-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ଜିଲ୍ଲା

ଅଧ୍ୟାପକ ଡକ୍ଟର ସୁରେଶ ପ୍ରସାଦ ଷଡଙ୍ଗୀଙ୍କୁ ଡି.ଲିଟ୍ ଉପାଧି ପ୍ରଦାନ 

08-Apr-2024



ସମ୍ବଲପୁର(ପ୍ରେରଣା ଖବର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୩ତମ ସମାବର୍ତ୍ତନ ଉତ୍ସବରେ ବିଶିଷ୍ଟ ଯୁବ ଗବେଷକ ଅଧ୍ୟାପକ ଡକ୍ଟର ସୁରେଶ ପ୍ରସାଦ ଷଡଙ୍ଗୀଙ୍କୁ ଶିକ୍ଷା ଜଗତର ସର୍ବୋଚ୍ଚ ମର୍ଯ୍ୟାଦାଜନକ ଡି.ଲିଟ୍ ଡିଗ୍ରୀ ପ୍ରଦାନ କରିଛନ୍ତି ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାଶ l  ‘କେବିକେ ଜିଲ୍ଲାରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କର ପଂଚାୟତିରାଜରେ ରାଜନୈତିକ ଯୋଗଦାନ’ ବିଷୟକୁ ନେଇ ଶ୍ରୀ ଷଡଙ୍ଗୀ ଦୀର୍ଘ ବର୍ଷ ଧରି ଗବେଷଣା କରୁଥିଲେ । ଡକ୍ଟର  ଷଡଙ୍ଗୀ ସଂପ୍ରତି ଦେଓଗାଁ ପଂଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ଅଧ୍ୟାପକ ଭାବେ କାର୍ଯ୍ୟରତ । ।ଏକ ଯୁବ ଗବେଷକ ଭାବେ ଶ୍ରୀ ଷଡଙ୍ଗୀ ଏହା ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି  ଡିଗ୍ରୀ ଲାଭ କରିବା ସହ ୟୁଜିସି ମାଇନର୍ ରିସାର୍ଚ୍ଚ ପ୍ରୋଜେକ୍ଟ ଓ ମେଜର ରିସାର୍ଚ୍ଚ ପ୍ରୋଜେକ୍ଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ପୁନଶ୍ଚ ତାଙ୍କର ୪ଠରୁ ଉର୍ଦ୍ଧ୍ୱ ଗବେଷଣାତ୍ମକ ଆଲେଖ୍ୟ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ଖ୍ୟାତିସଂପନ୍ନ ଜର୍ଣ୍ଣାଲରେ ପ୍ରକାଶିତ ହୋଇ ସାରିଛି । ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ, ଶ୍ରୀ ଷଡଙ୍ଗୀ ତାଙ୍କର ଗବେଷଣାତ୍ମକ କାର୍ଯ୍ୟକୁ ଆଗେଇ ନେବା ସହିତ ଏକ ଗବେଷଣାତ୍ମକ ପୁସ୍ତକ ରଚନା କରିଛନ୍ତି ।ଏଥିସହିତ ୬୫ରୁ ଉର୍ଦ୍ଧ୍ୱ ଜାତୀୟ ଓ ଆନ୍ତର୍ଜାତୀୟ ସେମିନାରରେ ନିଜର ଗବେଷଣାତ୍ମକ ନିବନ୍ଧ ଉପସ୍ଥାପନା କରିଛନ୍ତି ।  ବିଭିନ୍ନ ସଂଗୋଷୀରେ ନିଜର ବକ୍ତବ୍ୟ ଉପସ୍ଥାପନ କରି ଉଚ୍ଚପ୍ରଶଂସିତ ହୋଇଛନ୍ତି  । ଶ୍ରୀ ଷଡଙ୍ଗୀଙ୍କ ଉଲ୍ଲେଖନୀୟ  ଡି .ଲିଟ୍ ଉପାଧି ପାଇଁ  ପାଇଁ ତାଙ୍କୁ  ବିଭିନ୍ନ ଶିକ୍ଷା ମହଲରୁ ତଥା ରାଜନୀତି ବିଜ୍ଞାନ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଶୁଭେଚ୍ଛାର ଶୁଅ ଛୁଟିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like