-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ତୁର୍କା ପ୍ରଗଣାରେ କନ୍ଧ ସମାଜର ବୈଠକ

08-Apr-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ତୁର୍କା ପ୍ରଗଣା ତଥା ନାରାୟଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଭାଞ୍ଜିବେଡା ଗ୍ରାମରେ କନ୍ଧ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ କନ୍ଧ ସମାଜ ଉନ୍ନୟନ ପରିଷଦ ସଭାପତି ସାମନ୍ତ ମାଝୀଙ୍କ ଆହ୍ୱାନକ୍ରମେ ବିଭିନ୍ନ ପ୍ରଗଣାର କନ୍ଧ ସମାଜ ପ୍ରତିନିଧି ଯୋଗଦେଇ ଆଦିମାତା ଆଦିଶକ୍ତିଙ୍କୁ ପୂଜାର୍ଚ୍ଚନା କରିଥିଲେ l ପରେ ସଭାପତି ଶ୍ରୀ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଲବିଟ ପ୍ରଗଣା ସଭାପତି ବିବତ୍ସ କଅଁର, ଉପସଭାପତି ସର୍ବେଶ୍ୱର ଭୋଇ, କୁଦୁର୍କା ପ୍ରଗଣା ସଭାପତି ଦେବାଧି ମଲିକ, ମହାସିଙ୍ଗ ପ୍ରଗଣା ସଭାପତି ରବିଚନ୍ଦ୍ର ମାଝୀ, ତୁର୍କା ପ୍ରଗଣା ଉପସଭାପତି ରାଜେନ୍ଦ୍ର ଭୋଇ, ସମ୍ପାଦକ ଧର୍ମୁ କଅଁର, ଆଞ୍ଚଳିକ କନ୍ଧ ସମାଜ ଉନ୍ନୟନ ପରିଷଦର ଉପଦେଷ୍ଟା ବିପିନ ଭୋଇ, ପବିତ୍ର ଝାଙ୍କର, କୋଷାଧକ୍ଷ ବଂଶୀଧର ମାଝୀ ପ୍ରମୁଖ ଯୋଗଦେଇ ବିଭିନ୍ନତା ମଧ୍ୟରେ କନ୍ଧ ସମାଜର ସ୍ଥିତି, ସାମାଜିକ ଉନ୍ନତି, ପାରମ୍ପରିକ ପୂଜା ପଦ୍ଧତି ବିଷୟରେ ଆଲୋଚନା କରିଥିଲେ l ସଦସ୍ୟ ସୁଦାମ ଭୋଇ ଧନ୍ୟବାଦ ଦେଇଥିଲେ l ଦିଗାମ୍ବର ଭୋଇ, ବିପିନ ମାଝୀ, ଗଣେଶ୍ୱର ଭୋଇ, ପୂର୍ଣ୍ଣଚନ୍ଦ୍ର ମଲିକ, ସାଧୁ କଅଁର ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like