-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ବିଡେଜି ଛାଡି କଂଗ୍ରେସ ରେ ଯୋଗ ଦେଲେ ୪୦ ରୁ ଉର୍ଦ୍ଧ୍ୱ ମହିଳା ପୁରୁଷ, ସମରେନ୍ଦ୍ରଙ୍କ ନେତୃତ୍ୱ ପ୍ରତି କଲେ ଆସ୍ଥା ପ୍ରକଟ

11-Apr-2024



ବଲାଙ୍ଗୀର(ପ୍ରେରଣା ଖବର ):  ଆଜି ଅପରାହ୍ନ ୪.୩୦ ମି. ରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଆବାସିକ କାର୍ଯ୍ୟାଳୟରେ ଦେଓଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନପୁର ପଂଚାୟତର  ଅଏଁଲାପାଲି ଗାଁ ର ୪୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ବିଜୁ ଜନତା ଦଳ ଛାଡି କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି । ମାନ୍ୟବର ବଲାଙ୍ଗିର ବିଧାୟକଙ୍କ ବିକାଶମୂଳକ କାର୍ଯ୍ୟଧାରା ଓ ଯୁବନେତା ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ନେତୃତ୍ୱ ଯୋଗୁଁ ଅନୁପ୍ରାଣିତ ହୋଇ କଂଗ୍ରେସ ଦଳରେ ଯୋଗ ଦେଇଥିବା କହିଛନ୍ତି । ଅର୍ଜୁନପୁର ପଂଚାୟତର ନାରୀନେତ୍ରୀ ତଥା ଦେଓଗାଁ ବ୍ଲକର ଅଧ୍ୟକ୍ଷା ସୂର୍ଯ୍ୟକାନ୍ତି ଛତ୍ରିଆଙ୍କ ସହ ଅଏଁଲାପାଲି ଗାଁ ର ଏହି ୪୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ କଂଗ୍ରେସ ଦଳର ନିତି ଆଦର୍ଶ ଯାହାକି ସବୁବେଳେ ଗରିବ ଲୋକଙ୍କ ହିତ ସାଧନ କରିଥାଏ ।  ଏଥି ପ୍ରତି ଏହି ଲୋକେ ବିଶ୍ୱାସ କରି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ବିଗତ ଦିନରେ ଅର୍ଜୁନପୁର ପଂଚାୟତ ସର୍ବପରି ଦେଓଗାଁ ବ୍ଲକର ଶିକ୍ଷା, ସ୍ୱାସ୍ଥ୍ୟ, ରୋଡ ରାସ୍ତା, କ୍ରୀଡା ଭିତ୍ତିଭୂମି ଏ ସବୁର ଯୋଜନାବଦ୍ଧ ଭାବେ ବିକାଶ କରାଯାଇଥିଲା । ଏହି ବିକାଶ ଯୋଗୁଁ ଅଂଚଳର ଲୋକଙ୍କ ଜିବନଧାରଣମାନ ରେ ଉନ୍ନତି ହେବା ସହ ଆଗାମୀ ଦିନରେ ଛାତ୍ର ଯୁବକମାନେ ଯେପରି ରୋଜଗାରକ୍ଷମ ହୋଇ ପାରିବେ ସେ ଦିଗରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପ୍ରଚେଷ୍ଟା ରହିବ ବୋଲି କଂଗ୍ରେସ ଦଳ ତରଫରୁ ଯୋଗ ଦେଇଥିବା ମହିଳା ପୁରୁଷମାନଙ୍କୁ ପ୍ରତିଶୃତି ଦିଆଯାଇଛି । ଆଜିର ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସମସ୍ତ ଗ୍ରାମବାସୀଙ୍କୁ କଂଗ୍ରେସ ଦଳକୁ ନିମନ୍ତ୍ରଣ କରିବା ସହ ଫୁଲମାଳ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ ଓ କହିଥିଲେ ଆଜିଠୁ କଂଗ୍ରେସ ଦଳର ନୀତି ଆଦର୍ଶ ଯାହାକି ସମାଜର ତଳ ସ୍ତର ଲୋକଙ୍କ ବିକାଶ ହିଁ ଲକ୍ଷ୍ୟ ଅଟେ ଏ ଦିଗରେ ସମସ୍ତେ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଥିଲେ । ଆଜିର ମିଶ୍ରଣ ପର୍ବରେ କୁନି ନାଏକ, ମିଞ୍ଜୁ ଭୁକ୍ତା, ଶ୍ରୀନିବାସ ସା, ପ୍ରମୋଦମଣି ପାଣ୍ଡେ, ଜଗଜିବନ ବୁଡେକ, ଲକ୍ଷିନ୍ଦ୍ର ନାଏକ, ଚୈତନ୍ୟ ସେଠ, ତିଲୋତ୍ତମା ବୁଡେକ, ରଶ୍ମିତା ସା, ଗୌରୀ ବୁଡେକ, ଉର୍କୁଲି ବୁଡେକ, କନକ ପାଣ୍ଡେ, ଅହଲ୍ୟା ସେଠ, ଗୁରୁବାରି ସେଠ, ନୁରା ମହାକୁର, ସୁମତି ସା, ସୁଲୋଚନା ବୁଡେକ, କୋଶଳା ପାଣ୍ଡେ, ମୀନା ବୁଡେକ, କେତକି ଭୁକ୍ତା, କଲାବତି ବୁଡେକ, ବାସନ୍ତି ନାଏକ, ବୀଣା ବାଗ, କିନ୍ତି ସା, ସାବିତ୍ରି ବାରିକ, ମନୋଜ ବୁଡେକ, ବିଜୟା ବୁଡେକଙ୍କ ସମେତ ୪୦ ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ କଂଗ୍ରେସ ରେ ଯୋଗଦାନ କରିଛନ୍ତି । ଏହି ମିଶ୍ରଣ ପର୍ବରେ  ପ୍ରଦୀପ ପଣ୍ଡା, ଅନନ୍ତ ଚୈାହାନ, ସୋନୁ ସାହୁ ଓ ଉମାକାନ୍ତ ଜାଲ ପ୍ରମୁଖ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like