-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ର ଆଭାସୀ ହାସ୍ୟ ବ୍ୟଙ୍ଗ କବିତା ଆସର୍ 

11-Apr-2024



ବଲାଙ୍ଗିର (ପ୍ରେରଣା ଖବର ): ଇହାଦେ ସଭେ ନିଜର୍ ନିଜର୍ ଭିଡ୍ କବାରେ ହମିସା ଟେନସନ୍ ଥି ରହୁଥିବାର୍ ବେଲକେ ଟଂକା କମାନି କରୁଥିଲେ ବି ମୁହେଁ ହଁସି ନାଇଁ ଫୁଟବାର୍ । ଯାହାକେ ଦେଖଲେ ମୁଇଁ ବିଜି ବଲୁଛନ୍ ଆର୍ ମନ୍ କେ ଦୁଖେ ମାରି ଦେଉଛନ୍। ଇ ସବୁ କେ ଦେଖିକରି ତହଁକ୍ କୁଟୁମ୍ ର ଗୁଟେ ଭିନେ ପାହା ଲୁକର୍ ମୁହେଁ ହଁସି ଫୁଟାବାର୍ ଚେଷ୍ଟା ଟେ କରି ମୁଲ୍ କରିଛେ ହାସ୍ୟ ବ୍ୟଙ୍ଗ ଆଭାସୀ କବିତା ଆସର୍। 

ଆଏଜ୍ ଝକେର୍ ପାଗ୍ କେ ନେଇକରି ବଲାଙ୍ଗିର୍ ତହଁକ୍ ସାହିତ୍ୟ କୁଟୁମ୍ ର ଗୁଟେ ଅନ୍ ଲାଇନ୍ ହାସ୍ୟ ବ୍ୟଙ୍ଗ କବିତା ଆସର ହେଇଥିଲା, ଇଥି ମୁଖିଆ କୁନୁଆଁ ଭାବେ ଯୋଗ୍ ଦେଇଥିଲେ ଜନା ସୁନା କବି ଜଗବନ୍ଧୁ ପଟେଲ, ବଲାଂଗିର,

ବରଗଡ଼, ସୋନପୁର ଆଦି ଜିଲ୍ଲା ର୍ ୩୫ ଜନ୍ କବି ଯୋଗ ଦେଇ ନିଜର ନିଜର ହାସ୍ୟ ବ୍ୟଙ୍ଗ କବିତା କହିଥିଲେ, ଆସର କେ ସଂଯୋଜନା କରିଥିଲେ କୁଟୁମ୍ ର ପରିଚାଳନା ସମ୍ପାଦକ ଦିଲିପ୍ କୁମାର୍ ମିଶ୍ର,, ତହଁକ୍ ସମ୍ପାଦକ ରାଜେଶ୍ ଦଣ୍ଡସେନା ସ୍ୱାଗତ ଭାଷନ୍ ଦେଇଥିବାର ବେଲକେ କବିତା ସଂଯୋଜନା ରେ କବି ଅନିଲ ପଲିଆ ଆର୍ କବି ରୋଶନ୍ ସାହୁ ସଂଯୋଜନା କରିଥିଲେ। ତହଁକ୍ ସଭାପତି ଶିଶୁ ସାହିତ୍ୟକ୍ ଗୋପୀନାଥ ଦଣ୍ଡସେନା, ଧନ୍ୟବାଦ ଅର୍ପନ୍ କରିଥିଲେ। ଶେଷ କେ ସଭାପତି ତଥା ମୁଖିଆ କୁନୁଆଁ ଙ୍କ ର ଆଦେଶ ରେ ଇଂ ଗୋପାଳ ମେହେର ସଭା କେ ଭାଙ୍ଗଡି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like