-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ରେଡକ୍ରସ ଦ୍ୱାରା ବଟେଶ୍ଵର ଶୈବପୀଠରେ ପ୍ଲାଷ୍ଟିକ ମୁକ୍ତ ଭାରତ ଅଭିଯାନ

05-Apr-2024



ଖଲ୍ଲିକୋଟ (ପ୍ରେରଣା ଖବର ) , ତା. ୦୫/୦୪  : ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କଞ୍ଚଣା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ତଥା ରେଡକ୍ରସ କାଉନସିଲର ନିରଞ୍ଜନ ବିଶ୍ୱାଳଙ୍କ ତତ୍ତ୍ଵାବଧାନରେ ବଟେଶ୍ୱର ମନ୍ଦିର ପ୍ରାଙ୍ଗଣ ମଧ୍ୟରେ ଓ ସମୁଦ୍ରବେଳାଭୂମିରେ ' ପ୍ଲାଷ୍ଟିକ ମୁକ୍ତ ଭାରତ ଅଭିଯାନ ' ପାଳିତ ହୋଇଯାଇଛି। ଏହି ଅବସରରେ ବେଳାଭୂମିରେ ପଡ଼ିଥିବା ଓ  ଚତୁପାର୍ଶ୍ୱରେ ଥିବା ପ୍ଲାଷ୍ଟିକ ବଟଲ, ସାମ୍ପୁ ଜରି, ସାବୁନ କଭର, କୁରୁକୁରି ଜରି ଇତ୍ୟାଦି ପ୍ଲାଷ୍ଟିକ ଜାତ ପଦାର୍ଥ ସଫା ଓ ସଂଗ୍ରହ କରଯାଇଥିଲା। ଛାତ୍ରଛାତ୍ରୀମାନେ ହାତ ତିଆରି କପଡା ବ୍ୟାଗ୍ ଓ କାଗଜ ଠୁଙ୍ଗା ବିଭିନ୍ନ ଦୋକାନ ମାନଙ୍କରେ ଦେଇ ପଲିଥିନ ଓ ପ୍ଲାଷ୍ଟିକ ନ ବ୍ୟବହାର କରିବା ପାଇଁ ସଚେତନ କରାଇଥିଲେ।

ପ୍ଲାଷ୍ଟିକ ଜାତ ପଦାର୍ଥ ଓ ପଲିଥିନର ବ୍ୟବହାର ପ୍ରକୃତି, ବନ୍ୟଜିବ, ଜଳଚର ପ୍ରାଣୀ ଏପରିକି ମାନବ ସମାଜ ଉପରେ ପ୍ରତିକୂଳ ପ୍ରଭାବ ପକାଇଥାଏ। କିଛି ବୁଲା ଗାଇଗୋରୁ ଓ କୁକୁର ମାନେ ଖାଦ୍ୟ ସାମଗ୍ରୀ ସହିତ ପ୍ଲାଷ୍ଟିକ ଗିଳି ଦେଉଛନ୍ତି ଯଦ୍ୱାରା ପ୍ଲାଷ୍ଟିକ ଜୀବଜନ୍ତୁଙ୍କ ପାକସ୍ଥଳୀକୁ ଯାଇ ବିପଦ ସୃଷ୍ଟି କରୁଛି। ସେହିପରି ପ୍ଲାଷ୍ଟିକ ମାଟିରେ ମିଶି ପାରୁ ନ ଥିବାରୁ ବର୍ଷାଜଳ ଭୁଗର୍ଭକୁ ପ୍ରବେଶ କରି ପାରୁନାହିଁ ଏବଂ ଆହୁରି ମଧ୍ୟ ପ୍ଲାଷ୍ଟିକ ପୋତି ହୋଇଥିବା ସ୍ଥାନରେ ବୃକ୍ଷର ଭଲ ବୃଦ୍ଧି ହେଉନାହିଁ।

ଶିକ୍ଷକ ତଥା ସମାଜସେବୀ ନିରଞ୍ଜନ ବିଶ୍ୱାଳ ପୂର୍ବରୁ ଏହିପରି ଅନେକ ସଚେତନତାମୂଳକ କାର୍ଯ୍ୟକ୍ରମ ଯଥା ସଡକ ସୁରକ୍ଷା ଜୀବନ ରକ୍ଷା, ଏଡ଼ସ ହଟାଓ ଜୀବନ ବଞ୍ଚାଅ, ନିଶା ନିବାରଣ ଅଭିଯାନ, ବାଲ୍ୟ ବିବାହକୁ ନା, ବନ ମହୋତ୍ସବ ଇତ୍ୟାଦି କରି ଶିକ୍ଷକ ସମାଜ ଏବଂ ଜନସାଧାରଣ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like