-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

୧୦ ବର୍ଷର ବିକାଶକୁ ଦେଖି ଲୋକେ ଭୋଟ ଦିଅନ୍ତୁ -ସମରେନ୍ଦ୍ର  ବିକାଶ ପାଈଁ ଲଢୁଆ ବିଧାୟକ ଦରକାର -ନରସିଂହ, ପୂର୍ବତନ ବିଜେଡି କାଉନ୍ସିଲର ଉପେନ ଦୀପ ଙ୍କ କଂଗ୍ରେସରେ ଯୋଗଦାନ 

09-Apr-2024



ବଲାଙ୍ଗୀର(ପ୍ରେରଣା ଖବର): ଦୀର୍ଘ ୨୪ବର୍ଷ ରାଜନୈତିକ ଅବହେଳା ପରେ ୨୦୧୪ ମସିହା ରେ ଆପଣ ମାନେ ବଏକ ଲଢୁଆ ଜନପ୍ରତିନିଧି ଭାବେ ନରସିଂହ ମିଶ୍ରଙ୍କୁ ବାଛିଥିଲେ l ସେହି ସମୟରୁ ଆଜି ପର୍ଯ୍ୟନ୍ତ ବଲାଙ୍ଗୀର ପ୍ରତ୍ୟେକ କ୍ଷେତ୍ରରେ ଵିକାଶ କରିଛି, ସେହି ୧୦ବର୍ଷର ପ୍ରକ୍ରିୟାକୁ ନିରନ୍ତର ଜାରି ରଖିବା ପାଈଁ ବଲାଙ୍ଗୀରବାସୀ । ପୁଣି ଥରେ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀଙ୍କୁ ବହୁ ପରିମାଣରେ ଭୋଟ ଦେଇ ବିଜୟୀ କରାଇବେ ବୋଲି ଆଜି ପୌରାଞ୍ଚଳ ଅନ୍ତର୍ଗତ ୱାର୍ଡ ନମ୍ବର ୩ ରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟ ରେ କହିଛନ୍ତି ।ଏହି ଅବସରରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ ଦେଶର ରାଜନୀତି କଂଗ୍ରେସ ଦଳରୁ ଆରମ୍ଭ ହୋଇଛି, ଏହି ଦଳ ଦେଶକୁ ସ୍ୱାଧୀନତା ଦେଇଛି, ସମ୍ବିଧାନ ଦେଇଛି, ଏପରି ଏକ ଦଳ ଯିଏ ଲଢେଇ କରି ଅଞ୍ଚଳ କୁ ଵିକାଶ ପହଂଚେଇଛି, ସେହି ଦଳରେ ଆପଣଙ୍କ ଅଞ୍ଚଳର ଲଢୁଆ ଯୁବ ନେତା ଉପେନ ଦୀପ ଆଜି ସାମିଲ ହୋଇଛନ୍ତି l ଦୀର୍ଘ ୨୪ ବର୍ଷ ର ରାଜତନ୍ତ୍ର ବିରୁଦ୍ଧରେ ଯାଇ ଉପେନ ଦୀପ କଂଗ୍ରେସ ର ୧୦ବର୍ଷ ର ଵିକାଶ ପ୍ରକ୍ରିୟାକୁ ନିରନ୍ତର ଜାରି ରଖିବା ପାଈଁ ଆଜି ଶପଥ ନେଇଛନ୍ତି, ଆପଣ ମାନେ ମଧ୍ୟ ନିଶ୍ଚିତ ବଲାଙ୍ଗୀର ର ଵିକାଶ ପାଈଁ ଏକତାବଦ୍ଧ ହେବେ ବୋଲି ସମରେନ୍ଦ୍ର ମିଶ୍ର କହିଥିଲେ l 
ସମାବେଶ ରେ ମାନ୍ୟବର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଏକ ସଶକ୍ତ, ଲଢୁଆ ବିଧାୟକ ନିର୍ବାଚିତ କଲେ ହିଁ ଅଞ୍ଚଳ ର ପୂର୍ଣ୍ଣାଙ୍ଗ ଵିକାଶ ହୋଇଥାଏ ତେଣୁ ଆପଣ ମାନେ ନିଶ୍ଚିତ ଭାବେ କଂଗ୍ରେସ ଦଳର ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ଯିଏ କି ବିଧାନସଭା ରେ ଇ ଅଞ୍ଚଳ ର ଵିକାଶ ପାଈଁ ଲଢେଇ କରି ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଆଣିପାରିବ ତାଙ୍କୁ ଭୋଟ ଦେଇ ବିଜୟୀ କରାଇବେ।
ନିଜ ବକ୍ତବ୍ୟ ରେ ବିଧାୟକ ଶ୍ରୀ ମିଶ୍ର ସ୍ଥାନୀୟ ରାଜପରିବାର କୁ ଵିକାଶ ବିରୋଧୀ ବୋଲି ଟାର୍ଗେଟ କରିଵା ସହ ଏମାନେ ବଲାଙ୍ଗୀର କୁ ପଛୁଆ କରିବାର ଷଡଯନ୍ତ୍ରକାରୀ ବୋଲି ଆକ୍ଷେପ କରିଥିଲେ ।
କାରଣ ବିଜେଡି ରାଜନେତା ମାନଙ୍କ ଷଡଯନ୍ତ୍ର ଯୋଗୁଁ ବଲାଙ୍ଗୀର ରେ ହାଇକୋର୍ଟ ବେଞ୍ଚ, କୃଷିବିଶ୍ୱବିଦ୍ୟାଳୟ, ତଥା କୌଣସି କୃଷି ଭିତ୍ତିକ ଶିଳ୍ପ ଆଜି ପର୍ଯ୍ୟନ୍ତ ବଲାଙ୍ଗୀର ରେ ପ୍ରତିଷ୍ଠା ହୋଇ ପାରିଲା ନାହିଁ l
ଏଣୁ ଆପଣ ମାନେ ଏପରି ଵିକାଶ ବିରୋଧୀଙ୍କୁ ନିର୍ବାଚନରେ କଡା ଜବାବ ଦେବେ ଓ କଂଗ୍ରେସକୁ ବିଜୟୀ କରିବେ ବୋଲି କହିଥିଲେ ।
ଆଜିର ସଭାରେ ଅନ୍ୟମାନଙ୍କ ମଧ୍ୟରେ ଯୁବ ନେତା ଉପେନ ଦୀପ, ଜ୍ୟୋତି ନାଗ, ରୁପେଶ ନାଗ,ସନ ନାଗ, ବରିଷ୍ଠ ନାଗରିକ ଅମୁଲ୍ୟ ଛତ୍ରିଆ, ଅନିଲ ନାୟକ, ଏ ଆଇ ସି ସି ପର୍ଯ୍ୟବେକ୍ଷକ ମଂଚାସୀନ ଥିବା ବେଳେ ସଭାରେ ଅନେକ ମହିଳା ଓ ପୁରୁଷ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like