-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ଜିଲ୍ଲା

ଭାଜପା ଛାଡିଥିବା ପ୍ରଭାସ ଓ ବବି ମିଶ୍ର ଶଙ୍ଖ ଫୁଙ୍କିଲେ 

10-Apr-2024



ବାଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲାରେ ବିଜେପି ଶିବିରରେ କଳାଛାଇ । ସଂଗୀତାଙ୍କ ଟିକେଟ ଘୋଷଣା ପରେ ଅନେକ ଭାଜପା ନେତା ଅସନ୍ତୋଷ ପ୍ରକାଶ କରି ଦଳ ଛାଡୁଛନ୍ତି । ଗତକାଲି ବଲାଙ୍ଗୀରର ଜଣାଶୁଣା ଭାଜପା ନେତା  ତଥା ପୂର୍ବତନ ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ ଦଳ ଛାଡିଥିଲେ । ସେହିପରି ଜିଲ୍ଲା ମହିଳାମୋର୍ଚ୍ଚା ସଭାନେତ୍ରୀ ପଙ୍କଜିନୀ ପଣ୍ଡା ମଧ୍ୟ ଭାଜପା ଛାଡିଥିଲେ । ସେହିପରି ଭାଜପାର ଯୁବନେତା ସୁରମ୍ୟ ମିଶ୍ର(ବବି ମିଶ୍ର) ମଧ୍ୟ ଭାଜପା ଦଳ ଛାଡିଥିଲେ । ଆଜି ଭୁବନେଶ୍ୱର ଶଙ୍ଖ ଭବନଠାରେ ପ୍ରଭାସ ପାଣିଗ୍ରାହୀ,ସୁରମ୍ୟ ମିଶ୍ର(ବବି) ଓ ବିନୋଦ ନାଗ(ନାଗା) ଆନୁଷ୍ଠାନିକ ଭାବରେ ବିଜେଡି ଦଳରେ ଯୋଗ ଦେଇଛନ୍ତି । ରାଜ୍ୟସଭା ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଡ.ସମ୍ବିତ ପାତ୍ର, ବିଜେଡି ରାଜ୍ୟ ସାଧାରଣ ସଂପାଦକ ତଥା ବଲାଙ୍ଗୀର ବିଜେଡି ବିଧାୟକ ପ୍ରାର୍ଥି କଳିକେଶନାରାୟଣ ସିଂଦେଓ ଓ ପ୍ରବକ୍ତା ପ୍ରୀୟବ୍ରତ ମାଝୀଙ୍କ ଉପସ୍ଥ୍ରିତିରେ ଏମାନଙ୍କୁ ବିଜେଡି ଉତ୍ତରିୟ ଦେଇ ଆନୁଷ୍ଠାନିକ ଭାବରେ ବିଜେଡିରେ ସାମିଲ କରାଇଛନ୍ତି । 

ବଲାଙ୍ଗୀରରେ ଭାଜପା ଦଳକୁ ସଂଗୀତା ଓ କନକଙ୍କ ଏକଛତ୍ରବାଦ ହିସାବରେ ଚଳାଇଛନ୍ତି । ଦେଶରେ ନରେନ୍ଦ୍ର ମୋଦୀ କଂଗ୍ରେସମୁକ୍ତ ଭାରତ ନାରା ଦେଉଥିବା ବେଳେ ଭାଜପା ସାଂସଦ ସଂଗୀତା ବଲାଙ୍ଗୀରରେ କଂଗ୍ରେସଯୁକ୍ତ କାର୍ଯ୍ୟକଳାପ କରୁଥିବାରୁ ପ୍ରଭାସ ଦଳ ଛାଡିଲେ ବୋଲି ଗଣମାଧ୍ୟମକୁ ଗତକାଲି କହିଥିଲେ । ରାଜ୍ୟରେ ନବୀନ ସରକାର ଅମଳରେ ଅନେକଗୁଡିଏ ବିକାଶମୂଳକ ପ୍ରକଲ୍ପ କାମ ହୋଇଛି ତେଣୁ ନବୀନ ପଟ୍ଟନାୟକଙ୍କ ଆଦର୍ଶ ତଥା ବଲାଙ୍ଗୀର ବିକାଶରେ ସହଭାଗୀ ହେବାକୁ ବିଜେଡିରେ ଯୋଗ ଦେଇଥିବା ପ୍ରଭାସ ଓ ବବି ଆଜି କହିଛନ୍ତି । ପ୍ରଭାସ ଓ ବବିଙ୍କ ଯୋଗଦାନ ପରେ ବଲାଙ୍ଗୀର ବିଜେଡି ଦଳ ଆହୁରି ମଜବୁତ ହେବ ବୋଲି ବଲାଙ୍ଗୀର ବିଜେଡି ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like