-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଟିତ

09-Apr-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ଅବସର ରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ପକ୍ଷରୁ ଏକ ରକ୍ତ ଦାନ ଶିବିର ଆୟୋଜନ କରାଯାଇଥିଲା l ଏହି ଶିବିର କୁ ସୁବର୍ଣ୍ଣପୁର ଏସପି ଶ୍ରୀ ୟସ୍ ପ୍ରତାପ ଶ୍ରିମାଲ ଶୁଭ ଉଦ୍ଘାଟନ କରି ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l  ଅତିରିକ୍ତ ଏସପି ବିରେନ୍ଦ୍ର କୁମାର ନାୟକ, ରକ୍ତ ଦାତା ମନୋଜ ପଣ୍ଡା, ମହିଳା ପୋଲିସ କର୍ମଚାରୀ ଅର୍ପିତା ପଟ୍ଟନାୟକ, ବିଶ୍ଵ ବନ୍ଦିତା ପଟ୍ଟନାୟକ, ସୁଭାଷିନୀ ପଧାନ, ଶୁଭଶ୍ରୀ ଦାଶ, ସଂଗୀତl ପାତ୍ର, ସନ୍ଧ୍ୟା ବାଗ  ପ୍ରମୁଖ ୫୦ ରୁ ଉର୍ଦ୍ଧ୍ବ ରକ୍ତଦାତା ରକ୍ତ ଦାନ କରି ଏସପି ଶ୍ରୀ ଶ୍ରୀମାଲ ଙ୍କ ଠାରୁ ସମ୍ବର୍ଦ୍ଧିତ ହୋଇଥିଲେ l ସୋନପୁର ର ବିଶିଷ୍ଟ ବ୍ୟବସାୟୀ ତ୍ରିଲୋଚନ ପାଣିଗ୍ରାହି ଓ ତାଙ୍କ ଧର୍ମପତ୍ନୀ ଅଞ୍ଜଳି ପାଣିଗ୍ରାହୀ ଦମ୍ପତ୍ତି ଆଜି ଏହୀ ଶିବିର ରେ ପ୍ରଥମେ ରକ୍ତ ଦାନ କରି ନୂଆଁ ଓ ମହିଳା ରକ୍ତଦାତା  ଙ୍କୁ ଉତ୍ସାହିତ କରିଥିଲେ l

ପୋଲିସ୍ କନେଷ୍ଟବଳ ସଂଘ ସଭାପତି ଦିନେଶ ମିଶ୍ର, ରକ୍ତ ଦାତା ସଂଘ ସଭାପତି ମନୋଜ ପଣ୍ଡା, ହାବିଲଦାର ସନ୍ତୋଷ ପାତ୍ର, ଏସପି ଷ୍ଟେନୋ କୃତିବାସ ମିଶ୍ର ପ୍ରମୁଖ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ବିଗତ ଦୁଇ ବର୍ଷ ରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ନିର୍ଦ୍ଦେଶ କ୍ରମେ ଆମ ପୋଲିସ୍ ବ୍ୟବସ୍ଥା ମାଧ୍ୟମ ରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ସମସ୍ତ ଥାନା ଓ ଫାଣ୍ଡି ରେ ଅନେକ ରକ୍ତ ଦାନ ଶିବିର ସବୁ ଆୟୋଜନ କରି ଦିନକ ରେ ସୋନପୁର ଥାନା ରେ  ୩୬୪ ୟୁନିଟ ,  ଉଲୁଣ୍ଡା ଥାନା ରେ ୫୦୯ ୟୁନିଟ , ଡୁଙ୍ଗୁରିପାଲି ଥାନା ରେ   ୫୨୩ ୟୁନିଟ ଓ ସୋନପୁର କଲେଜ ରେ ଦିନକ ରେ ୬୦୫ ୟୁନିଟ୍ ରକ୍ତ  ସଂଗ୍ରହ କରି ଜିଲ୍ଲା ରେ ରେକର୍ଡ ସୃଷ୍ଟି କରିବା ସହିତ ରାଜ୍ୟ ପୋଲିସ ବିଭାଗ ର ସୁନାମ ଅର୍ଜନ କରିଛି l ଏବଂ ରକ୍ତ ଅଭାବ ର ସେହି  ସଙ୍କଟ ବେଳେ ଜିଲ୍ଲା ପୋଲିସ  ରକ୍ତ ଦାନ ଶିବିର ଆୟୋଜକ ପୋଲିସ୍ କର୍ମଚାରୀ ମନୋଜ ପଣ୍ଡା ଙ୍କ ସଂଯୋଜନାରେ ସ୍ୱଚ୍ଛ ଭାରତ ସଙ୍ଗଠନ , ସୋନପୁର କଲେଜ ଓ ଏନ୍ ସି ସି ,  ବିଜୁ ପଟ୍ଟନାୟକ ମହିଳା କଲେଜ, ଯଶୋଦା ଦେବୀ ନର୍ସିଂ ସ୍କୁଲ, ସହର ର ବିଭିନ୍ନ ସାମାଜିକ ଅନୁଷ୍ଠାନ ର ସହାୟତା ନେଇ ସୋନପୁର ତଥା ପାଖ ପଡ଼ୋଶୀ ଜିଲ୍ଲା ରେ ଦେଖାଦେଇଥିବା ରକ୍ତ ର ଘୋର ଅଭାବ କୁ ସମ୍ପୂର୍ଣ ଦୂର କରି ପାରିଛି l ସୋନପୁର ପୋଲିସ୍ ର ଏହି ମହତ ସେବା କାର୍ଯ୍ୟ କୁ ଜାରି ରଖିବାକୁ ଜିଲ୍ଲା ବାସୀ ଜିଲ୍ଲା ପୋଲିସ କୁ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026

You Might Also Like