-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଏନଆଇଏଫଟି ର ଏକ ଶାଖା ସ୍ଥାପନ ପାଇଁ ଦାଵି କଲା ପଶ୍ଚିମାଞ୍ଚଳ ଏକତା ମଞ୍ଚ

24-Dec-2020



 ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ପଶ୍ଚିମାଞ୍ଚଳର କଳା, ସ୍ଥାପତ୍ୟ, ସାହିତ୍ୟ ସହିତ ପରମ୍ପରା ଅନନ୍ୟ ଅଟେ I ଏଠାକାର ହେଣ୍ଡଲୁମ୍ ବିଶ୍ୱ ବିଦିତ I ଏହି ପରିପେକ୍ଷୀରେ ସମ୍ବଲପୁର ରେ ଏନଆଇଏଫଟି (National  Institute of Fashion Technology) ର ଏକ ଶାଖା ସ୍ଥାପନ କରିବାକୁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଦାବି କରାଯାଇଛି । ଏ ନେଇ ସମ୍ବଲପୁର ଜ଼ିଲ୍ଲାପାଳ ଙ୍କ ଜରିଆରେ ନିର୍ଦେଶକ, ଏନଆଇଏଫଟି, ଭୁବନେଶ୍ୱର ଙ୍କୁ ଏକ ଦାବି ପତ୍ର ଆଜି ପ୍ରଦାନ କରାଯାଇଛି । ଏହି ଅବସରରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ଆବାହକ ଭବାନୀ ଶଙ୍କର ଭୋଇ, ଦେବାଶିଷ ବେହେରା, ରିତା ରାଣୀ ପଣ୍ଡା, କାନ୍ତି ମେହେର, ସୁଦାମ ମେହେର, ଆଭାସ ପଣ୍ଡା  ପ୍ରମୁଖ ସାମିଲ ହୋଇ ଜ଼ିଲ୍ଲାପାଳ ଶୁଭମ ସକସେନା ଙ୍କୁ ଦାବିପତ୍ର  ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like