-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ଫିରିଙ୍ଗିଆ ରେ ବିଜେପି ସାଂସଦ ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଙ୍କ ନିର୍ବାଚନୀ ପ୍ରଚାର

09-Apr-2024



 କନ୍ଧମାଳ:ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ଉଷ୍ମ ହେବାରେ ଲାଗିଛି ରାଜନୀତି I ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ଘୋଷଣା ପରେ ସରଗରମ ହେବାରେ ରାଜନୀତି ମାହୋଲ l ବିଭିନ୍ନ ରାଜନୈତିକ ଦଳର ନେତା ଏବେ ସହର ଠାରୁ ଗାଁ ମୁହାଁ ହେଉଥିବା ବେଳେ ବିଭିନ୍ନ ଚା ଦୋକାନ ଠାରୁ ଆରମ୍ଭ କରି ଗ୍ରାମଞ୍ଚଳ ଠାରୁ ଶହରାଞ୍ଚଳ ସବୁଠି ଏବେ ରାଜନୀତି ଚର୍ଚ୍ଚା ଦେଖିବାକୁ ମିଳୁଛି I ଅନୁରୂପ ଭାବରେ ଆଦିବାସି ବହୁଳ କନ୍ଧମାଳ ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ବ୍ଲକ ଭାବରେ ଜଣାଶୁଣା ଫିରିଙ୍ଗିଆ ବ୍ଲକ ରେ ମଧ୍ୟ୍ୟ ସର୍ଗରମ ହେବାରେ ଲାଗିଛି ରାଜନୀତି I ତେବେ ଅନୁରୂପ ଭାବରେ ଫିରିଙ୍ଗିଆ ବ୍ଲକ ରେ ପ୍ରଥମ ଥର ପାଇଁ  ମଙ୍ଗଳବାର ବିଜେପି ସାଂସଦ ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଫିରିଙ୍ଗିଆ ରେ ଲୋକ ସମ୍ପର୍କ ସହ ରାଜନୀତି ପ୍ରଚାର ଆରମ୍ଭ କରିଛନ୍ତି l  ପ୍ରଚାର ବେଳେ ବିଜେପି ଦଳୀୟ କର୍ମୀ ଓ ନେତା ମାନଙ୍କ ସହ ଆଲୋଚନା କରିବା ସହ ମୋଦିଜୀ ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ କୁ ନେଇ ତୃଣ ମୂଳ ସ୍ଥରରେ କିଭଳି ଭାବରେ ଗାଁ ଗାଁରେ ଜନସାଧାରଣ ଙ୍କ ପାଖରେ ପହଞ୍ଚି ମୋଦିଜି ଙ୍କ ବିଭିନ୍ନ କାର୍ଯ୍ୟକ୍ରମ କୁ ନେଇ  ସଚେତନ କରିହେବ ସେ ନେଇ ଆଲୋଚନା କରିଛନ୍ତି l ପରେ ଫିରିଙ୍ଗିଆ ବ୍ଲକ ବଜାର ଓ ହାଟରେ ବିଭିନ୍ନ ଜନସାଧାରଣ ଙ୍କ ସହ ନିକଟତର ହେବା ସହ ଆଲୋଚନା କରିଛନ୍ତି l ଏହି ପ୍ରଚାର କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟୁକୁ ଦଳବେହେରାଙ୍କ ସହ ଫିରିଙ୍ଗିଆ ସମିତି ସଭ୍ୟା ମୌସୁମୀ ପ୍ରଧାନ, ବିଜେପି ନେତା ତଥା ଶୋସିଏଆଲ ମିଡ଼ିଆ ସେଲ ର ସଦସ୍ୟ ସଞ୍ଜୟ ଦିଗାଲ, ବରିଷ୍ଠ ବିଜେପି ନେତା କଂସଦେବ ସାହୁ, ବରିଷ୍ଟ ବିଜେପି କର୍ମୀ ସୁରେନ୍ଦ୍ର କହଁର,ଭରତ ମହାନନ୍ଦ, ଯୁବ ବିଜେପି ନେତା ପ୍ରଦୀପ ସାହୁ,ସମ୍ପତି ଦିଗାଲ ଙ୍କ ସହ ବହୁ ବିଜେପି କର୍ମୀ ଓ ନେତା ଉପସ୍ଥିତ ଥିଲେ I 
(କନ୍ଧମାଳ ଜିଲ୍ଲାରୁ ମୃତ୍ୟୁଞ୍ଜୟ ଦିଗାଲ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like