-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

11-Apr-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହର ସ୍ଥିତ ଶାରଦା ଭବନ ଠାରେ ଆଜି କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଡିଙ୍ଗର କୁମ୍ଭାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବରଗଡ଼ର କୋଶଳ ସଂଗ୍ରାମୀ ଦମଣୀ ଦନ୍ତା,ପ୍ରତିଶ ଦାସ, ଅଂଶୁମାନ ନନ୍ଦ,ନନ୍ଦନ ମହାନନ୍ଦ ,ଜନସନ ନାଗ,ସୁବାସ ଆଚାର୍ଯ୍ୟ, ଶାନ୍ତନୁ ବୁଦ୍ଧିଆ ,ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ଏଥିରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଦାଦନ ସମସ୍ୟା, ଶିଳ୍ପ କାରଖାନା, ସ୍ବାସ୍ଥ୍ୟ,ବୈଷୟିକ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ପାନୀୟ ଜଳ ସମସ୍ୟା, ବିଦ୍ୟୁତ ସମସ୍ୟା ଆଦି ସମସ୍ୟାର ସମାଧାନ ଦିଗରେ ଭାରତ ସ୍ଵାଧିନତା ର ଦୀର୍ଘ ୭୫ ବର୍ଷ ବିତିଯାଇଥିଲେ ସୁଦ୍ଧା  ନିର୍ବାଚିତ ଜନପ୍ରତିନିଧି ଙ୍କ ଇଚ୍ଛା ଶକ୍ତି ଅଭାବ ଯୋଗୁଁ ସମସ୍ୟାର ସମାଧାନ ହୋଇପାରିନାହିଁ। ଅନ୍ୟପକ୍ଷେ ଅଞ୍ଚଳ ରେ ଖଣି ଖାଦାନ ଭର୍ ପୂର ଥିବା ବେଳେ ଶିଳ୍ପବୀହିନ ହେତୁ ଲୋକେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି କୋଶଳ ସଂଗ୍ରାମୀ ନେତା ମାନେ ମନ୍ତବ୍ୟ ଦେଇଛନ୍ତି। ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ କଲେ ପଶ୍ଚିମାଞ୍ଚଳ ର ସବୁ କ୍ଷେତ୍ରରେ ଉନ୍ନତି ହୋଇପାରିବା ସହ ସମସ୍ୟାର ସମାଧାନ ଦିଗରେ ସ୍ବର ଉଠାଇବା ପାଇଁ ଆଗାମୀ ନିର୍ବାଚନରେ କୋଶଳ ସଂଗଠନ ରୁ ବିଧାୟକ ପ୍ରାର୍ଥୀ ଚୟନ କରାଯାଉଥିବାବେଳେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ପାଇଁ ସମାଜସେବୀ ବଲରାମ ବଗର୍ତ୍ତି ଙ୍କୁ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ପ୍ରାର୍ଥୀ ଚୟନ କରାଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ବଲରାମ ବଗର୍ତ୍ତି ଙ୍କ କହିବା ଅନୁଯାୟୀ ମୁଁ ଛୋଟ ବେଳୁ ଦେଖି ଆସୁଅଛି ଯେ ଆମ ବଲାଙ୍ଗିର ଜିଲ୍ଲା ବହୁ ଅବହେଳିତ ହୋଇ ପଡିରହିଥିବା ବେଳେ ଲୋକେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଅନେକ ନିର୍ଯ୍ୟାତନା ର ଶିକାର ହୋଇଛନ୍ତି। ଅନେକ ଦାଦନ ଶ୍ରମିକ ନିର୍ଯ୍ୟାତିତ ହୋଇ ହାତ ଗୋଡ ହରାଇବା ସହ ମୃତ୍ୟୁବରଣ କରି କାହା ଶବ ଭିଟା ମାଟି କୁ ଫେରିପାରୁଛିତ କାହା ଶବ ସେଠି ଯାଯାବର ଭଲି ଶ୍ବାନ,ଶୃଗାଳ ଝାଂପି ଖାଇଦେଉଛନ୍ତି । ଯେତେବେଳେ ଏ ବିଷୟରେ ପରିବାର ଲୋକଙ୍କ ପାଖକୁ ଖବର ଆସୁଛି ତ ଶୁଣିଲା ମାତ୍ରେ ଆଖିରୁ ଧାର ଧାର ହୋଇ ଲୁହ ଗଢ଼ି ଉଠୁଛି ।  ଏସବୁକୁ ଦୃଷ୍ଟି ରେ ରଖି ମୁଁ ଇଞ୍ଜିନିୟରିଂ ପାଠପଢି ଚାକିରି ନକରି ଲୋକଙ୍କ ସେବା ରେ ନିଜକୁ ସମର୍ପିତ କରିଦେଇଥିବା ବେଳେ ମୁଁ ଜଣେ ନିର୍ବାଚିତ ପ୍ରାର୍ଥୀ ହୋଇ ଅଞ୍ଚଳର ଲୋକଙ୍କ ସାଧାରଣତଃ ମୌଳିକ ସମସ୍ୟା କୁ ନେଇ ବିଧାନସଭାରେ ସ୍ବରଉତ୍ତୋଳନ କରିବି ବୋଲି ଆଶା ରଖିଛି । ପୂର୍ବରୁ ଶାସକ ଦଳ ରେ ପ୍ରାର୍ଥୀ ହୋଇ ଛିଡା ହେବି ବୋଲି ଭାବିଥିଲି । କିନ୍ତୁ ଭାଗ୍ୟରେ ନ ଥିଲା। ତଥାପି ମୁଁ ହାର ମାନିନି ସେଥିପାଇଁ ଆଜି ମୁଁ କୋଶଳ ମାଁ ମାଟି ପାଇଁ ଲଢେଇ କରିବି ବୋଲି ପ୍ରତିଜ୍ଞା ନେଇଛି। ଆଜି ମାଁ ପାଟେଣେଶ୍ଵରୀ , ସମଲେଶ୍ଵରୀ, ସୁରେଶ୍ଵରୀ,ଦଶମତୀ ଙ୍କ ଠାରେ ଶପଥ କରି କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ଆପଣ ମାନଙ୍କ ଆର୍ଶିବାଦ ନେଇ ବିଜୟ ହେବି ବୋଲି ମୁଁ ଆଶା କରେ । କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ପୁଷ୍ପମାଳ୍ୟ ଅର୍ପଣ କରି ବଲରାମ ବଗର୍ତ୍ତି ଙ୍କୁ ସ୍ବାଗତ କରାଯାଇଥିଲା । ଏଥିରେ ଶତାଧିକ କୋଶଳ ସଂଗ୍ରାମୀ ,ପ୍ରେମୀ , ବୁଦ୍ଧିଜିବୀ ଯୋଗଦାନ କରି କାର୍ଯ୍ୟ କୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like