-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଲାଠସର ଗ୍ରାମରେ ହନୁମାନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ

10-Apr-2024



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ବାବୁଫାଷଡ଼ ପଂଚାୟତ ଅନ୍ତର୍ଗତ ଲାଠସର ଗ୍ରାମରେ ହନୁମାନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ କଳସ ସୋଭାଯାତ୍ରl ଅନୁଷ୍ଠିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ଗ୍ରାମର ସମସ୍ତ ମହିଳା ଓ ପୁରୁଷ କଳସ ସୋଭାଯାତ୍ରାରେ ସାମିଲ ହୋଇ ନିକଟରେ ଥିବା ନଦୀ ରୁ ଜଳଆଣି ଯଜ୍ଞ ମଣ୍ଡପରେ ସ୍ଥାପନ କରିଥିଲେ l ଏହି କଳସ ସୋଭାଯାତ୍ରl ସମୟରେ କୀର୍ତ୍ତନ ଓ ବାଜାବଜାଇ ସୋଭାଯାତ୍ରା ବାହାରି ନଦୀରୁ ଜଳଆଣି ମଣ୍ଡପରେ ସ୍ଥାପନ କରିଥିଲେ l

ଏହି ଯାତ୍ରା ଆଜିଠୁ ଆରମ୍ଭ ହୋଇଛି ଓ ଏହା ଆସନ୍ତା 14 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଯାତ୍ରା କମିଟି ତରଫରୁ ସୂଚନା ମିଳିଛି l ଯାତ୍ରା ଉପଲକ୍ଷେ ପ୍ରତିଦିନ ନାମଯଜ୍ଞ, ପାରାୟଣ, ରାବଣ ଦରବାର, ମିନାବଜାର ଅନୁଷ୍ଠିତ ହେବା ସହିତ ରାତି ରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ନାଟକ, ଦଣ୍ଡ ଅନୁଷ୍ଠିତ ହେବବୋଲି ଯାତ୍ରା କମିଟି ପ୍ରକାଶ କରିଛି l ଏହି ଯାତ୍ରା କମିଟି ର ସଭାପତି ଦାୟିତ୍ୱ ରେ ସାଧୁ ସେଠ୍ ଓ ସମ୍ପାଦକ ଦାୟିତ୍ୱ ରେ ସୁଦାମ ବଗାର ରହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like