-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ୫୦ ୟୁନିଟ ରକ୍ତ ସଂଗୃହିତ

06-Apr-2024



ବଲାଙ୍ଗୀର (ପ୍ରେରଣା ଖବର )  ତା. ୦୬/୦୪: ଗ୍ରୀଷ୍ମୠତୁରେ ରକ୍ତର ଆବଶ୍ୟକତାକୁ  ଲକ୍ଷ୍ୟ କରି ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ବଲାଙ୍ଗୀର ଭୀମଭୋଇ ମେଡିକାଲ ଓ ହସ୍ପିଟାଲର ପରିସରରେ ଥିବା ରକ୍ତ ସଂଗ୍ରହ କେନ୍ଦ୍ରରେ  ଅନୁଷ୍ଠିତ ହୋଇଯାଇଛି ।  ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ସ୍ୱେଚ୍ଛାକୃତ  ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । 

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ଭାରତୀୟ ମାରୱାଡ଼ି ମହିଲା ସମାଜ , ବଲାଙ୍ଗୀର ଶାଖାର ସଭାପତି ଲକ୍ଷ୍ମୀ ଅଗ୍ରୱାଲ  ଓ ସମ୍ମନିତ ଅତିଥି ଭାବରେ ଶିକ୍ଷକ ଘନଶ୍ୟାମ ମେହେର ଓ ଶିକ୍ଷକ ଦୁର୍ଯୋଧନ ପାଶୟତ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।  ଶିବିରରେ ସ୍ୱେଚ୍ଛାକୃତ ଭାବରେ ୫୦ ଜଣ ରକ୍ତଦାନ କରିଥିଲେ  । 

ଏହି ଅବସରରେ ରକ୍ତଦାତା ଭାବରେ ଯଦୁମଣି ବଗର୍ତ୍ତୀ  ଓ ଚନ୍ଦ୍ର ଶେଖର ସେଠକୁ ସମ୍ମର୍ଦ୍ଧିତ କରାଯାଇଥିଲା । ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ରାମ ନାରାୟଣ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସଦସ୍ୟ ପ୍ରଭାକର ଛନ୍ଦ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like