-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଦେଶ ବିଦେଶ

ମହାରାଷ୍ଟ୍ର ପରେ କର୍ଣାଟକ ରେ ଜାରି ହେଲା ନାଇଟ କର୍ଫ୍ୟୁ

24-Dec-2020



(ପ୍ରେରଣା ଖବର ବ୍ୟୁରୋ) - ମହାରାଷ୍ଟ୍ର ପରେ କର୍ଣ୍ଣାଟକରେ ଜାରି ହେଲା ନାଇଟ କର୍ଫ୍ୟୁ। ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ରହିବ ବୋଲି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦୁରପ୍ପା ଘୋଷଣା କରିଛନ୍ତି। ଖ୍ରୀଷ୍ଟମାସ ଓ ନୂଆବର୍ଷରେ ଭିଡକୁ ଏଡାଇବା ପାଇଁ ଜାନୁଆରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ ଚିହ୍ନଟ ହେବା ପରେ ସତର୍କତା ମୂଳକ ପଦକ୍ଷେପ ଭାବେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ କଡା ନଜର ରଖାଯାଉଛି। ଗତକାଲିଠାରୁ ମହାରାଷ୍ଟ୍ରରେ ନାଇଟ କର୍ଫ୍ୟୁ ଜାରି କରାଯାଇଛି। ସେପଟେ ଲଣ୍ଡନରୁ ଫେରିଥିବା ୬ ଶହ ଯାତ୍ରୀଙ୍କ ମଧ୍ୟରୁ ୩୦୦ ଜଣଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିବା ସୂଚନା ମିଳିଛି!!*ତେବେ କରୋନା ପୁଣି ଥରେ ବଢୁଥିବାରୁ ଚିନ୍ତାରେ ସରକାର। ବିଶେଷ କରି ବ୍ରିଟେନ ଫେରନ୍ତାଙ୍କୁ ନେଇ ବଢିବାରେ ଲାଗିଛି ଦ୍ୱନ୍ଦ୍ୱ। ସେପଟେ ୟୁକେରେ ଆତଙ୍କ ସୃଷ୍ଟି କରିଛି କରୋନାର ନୂଆ ଷ୍ଟ୍ରେନ୍। ଏହା ବେକାବୁ ହୋଇଥିବା ନେଇ ଲୋକଙ୍କୁ ଚେତାଇବା ସହ ଲୋକଙ୍କ ଯାଆସ ଉପରେ କଟକଣା ଜାରି କରିଛନ୍ତି ବ୍ରିଟେନ୍ ସରକାର। ବଡ଼ଦିନ ପାଇଁ ସଂପର୍କୀୟଙ୍କୁ ଏକାଠି ହେବା ଉପରେ ମଧ୍ୟ କଟକଣା ଲଗାଯାଇଛି। ଏହାସହ ଅଣଅତ୍ୟାବଶ୍ୟକ ଦୋକାନ ନଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବହୁ ୟୁରୋପୀୟ ଦେଶ ବ୍ରିଟେନକୁ ବିମାନ ଉଡ଼ାଣ ଉପରେ ନିଷେଧାଦେଶ ଜାରି କରିଛନ୍ତି। ସେପଟେ ୟୁକେରେ ଏଭଳି ସ୍ଥିତି ଦେଖାଦେବାପରେ ଭାରତ ସମେତ ବିଶ୍ୱର ଅନ୍ୟ ଦେଶ ବି ଚିନ୍ତିତ ହୋଇ ପଡ଼ିଛନ୍ତି!!*ଇତିମଧ୍ୟରେ ବ୍ରିଟେନରୁ ମିଳିଥିବା ନୂଆ କରୋନା ଷ୍ଟ୍ରେନ ନେଇ କେନ୍ଦ୍ର ନୀତି ଆୟୋଗ ସଦସ୍ୟ ଡାକ୍ତର ଭିକେ ପଲ୍ କହିଛନ୍ତି ଯେ ବ୍ରିଟେନରୁ ଯେଉଁ ନୂଆ ଷ୍ଟ୍ରେନ୍ ମିଳିଛି ତାହା କେବଳ ସଂକ୍ରମଣ ବଢ଼ାଉଛି। ସଂକ୍ରମଣ କରାଇଲେ ବି ରୋଗୀକୁ ବିଶେଷ ଭାବେ ଗୁରୁତର କରୁନାହିଁ। ଏହା କମ୍ ଘାତକ, ଏହାଦ୍ୱାରା ମୃତ୍ୟୁ ସଂଖ୍ୟା ବଢ଼ିବାର ସମ୍ଭାବନା କମ୍‌। ବ୍ରିଟେନରେ ଦେଖାଦେଇଥିବା ନୂଆ ଷ୍ଟ୍ରେନ ଏଯାବତ ଭାରତରେ ମିଳିନାହିଁ ବୋଲି ସେ କହିଛନ୍ତି!!*ବ୍ରିଟେନରୁ ଆସୁଥିବା ସମସ୍ତ ଯାତ୍ରୀମାନଙ୍କ ପ୍ରତି କଡ଼ା ନଜର ରଖାଯାଇଛି। ବ୍ରିଟେନରୁ ଆସିଥିବା ସମସ୍ତ ଯାତ୍ରୀଙ୍କ RTPCR ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ପଜିଟିଭ ବାହାରିଲେ ହସ୍ପିଟାଲ, ନେଗେଟିଭ ବାହାରିଲେ ଆଇସୋଲେସନ ଯିବେ। ନଭେମ୍ବର ୨୫ରୁ ଡିସେମ୍ବର ୨୨ ମଧ୍ୟରେ ଆସିଥିବା ଯାତ୍ରୀଙ୍କ ଯାଞ୍ଚ ହେବ। ବ୍ରିଟେନରୁ ବା ବ୍ରିଟେନ ଦେଇ ଆସିଥିବା ଯାତ୍ରୀମାନଙ୍କ ଯାଞ୍ଚ କରାଯିବ। ଇମିଗ୍ରେସନ ସହାୟତାରେ ସମସ୍ତ ଯାତ୍ରୀଙ୍କ ତାଲିକା ରାଜ୍ୟମାନଙ୍କୁ ଦିଆଯିବ। ତାଲିକା ଅନୁସାରେ ରାଜ୍ୟ ସରକାର ସଂପୃକ୍ତ ଯାତ୍ରୀମାନଙ୍କ ଯାଞ୍ଚ କରିବେ ବୋଲି ପଲ୍‌ କହିଛନ୍ତି!!

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like