-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

ବିଜେଡିଦଳ ଛାଡିଲେ ସରୋଜ ଓ ଜ୍ୟୋତି ପାଣିଗ୍ରାହୀ

11-Apr-2024



ବାଲାଙ୍ଗୀର(ପ୍ରେରଣା ଖବର): ଦୀର୍ଘ ୩୫ବର୍ଷ ହେଲା ପ୍ରଥମେ ଜନତାଦଳ ଓ ପରେ ବିଜୁଜନତାଦଳରେ ରହିଆସିଥିବା ବରିଷ୍ଠନେତା ସରୋଜ ପାଣିଗ୍ରାହୀ ଓ ତାଙ୍କ ପତ୍ନୀ ଜ୍ୟୋତି ପାଣିଗ୍ରାହୀ ଆଜି ବିଜେଡିଦଳରୁ ଇସ୍ତଫା ଦେଇଛନ୍ତି । ସେମାନେ ଦଲର ସୁପ୍ରୀମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନେକଥର ଭେଟିବାକୁ ଚେଷ୍ଟାକରି ବିଫଳ ହେବାପରେ ଦଳପ୍ରତି ବିମୁଖ ହୋଇ ଆଜି ବିଜେଡିଦଳ ତ୍ୟାଗ କରିଛନ୍ତି ବୋଲି ତାଙ୍କ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି । ସରୋଜ ଓ ଜ୍ୟୋତି ବଲାଙ୍ଗୀର ନିର୍ବାଚନମଣ୍ଡଳି ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମର ମୂଳବାସିନ୍ଦା । ସରୋଜ ପାଣିଗ୍ରାହୀ ପୂର୍ବରୁ କାଜୁନିଗମର ଅଧ୍ୟକ୍ଷ ଥିଲେ । ସେହିପରି ଜ୍ୟୋତି ପାଣିଗ୍ରାହୀ ୧୯୯୫ ମସିହାରେ ବିଜୁ ପଟ୍ଟନାୟକଙ୍କ ଡାକରାରେ ଅଧ୍ୟାପିକା ଚାକିରି ଛାଡି ଆସି ଲୋଇସିଂହା ନିର୍ବାଚନମଣ୍ଡଳିରେ ଜନତାଦଳର ବିଧାୟିକା ପ୍ରାର୍ଥିନୀ ହୋଇଥିଲେ । ପରେ ବିଜେଡିଦଳରେ ନବୀନ ପଟ୍ଟନାୟକଙ୍କ ସହିତ ରହି ଦଳୀୟ ପଦପଦବୀରେ ରହି ସଂଗଠନ କରିଥିଲେ । ଜ୍ୟୋତି ପାଣିଗ୍ରାହୀ ପୂର୍ବରୁ ଥରେ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ମଧ୍ୟ ରହିଥିଲେ । ଏବେ ସେ ବିଜୁମହିଳା ଜନତାଦଳର ରାଜ୍ୟ ଉପସଭାପତି ରହିଥିଲେ । ସେ ଚଳିତ ୨୦୨୪ ନିର୍ବାଚନରେ ବଲାଙ୍ଗୀର ସଂସଦୀୟ କ୍ଷେତ୍ରରୁ ସାଂସଦପ୍ରାର୍ଥି ହେବାକୁ ଆଶାୟୀ ଥିଲେ । କିନ୍ତୁ ସେ ଟିକାଟ ପାଇବା ଦୂରର କଥା ଦଳୀୟ ସୁପ୍ରୀମୋଙ୍କୁ ଭେଟିବାକୁ ଚାହିଥିଲେ ମଧ୍ୟ ତାଙ୍କୁ ସେହି ସୁଯୋଗ ମଧ୍ୟ ମିଳିଲା ନାହିଁ । ତେଣୁ ଏହାକୁ ପ୍ରତିବାଦ କରି ପାଣିଗ୍ରାହୀ ଦମ୍ପତ୍ତି ବିଜେଡି ଛାଡିଛନ୍ତି । ଉଭୟେ କିଛିଦିନ ମଧ୍ୟରେ ଭାଜପାଦଳରେ ଯୋଗଦେବେ ବୋଲି ଆଲୋଚନା ହେଉଛି । 
   ସେପଟେ ତାଙ୍କ ପରିବାରରୁ ସରୋଜଙ୍କ ଭାଇ ସୁକାନ୍ତ ପାଣିଗ୍ରାହୀ ଓ ଟିଟିଲାଗଡରେ ରହୁଥିବା ପୁରୁରା ବିକାଶ ପାଣିଗ୍ରାହୀ ଚଳିତବର୍ଷ ବିଜେଡିରେ ଯୋଗଦେଇଛନ୍ତି । ସୁକାନ୍ତ ତାଙ୍କ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ବିଜେଡିଦଳରେ ଯୋଗଦେଇଛନ୍ତି । ଠିକ ସେହିପରି ବିକାଶ ପାଣିଗ୍ରାହୀ ଟିଟିଲାଗଡ ବ୍ଲକ କଗ୍ରେସ ସଭାପତି ଥିଲେ ଓ ଏବେ କିଛିଦିନ ତଳେ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂଭୋଇଙ୍କ ସାଙ୍ଗରେ ବିଜେଡିରେ ଯୋଗଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like