-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ଓଡ଼ିଶାରେ ହେବ ଦେଶର ସର୍ବବୃହତ ହକି ଷ୍ଟାଡିୟମ

24-Dec-2020



 ରାଉଲକେଲା (ପ୍ରେରଣା ଖବର) : ରାଉରକେଲାରେ ହେବ ଦେଶର ସର୍ବବୃହତ ହକି ଷ୍ଟାଡିଅମ। ୨୦ ହଜାର ଦର୍ଶକ ଏକାଠି ବସି ଷ୍ଟାଡିଅମରୁ ମ୍ୟାଚ୍ ଦେଖିପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଷ୍ଟାଡିଅମ୍ ନେଇ ଆଜି ଘୋଷଣା କରିଛନ୍ତି। ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ୧୫ ଏକର ଜମିରେ ନିର୍ମାଣ ହେବ ଏହି ହକି ଷ୍ଟାଡିଅମ। ୨୦୨୩ ପୁରୁଷ ହକି ବିଶ୍ୱକପ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ। ଏହାପୂର୍ବରୁ ଏଠାରେ ବୃହତ ହକି ଷ୍ଟାଡିଅମ୍ ନିର୍ମାଣ ନେଇ ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଷ୍ଟାଡିଅମରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହ ଉଭୟ ଖେଳାଳି ଓ ଦର୍ଶକଙ୍କୁ ନୂଆ ଅନୁଭୂତି ପ୍ରଦାନ କରିବ। ଏଥିସହ ସୁନ୍ଦରଗଡକୁ ହକି ପ୍ରତିଭାଙ୍କ ପାୱାରହାଉସ କହିଛନ୍ତି ମୁଖ୍ୟମନ୍ତ୍ରୀ। ଲଗାତର ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ଆୟୋଜନ ହେବ ହକି ବିଶ୍ୱକପ୍। ୨୦୨୩  ପୁରୁଷ ହକି ବିଶ୍ୱକପ୍ ଓଡ଼ିଶା ଆୟୋଜନ କରିବ ବୋଲି ସେତେବେଳେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୮ ବିଶ୍ୱକପ୍ ହକି ଉଦଘାଟନର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଅନ୍ତର୍ଜାତୀୟ ହକି ମହାସଂଘ FIH ସଭାପତି ନରିନ୍ଦର ବାତ୍ରାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ। ତେବେ ଏଥର କେବଳ ଭୁବନେଶ୍ୱର ନୁହେଁ, ରାଜ୍ୟର ହକି ଏନ୍ତୁଡ଼ିଶାଳ ସୁନ୍ଦରଗଡ଼କୁ ବ୍ୟାପିବ ବିଶ୍ୱକପ୍ ହକି ଫ୍ଲେବର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେପଟେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୭ଟି ଆଷ୍ଟ୍ରୋଟର୍ଫ ହକି ଷ୍ଟାଡିୟମ ତିଆରି କରାଯିବ । ଏହାସହ କଳିଙ୍ଗ ଷ୍ଟାଡିୟମରେ ଏକ ହାଇ ପରଫରମାନ୍ସ ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି କୁହାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like