-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଅସହାୟ ବୃଦ୍ଧା ଅନ୍ଧୁଣି ମା ଙ୍କ ବୟସ୍କା ଝିଅ ର ଶବ ସଂସ୍କାର କଲେ ସ୍ବେଚ୍ଛାସେବୀ

11-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ଏକ ଗରିବ ଅସହାୟ  ପରିବାର ର  ବୟସ୍କା ଝିଅ ଗୀତାଞ୍ଜଳୀ ( 56)ର ମୃତ୍ୟୁ ଘଟିବା ପରେ ପାଖ ପଡିଶା ଓ ଆତ୍ମୀୟ ସ୍ୱଜନ ଲୋକେ କେହି ସହଯୋଗ ନ କରିବାରୁ ଦିନ 10 ଟା ରୁ ସନ୍ଧ୍ୟା 5ଟା ଯାଏ ସଂସ୍କାର ନ ହୋଇ ପଡ଼ି ରହିଥିଲା ଶବ l ମୃତା ଝିଅ ଗୀତାଞ୍ଜଳି ର 80 ବର୍ଷ ର ବୃଦ୍ଧା ମାଆ ଟା ଭଲ ରେ ଦେଖି ପାରୁନି l  ଏକ ମାତ୍ର  ଭାଈ ଦୁଃଖ ରେ ଭାଙ୍ଗି ପଡି ଓ ଅସହାୟତା ପ୍ରକାଶ କରି ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ଓ ସ୍ୱଚ୍ଛ ଭାରତ ସଂଗଠନ ର ସ୍ଵେଚ୍ଛାସବୀ ଙ୍କୁ ଖବର କଲେ , ସହାୟତା  ମାଗିଲେ l ଏ ଖବର ପାଈ ବୁଢ଼ା ରାଜା ଅନୁଷ୍ଠାନ କୁ ଅସହାୟ ଙ୍କ ଶବ ସଂସ୍କାର କାମ ରେ ସହଯୋଗ ପାଇଁ ଦାନ କରିଥିବା ଶବ ବାହକ ମହାପ୍ରୟାଣ ଗାଡ଼ି କୁ ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ  ତୁରନ୍ତ ପଠାଇଥିଲେ l  ପରେ ସମସ୍ତ ସ୍ଵେଚ୍ଛାସେବୀ ପହଞ୍ଚି ଅସହାୟ ପରିବାର ର ସହାୟତା କରି ଶବ କୁ କlନ୍ଧେଇ ମହାପ୍ରୟାଣ ଗାଡ଼ି ରେ ସ୍ମଶାନ କୁ ନେଇଥିଲେ l ଓ ରାମେଶ୍ବର ଶ୍ମଶାନ ଘାଟ ରେ ମୃତା ମହିଳା ର ଶବ  ସଂସ୍କାର କଲେ l ଏଭଳି  ଏକ ହୃଦୟ ବିଦାରକ ଘଟଣା ଘଟିଛି ଅଜି ସୋନପୁର ରାୟଗୁରୁ ପଡ଼ା ଠାରେ l ସମାଜସେବୀ ସଞ୍ଜୟ ମହାପାତ୍ର, କାହୁଁ ସାହୁ, ମନୋଜ ପଣ୍ଡା, ସ୍ଵରୂପ ପାତ୍ର , ଜୟନାରାୟଣ ସାହୁ, ରବୀନ୍ଦ୍ର ଜେନା, ରାଜେଶ୍ ସିଂ, ପ୍ରମୁଖ ସ୍ଵେଚ୍ଛlସେବୀ ଆଜି ଏହି ମହାନ ସେବା ରେ ସାମିଲ୍ ଥିବା ବେଳେ ପୂର୍ବ ରୁ ମଧ୍ୟ ଏଇ ସ୍ଵେଚ୍ଛାସବୀ ମାନେ ଅନେକ ଅସହାୟ ଅଜଣା ଶବ କୁ ସଂସ୍କାର କରିଥିବା ଜଣାଯାଇଛି l ରାଷ୍ଟିୟ ସ୍ଵଂୟ ସେବକ ସଙ୍ଘ ଓ ସ୍ବଚ୍ଛ ଭାରତ ସଙ୍ଗଠନ ର ସ୍ବେଚ୍ଛାସେବୀ ଙ୍କ ଏହି ସହାୟତା ବା ମହତ୍ କାର୍ଯ୍ଯ କୁ ସହର ବାସୀ ଉଚ୍ଚ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026

You Might Also Like