-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ସିମନବାଡିରେ ପଞ୍ଚୁଦଣ୍ଡ ମିଳନ ଉଦଯାପିତ : ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

09-Apr-2024



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର  ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ ଗ୍ରାମବାସୀ ତାଙ୍କୁ ବାଟ ବରଣ କରି ଦୁର୍ଗା ମଣ୍ଡପକୁ ସ୍ବାଗତ କରି ନେଇଥିଲେ। ଦଣ୍ଡ ଦଳ ଦୁର୍ଗାମଣ୍ଡପକୁ ବିରାଟ ଶୋଭାଯାତ୍ରାରେ ଢୋଲ ମହୁରୀ ବଜାଇ ପହଞ୍ଚି ଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ ବରଣ କରିଥିଲେ। ଏହି ଅବସରରେ ବୀଣାକାରଙ୍କ ଦ୍ୱାରା ବନ୍ଦନା ଗାନ କରାଯାଇଥିଲା। ଏହି କ୍ରମରେ ୫ ଦଣ୍ଡ ତଥା ଫିରିଙ୍ଗିଆ ବ୍ଲକର କରଣ୍ଡାଗଡ ଦଣ୍ଡ ଦଳ ସମେତ କ. ନୂଆଗାଁ ବ୍ଲକ ଗୁଞ୍ଜିବାଡି, କେଲେମାହା, ଲେତିଙ୍ଗିଆ ଏବଂ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡିର ଦଣ୍ଡ ଏହି ମିଳନରେ ଅଂଶ ଗ୍ରହଣ କରିଥିଲେ। ସମସ୍ତ ଦଳ ଗାଁରେ ଥିବା ମନ୍ଦିର ପରିକ୍ରମା କରିବା ସହ ମା’ ପାଟ୍ଟଖଣ୍ଡା ମନ୍ଦିର ପରିସରରେ ପହଞ୍ଚି ଥିଲେ। ସେଠାରୁ ମଧ୍ୟାହ୍ନ ମିଳନ ସ୍ଥଳରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିବା ବେଳେ ପାରମ୍ପରିକ କୁରାଡିଆ ନୃତ୍ୟ ସହ ବାଘ, ଭାଲୁ, ବଳଦ ନୃତ୍ୟ ସମେତ ଜଙ୍ଗଲ ସୁରକ୍ଷା ଦିଗରେ ସଚେତନ ମୂଳକ ନାଟକ ଓ ନୃତ୍ୟ ପରିବେଷଣ ହୋଇଥିଲା। ସେହିପରି ଅପରାହ୍ନରେ ଜଳ ଦଣ୍ଡ ଓ ସନ୍ଧ୍ୟାରେ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ସନ୍ଧ୍ୟା ଆଳତି ସହ ଦଣ୍ଡ ମିଳନ ହୋଇଥିଲା। ସେହିପରି ବିଳମ୍ବିତ ରାତିରେ ଦଣ୍ଡର ଉତ୍ପତି ଓ ଦଣ୍ଡ ଚରିତ୍ରକୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଅଞ୍ଚଳର ହଜାରହଜାର  ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ସିମନବାଡି ପଞ୍ଚୁଦଣ୍ଡ ମିଳନ ପରିଚାଳନା କମିଟି ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ କମିଟିର ଏହା ଦ୍ୱିତୀୟ ବାର୍ଷିକ କାର୍ଯ୍ୟକ୍ରମ ବୋଲି କମିଟିର ସଭାପତି ଅରୁଣ ସାହୁ କହିଛନ୍ତି। ଏହି କାର୍ଯ୍ୟକ୍ରମ କୁ କମିଟି ସଭାପତି ଅରୁଣ ସାହୁଙ୍କ ସମେତ ବିନୋଦ ସାହୁ, ସରୋଜ ସାହୁ, ଚିଣ୍ଟୁ ସାହୁ, ପିଣ୍ଟୁ ସାହୁ, ବିକି ନାୟକ, ରାଜେଶ ସାହୁ, ନିଲୁ ସୁବୁଦ୍ଧି, ସୋନୁ ସାହୁ, କୁଲୁ ଚୌଧୁରୀ, ବରୁଣ ବେହେରା, ଅଶୋକ ବେହେରା, ବଣ୍ଟି ସାହୁ, ଚିତ୍ତ ପ୍ରଧାନ, କେ. ମାନବୋଧ ନାୟକ, ଝୁଲୁ ସାହୁ, ବୁନା ଚୌଧୁରୀ, ସାଇବ ସାହୁ, ଧନଞ୍ଜୟ, ପୁର୍ଣ୍ଣଚନ୍ଦ୍ର ବିନ୍ଧାଣି, ସଞ୍ଜୁ ସାହୁଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like