-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ରାଜନୀତି

ବିଜେଡି ଏବଂ କଗ୍ରେସ ଛାଡି ବିଜେପିରେ ମିଶିଲେ ଯୁବ ଗୋଷ୍ଠୀ

12-Apr-2024



ବଲାଙ୍ଗିର (ପ୍ରେରଣା ଖବର ): କେନ୍ଦ୍ରରେ ନେତୃତ୍ୱାଧୀନ ନରେନ୍ଦ୍ର ମୋଦୀ ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ଲୋକଙ୍କୁ ପ୍ରଭାବିତ କରିଛି l ବିଜେପି ର ଆଦର୍ଶ ଓ ଉନ୍ନତ ଚିନ୍ତାଧାରା ଯୋଗୁଁ ପ୍ରତିଦିନ ବହୁ ସଂଖ୍ୟାରେ ଯୁବକ ଓ ମହିଳା ବିଜେପି ରେ ସାମିଲ ହେଉଛନ୍ତି l ବଲାଙ୍ଗିରରେ ଚଳିତ ବିଧାନସଭା ଓ ଲୋକସଭା ନିର୍ବାଚନ ପୂର୍ବରୁ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି l ଆଜି ବଲାଙ୍ଗିର ମୁନିସିପାଲିଟି ଅନ୍ତର୍ଗତ ବିଭିନ୍ନ ୱାର୍ଡ଼ ର ଶତାଧିକ ଯୁବଗୋଷ୍ଠୀ ସ୍ୱତଃପ୍ରବୃତ୍ତ ଭାବେ ବିଜେପିରେ ସାମିଲ ହୋଇଛନ୍ତି l ଉଭୟ ବିଜେଡି ଓ କଂଗ୍ରେସର ମନମୁଖୀ କାରବାର ଓ ତୃଣମୂଳ ସ୍ତରର କର୍ମୀ ମାନଙ୍କୁ ହେୟଜ୍ଞାନ କରାଯାଉଥିବା ଘଟଣାରେ ଅତିଷ୍ଟ ହୋଇ ଏହି ଯୁବଗୋଷ୍ଠୀ ପଦ୍ମ ଦଳରେ ସାମିଲ ହୋଇଛନ୍ତି l ଆଜି ବଲାଙ୍ଗିର ପଥରଚେପl ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ଏମାନଙ୍କୁ ଫୁଲତୋଡା ଦେଇ ସ୍ଵାଗତ କରାଯାଇଥିଲା l

ବର୍ତ୍ତମାନର ବିଜେପି ଦଳର ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀଙ୍କ ବଳିଷ୍ଠ ନେତୃତ୍ବରେ ବଲାଙ୍ଗୀର ସହରର ଶତାଧିକ ଯୁବକ  ଦଳରେ ସାମିଲ ହୋଇ ଆସନ୍ତା ନିର୍ବାଚନରେ ଗୋପାଳଜୀ ପାଣିଗ୍ରାହୀ ଙ୍କୁ ବହୁ ସଂଖ୍ୟାରେ ଭୋଟ୍ ଦେଇ ବଲାଙ୍ଗିର ରେ ବିଜେପିର ବିଜୟ ବାନା ଉଡାଇବାକୁ ଶପଥ ନେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like