-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ବିଧାୟକ ପ୍ରାର୍ଥୀ ହିତେଶଙ୍କ ଭିନ୍ନ ପ୍ରକାର ଜନ ସମ୍ପର୍କ

08-Apr-2024



ବୋଡ଼େନ - (ଡୋଲେସ୍ଵର ବାଗ) ଖରୀଆର ବିଧାନ ସଭା ନିର୍ବାଚନ ମଣ୍ଡଳୀର ବି ଜେ ପି ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି ନିର୍ବାଚନ ପ୍ରଚାର ଅପେକ୍ଷା ଜନ ସଂପର୍କ ଓ ଜନ ମତକୁ ଆପଣେଇ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମ ବୁଲି ଲୋକଙ୍କ ସହ ଆଲୋଚନା କରୁଛନ୍ତି ,ସେଠାକାର ସମସ୍ୟା ଉପରେ ଲୋକ ଆଣୁଥିବା ଅଭିଯୋଗ ଗୁଡ଼ିକୁ ଶୁଣୁଛନ୍ତି ଏବଂ ଲିପିବଦ୍ଧ ମଧ୍ୟ କରୁଛନ୍ତି । ସବୁଠି ହିତେଶଙ୍କ ଲୋକ ପ୍ରୀୟତା ସ୍ବାଗତ ଓ ସମ୍ବର୍ଦ୍ଧନାରୁ ବେଶ୍ ବୁଝି ହେଉଛି ।ତାଙ୍କ ବୁଲିବା ସମୟରେ ଅଭିଯୋଗ ମାନ ହେଉଛି - ରାସ୍ତା ମରାମତି,ଘରକୁ ଘର ପାଇପ ଯୋଗେ ଜଳ ଯୋଗାଣ,ନୂତନ ହିତାଧିକାରୀଙ୍କୁ ଖାଉଟି କାର୍ଡ ବ୍ୟବସ୍ଥା,ପେନସନ ଅସୁବିଧା,ହରିଶ୍ଚନ୍ଦ୍ର ଯୋଜନା ସମସ୍ୟା,ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ସମସ୍ୟା,କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ,ଧାନର ଅଭାବୀ ବିକ୍ରି ଇତ୍ୟାଦି ଇତ୍ୟାଦି ।ବୋଡ଼େନ ବ୍ଲକର ଖଇର ଭାଡ଼ି ଗ୍ରାମ ବୁଲିବା ସମୟରେ ବ୍ଲକ ସଭାପତି ରୁଦ୍ର ପଟେଲ ଓ ଜିଲ୍ଲା କାର୍ଯ୍ୟ କର୍ତ୍ତା ମହେନ୍ଦ୍ର ଅଗ୍ରୱାଲ ସାମିଲ ଥିଲେ । ଗ୍ରାମର ଲମ୍ବୋଦର ବାଗ, ଭୁବନେଶ୍ୱର ବାଗ,ନୀଳାମ୍ବର ଯୁଏଡ,ବଳଭଦ୍ର ହଂସ,ଧନସିଂ ହଂସ,ମୁକୁନ୍ଦ କୁମାର ହଂସ,ଜଗମୋହନ ହଂସ ଙ୍କ ସମେତ ଶତାଧିକ ପୁରୁଷ ଓ ମହିଳା ଉପସ୍ଥିତ ରହି ସ୍ବାଗତ କରିବା ସହିତ ସେଠାକାର ସମସ୍ୟା ଉପସ୍ଥାପନ କରିଛନ୍ତି ।ଶ୍ରୀମାନ ବଗର୍ତ୍ତି ପ୍ରତିଶ୍ରୁତି ବଦ୍ଧ ଯେ ନିର୍ବାଚନ ପରେ ସମସ୍ୟାର ସମାଧାନ କରିବେ ନିଶ୍ଚିତ ଭାବରେ ।ଅତି ଆପଣାର ଭାବି ଲୋକ ସ୍ବାଗତ ଜଣାଉଛନ୍ତି ।ଅନ୍ୟ ନେତା ଅପେକ୍ଷା ବଗର୍ତ୍ତି ଙ୍କ ସମ୍ପର୍କ ଲାଗୁଛି ଅଲଗା ପ୍ରକାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like