-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ାରେ ଜୋନ ସ୍ତରୀୟ ବିଜେଡି କର୍ମୀ ସମ୍ମିଳନୀ

08-Apr-2024



 କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ରେ ପୂର୍ବତନ କଣ୍ଟାମାଳ ବିଜେଡ଼ି ସଭାପତି ବିପିନ ଭୋଇଙ୍କ ସଭାପତିତ୍ଵରେ ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଭାରେ ଆଗାମୀ ସାଧାରଣ ନିର୍ବାଚନରେ କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଓ କଣ୍ଟାମାଳ ବିଧାନସଭାର ବିଜେଡି ପ୍ରାର୍ଥୀ ମହିଧର ରଣାଙ୍କୁ କିପିରି ପୂର୍ବଅପେକ୍ଷା ଅଧିକ ଭୋଟରେ ବିଜୟୀ ହେବେ, ତା ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତେ ୱାର୍ଡ଼ ଠାରୁ ଆରମ୍ଭ କରି ଗ୍ରାମ ସହର ପର୍ଯ୍ୟନ୍ତ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଓ ବିକାଶର ବାର୍ତ୍ତା ଦେଇ ନିଜ ଦଳ ସପକ୍ଷରେ ଭୋଟ ଆଣିବା ପାଇଁ ବହୁ ବରିଷ୍ଠ କର୍ମୀ ମତ ସହ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଉକ୍ତ ସମ୍ମିଳନୀରେ ବରିଷ୍ଠ ବିଜେଡି ସଦସ୍ୟ ଶେଷ ଦେବ ରଣା, ସୁଧାଂଶୁ ଶେଖର ରଣା, ଜିତେନ୍ଦ୍ର ପ୍ରସାଦ ଦେହୁରୀ, ଦୌଲଥ ପାଣ୍ଡେ, ମହେନ୍ଦ୍ର ରଣା, ହିମାଞ୍ଚଳ ରଣା, ଲିଙ୍ଗରାଜ ରଣା, ମାନୁ ରଣା, ଶତ୍ରୁଘନ ଶତପଥି, ରବି ମହାନନ୍ଦ, ପିତାମ୍ବର ଭୋଇ, ଅଶୋକ ସାହୁ, ଶରତ ରଣା, ଘନ ବୁଡ଼ାଏକ, ସୁରଥ ମେଣ୍ଡିଲି,ନବୀନ ମେଣ୍ଡିଲି,ଗୋବର୍ଦ୍ଧନ ଭୋଇ,ମନୋଜ ପାଣିଗ୍ରାହୀ ପ୍ରମୁଖ ଜୋନର ୮ଟି ପଞ୍ଚାୟତର ସକ୍ରିୟ କର୍ମୀ ଯୋଗ ଦେଇ ରଣହୁଙ୍କାର ଦେବା ସହ ନିଜ ଦଳର ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ସଂକଳ୍ପ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like