରିପାଠୀ, ଝରଣା ପଟ୍ଟନାୟକ, ପର୍ଶୁରାମ ସାହୁ, ସ୍ମୃତି ପଣ୍ଡା, ମନୋଜ କୁମାର ପଟ୍ଟନାୟକ, ଶିବ ଶଙ୍କର ତ୍ରିପାଠୀ, ଗୋପାଳ କୃଷ୍ଣ ପାଣିଗ୍ରାହୀ, ଶର୍ମିଷ୍ଠା ଦେଓ, ତ୍ରିପତି ବାଲାଜୀ ସାହୁ, ସଙ୍ଗୀତା ତ୍ରିପାଠୀ, ରମଣୀ ରଞ୍ଜନ ତ୍ରିପାଠୀ, କୃଷ୍ଣ ପ୍ରସାଦ ରଥ, ସ୍ୱର୍ଣ୍ଣଲତା ପଟ୍ଟନାୟକ, ଆଦିତ୍ୟ ବିକ୍ରମ ତ୍ରିପାଠୀ ପ୍ରମୁଖ ଶ୍ରଦ୍ଧା ସୁମନ ଜଣାଇ ସ୍ମୃତି ଚାରଣ କରିଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଥିବା କବିତା ଗୁଡ଼ିକ ବାସନ୍ତୀ ଲତା ଜେନା, ପି. ରବିକାନ୍ତ ରଘୁରାମ, ରୀତା ମହାନ୍ତି, ସୁଶୋଭିତା ମେରିଲିନ ତୁରୁକ, ପ୍ରଭଞ୍ଜନ ତ୍ରିପାଠୀ ପାଠ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ସ୍ୱର୍ଣ୍ଣଲତା ପଟ୍ଟନାୟକ, ତ୍ରିପତୀ ବାଲାଜୀ ସାହୁ, ପ୍ରଭଞ୍ଜନ ତ୍ରିପାଠୀ, ପି. ରବିକାନ୍ତ ରଘୁରାମ ଓ ସାଇ କେୟାର ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like