-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ପ୍ରଭୁକୃପାକୁ ଅନାଇ ବସିଛନ୍ତି ପ୍ରଭୁପ୍ରକାଶ, କିଡନି ପ୍ରତିରୋପଣ ପାଇଁ ଅର୍ଥ ବାଧକ

08-Apr-2024



ବଲାଙ୍ଗୀର: ଘରେ ୩୫ ବର୍ଷର ପୁଅ ଶଯ୍ୟାଶାୟୀ। ବୃଦ୍ଧ ମା’, ବାପା ପୁଅର ଅବସ୍ଥା ଦେଖି ଅବାକ୍‌। ସ୍ବାମୀର ଚିକିତ୍ସା ପାଇଁ ସ୍ତ୍ରୀର ଅନବରତ ସଂଘର୍ଷ। ଏସବୁର ସାକ୍ଷୀ କୁନି ଝିଅର ନିରବତା। ସହାୟତା ଆଶାରେ ସମସ୍ତଙ୍କ ଆଖିରୁ ଝରୁଛି ଲୁହ। ଏକ ଚଳଚ୍ଚିତ୍ରର ଦୃଶ୍ୟ ଭଳି ମନେ ହେଉଥିବା ଏଭଳି ସତ କାହାଣୀ ଘଟିଛି ବଲାଙ୍ଗୀର ସହର ଇନ୍ଦିରାନଗରଠାରେ। ଦୀର୍ଘ ୯ବର୍ଷ ହେଲା ପ୍ରଭୁପ୍ରକାଶ ନାୟକ (୩୫ବର୍ଷ) କିଡ୍‌ନି ରୋଗରେ ସଂଘର୍ଷ କରୁଛନ୍ତି। ତାଙ୍କ ପରିବାର ହେଲା ବାପା ପ୍ରମୋଦ ନାୟକ, ମା’ ସ୍ବର୍ଣ୍ଣଲତା, ସ୍ତ୍ରୀ ଚନ୍ଦ୍ରମା ଏବଂ ୮ବର୍ଷର ଝିଅ ପିନାକୀ। ପ୍ରମୋଦ ତନଖି ଫାଟକରେ ଚାକିରି କରି ଅବସର ନେଲେଣି। ଏବେ ପେନ୍‌ସନ୍‌ ମାସିକ ମାତ୍ର ୩ହଜାର ଟଙ୍କା। ପ୍ରଭୁ ଡ୍ରାଇଭର୍‌ ଭାବେ କାମ କରୁଥିଲେ ହେଁ ଯାହା ଉପାର୍ଜନ ହେଉଥିଲା, ହସଖୁସିରେ ସଂସାର ଚାଲୁଥିଲା। ୨୦୧୬ ମସିହାରେ ପ୍ରଭୁ ଅଚାନକ ଅସୁସ୍ଥ ହେଲେ। ଡାକ୍ତରଙ୍କୁ ଦେଖାଇବାରୁ ତାଙ୍କୁ ଯକ୍ଷ୍ମା ହୋଇଥିବ ବୋଲି ସନ୍ଦେହ କଲେ। ସେହି ହିସାବରେ ଉପଚାର ଆରମ୍ଭ ହେଲା। କିନ୍ତୁ ପ୍ରଭୁଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ଉନ୍ନତି ହେଲା ନାହିଁ। ସେ କିଡ୍‌ନି‌ ରୋଗରେ ଆକ୍ରାନ୍ତ ଥିବା ପରେ ଜଣାପଡ଼ିଲା। ୨୦୧୬ ମସିହାରୁ ହିଁ ସପ୍ତାହକୁ ତିନି ଥର ତାଙ୍କ ଡାଇଲିସିସ୍‌ ଚାଲିଛି। ବିଜୁ ସ୍ବାସ୍ଥ୍ୟ କାର୍ଡରୁ ଏହି ଖର୍ଚ୍ଚ କଟୁଛି। କିନ୍ତୁ ଗତ ତିନି ମାସ ହେଲା ପ୍ରଭୁଙ୍କ ଅଣ୍ଟା ତଳକୁ ଅଚଳ ହୋଇପଡ଼ିଛି। ହ୍ବିଲ୍‌ ଚେୟାରରେ ତାଙ୍କ ଦିନ କଟୁଛି। ଡାକ୍ତରଙ୍କ ପରାମର୍ଶ ପରେ ମା’ ସ୍ବର୍ଣ୍ଣଲତା ଗୋଟିଏ କିଡ୍‌ନି ଦେବାକୁ ରାଜି ଅଛନ୍ତି। କିନ୍ତୁ ଏହି ପ୍ରତିରୋପଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ଆବଶ୍ୟକ। ୬ରୁ ୭ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଡାକ୍ତର କହୁଛନ୍ତି। ବଲାଙ୍ଗୀର ଅକ୍ସିଜେନ ବ୍ୟାଙ୍କ ଓ ୧୯୮୨ ମାଟ୍ରିକ ବ୍ୟାଚର ପରି କିଛି ବଦାନ୍ୟ ବ୍ୟକ୍ତି ଓ ଅନୁଷ୍ଠାନର ସହାୟତାରୁ ଲକ୍ଷେ ଟଙ୍କା ଯୋଗାଡ଼ କରି ପ୍ରଭୁଙ୍କୁ ବିଶାଖାପାଟଣା ନିଆଯାଇଛି। କିନ୍ତୁ ହାତରେ ଏବେ ମାତ୍ର ୩୦ ହଜାର ଟଙ୍କା। ସଫଳ ଅସ୍ତ୍ରୋପଚାର ପାଇଁ ସ୍ତ୍ରୀ ଚନ୍ଦ୍ରମା, ମୋବାଇଲ ନମ୍ବର- ୭୦୦୮୫୨୩୦୧୫, ବ୍ୟାଙ୍କ ଆକାଉଣ୍ଟ (ଏସ୍‌ବିଆଇଏନ୍‌ ୦୦୦୦୪୬/ ୩୬୨୯୫୭୫୯୨୩୬)ରେ ସହାୟତା କରିବାକୁ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like